ପ୍ରମୁଖ ଖବର
‘ଗରିବୀ ହଟାଓ’ ଦେଶର ସବୁଠୁ ବଡ଼ ଜୁମଲା ଥିଲା : ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଗୋଟିଏ ଶବ୍ଦ ଆମ କଂଗ୍ରେସ କର୍ମୀମାନଙ୍କ ପାଇଁ ଅତ୍ୟନ୍ତ ପ୍ରିୟ ରହିଆସିଛି । ସେହି ଶବ୍ଦଟି ହେଉଛି ‘ଜୁମଲା’ । କିନ୍ତୁ ସମଗ୍ର ଦେଶ ଜାଣେ ଯେ ଯଦି ଦେଶରେ କୌଣସି ବଡ଼ ଜୁମଲା ଥିଲା, ତେବେ ତାହା ଥିଲା ଗରିବୀ ହଟାଓ। ନୂଆଦିଲ୍ଲୀ/ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) : ଲୋକସଭାରେ ସମ୍ବିଧାନ ଉପରେ ଚାଲିଥିବା ବିତର୍କର ଉତ୍ତର ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ କଂଗ୍ରେସ […]
ମହାକୁମ୍ଭରେ ଓଡ଼ିଆ ଭାଷା: ଷ୍ଟେସନରେ ସ୍ୱତନ୍ତ୍ର ଓଡ଼ିଆ କିଓସ୍କ
ମହାକୁମ୍ଭ ମେଳା ପାଇଁ ପ୍ରୟାଗରାଜ ରେଳଷ୍ଟେସନରେ ଡିଜିଟାଲ ସୁବିଧା ଉପଲବ୍ଧ କରାଯାଇଛି। ବିନା କାହାର ସହାୟତାରେ ଶ୍ରଦ୍ଧାଳୁ ଡିଜିଟାଲ କିଓସ୍କ ମାଧ୍ୟମରେ ସମ୍ପୂର୍ଣ୍ଣ ସୁବିଧା ପାଇବେ। ପ୍ରୟାଗରାଜ/ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) : ମହାକୁମ୍ଭ ମେଳା ପାଇଁ ପ୍ରୟାଗରାଜ ରେଳଷ୍ଟେସନରେ ଡିଜିଟାଲ ସୁବିଧା ଉପଲବ୍ଧ କରାଯାଇଛି। ବିନା କାହାର ସହାୟତାରେ ଶ୍ରଦ୍ଧାଳୁ ଡିଜିଟାଲ କିଓସ୍କ ମାଧ୍ୟମରେ ସମ୍ପୂର୍ଣ୍ଣ ସୁବିଧା ପାଇବେ। ତା ପୁଣି ହିନ୍ଦୀ, ଇଂରାଜୀ ଓ ଓଡ଼ିଆ ଭାଷାରେ। ଓଡ଼ିଶାରୁ ମହାକୁମ୍ଭ ମେଳାକୁ ଆସୁଥିବା ଶ୍ରଦ୍ଧାଳୁ କେଉଁ ସ୍ଥାନକୁ […]
ପୁରୀ-କୋଣାର୍କ ବେଳାମାର୍ଗରେ ଆରମ୍ଭ ହେଲା ୬ଷ୍ଠ ଇକୋ ରିଟ୍ରିଟ
ଚଳିତବର୍ଷ ୬ଷ୍ଠ ଥର ପାଇଁ ପୁରୀ-କୋଣାର୍କ ବେଳାମାର୍ଗ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ ମୁହାଁଣ ନିକଟରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ପୁଣି ଆୟୋଜିତ ହୋଇଛି ଇକୋ-ରି ଟ୍ରିଟ। ଉପ ମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଉତ୍ସବକୁ ଉଦ୍ଘାଟନ କରିଥିଲେ। କୋଣାର୍କ/ରାମଚଣ୍ଡୀ,୧୪-୧୨-୨୦୨୪(ପିପିଏସ) : ଦୀର୍ଘ ୫ ବର୍ଷଧରି ଇକୋ ରିଟ୍ରିଟ କରି ସଫଳତା ସାଉଁଟିବା ପରେ ଚଳିତବର୍ଷ ୬ଷ୍ଠ ଥର ପାଇଁ ପୁରୀ -କୋଣାର୍କ ବେଳାମାର୍ଗ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ ମୁହାଁଣ ନିକଟରେ ପର୍ଯ୍ୟଟନ ବିଭାଗ ପକ୍ଷରୁ […]
କଟକରେ ଜଳିଗଲା ‘ମୋ ବସ’, ସବୁ ଯାତ୍ରୀ ସୁରକ୍ଷିତ ଉଦ୍ଧାର
କଟକ, ୧୪-୧୨-୨୦୨୪(ପିପିଏସ) : କଟକ ମଧୁପାଟଣା ଛକ ନିକଟରେ ‘ମୋ ବସ’ ଜଳିଗଲା। ଭୁବନେଶ୍ୱରରୁ କଟକ ଫେରୁଥିବାବେଳେ ମଧୁପାଟଣା ଛକ ନିକଟରେ ‘ମୋ ବସ’ଟି ଜଳିଯାଇଥିବା ସୂଚନା ମିଳିଛି। ‘ମୋ ବସ’ରେ ନିଆଁ ଲାଗିଥିବା ଜଣାପଡ଼ିବା ପରେ କୌଣସି ଯାତ୍ରୀ ନଥିବା ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ।ଅଗ୍ନିଶମ ବାହିନୀ ଖବର ପାଇ ତତ୍କାଳ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରାଯିବାକୁ ଉଦ୍ୟମ ଆରମ୍ଭ କରିଥିଲେ। ନିଆଁ ଲିଭାଇବାକୁ ଅଗ୍ନିଶମ ବାହିନୀ ଆୟତ୍ତ କରିବାକୁ ପ୍ରୟାସ ଜାରି ରଖିଛି। ‘ମୋ […]
ରାସ୍ତାକଡ଼ରୁ ଗୁରୁତର ଅବସ୍ଥାରେ ନବଜାତ ଶିଶୁକନ୍ୟା ଉଦ୍ଧାର
ପ୍ରବଳ ଶୀତରେ ରାସ୍ତାକଡ଼ରୁ ଗୁରୁତର ଅବସ୍ଥାରେ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟାI କେହି ଶିଶୁକନ୍ୟାକୁ ଜନ୍ମ କରି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ତୁଲୁଣ୍ଡୁପାଲି ଗାଁ ନିକଟ ରାସ୍ତାକଡ଼ରେ ଶିଶୁକନ୍ୟାକୁ ମାଟିରେ ପୋତି ଚାଲି ଯାଇଥିଲେI ବିନିକା/ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) : ପୁଣି ଅଲୋଡ଼ା ହେଲା ଶିଶୁକନ୍ୟାI ପ୍ରବଳ ଶୀତରେ ରାସ୍ତାକଡ଼ରୁ ଗୁରୁତର ଅବସ୍ଥାରେ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟାI କେହି ଶିଶୁକନ୍ୟାକୁ ଜନ୍ମ କରି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ତୁଲୁଣ୍ଡୁପାଲି ଗାଁ ନିକଟ ରାସ୍ତାକଡ଼ରେ ଶିଶୁକନ୍ୟାକୁ […]
ଜେଲ୍ ଗଲେ ରସିକିଆ ରେଳବାଇ ଗ୍ୟାଙ୍ଗମ୍ୟାନ୍
ନାବାଳିକାଙ୍କୁ ଅପହରଣ ମାମଲାରେ ଜେଲ୍ ଗଲେ ରସିକିଆ ରେଳବାଇ ଗ୍ୟାଙ୍ଗମ୍ୟାନ୍। ମୁରିବାହାଲରୁ ନାବାଳିକାଙ୍କୁ ଅପହରଣ ଅଭିଯୋଗରେ ଘନଶ୍ୟାମ ଭୋଇଙ୍କୁ ବଲାଙ୍ଗୀର ପୋକ୍ସୋ କୋର୍ଟ ଚାଲାଣ କରିଥିବା ବେଳେ ଜାମିନ ଆବେଦନ ଖାରଜ ହୋଇଥିଲା। ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। କଣ୍ଟାବାଞ୍ଜି/ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) : ନାବାଳିକାଙ୍କୁ ଅପହରଣ ମାମଲାରେ ଜେଲ୍ ଗଲେ ରସିକିଆ ରେଳବାଇ ଗ୍ୟାଙ୍ଗମ୍ୟାନ୍। ମୁରିବାହାଲରୁ ନାବାଳିକାଙ୍କୁ ଅପହରଣ ଅଭିଯୋଗରେ କେଶ ନ ୩୬୯/୨୪ରେ ରେଳ କର୍ମଚାରୀ (ଗ୍ୟାଙ୍ଗମ୍ୟାନ୍) ଘନଶ୍ୟାମ ଭୋଇଙ୍କୁ ବଲାଙ୍ଗୀରି ପୋକ୍ସୋ କୋର୍ଟ […]
ସିବିଆଇ କାର୍ଯ୍ୟାଳୟରେ ପ୍ରତିକ୍ରିୟା ରଖିଲେ ଆଇଏଏସ୍ ଅଧିକାରୀଙ୍କ ଡ୍ରାଇଭର
ଜିଜିଏମ୍ ଏକ ଠିକା ସଂସ୍ଥାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ଶନିବାର ଦିନ ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କ ଡ୍ରାଇଭର ନୃସିଂହ ଶତପଥୀଙ୍କୁ ପଚରାଉଚରା କରିଛି। ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) : ରାଷ୍ଟ୍ରାୟତ୍ତ ଉଦ୍ୟୋଗ ‘ବ୍ରିଜ୍ ଆଣ୍ଡ୍ ରୁଫ୍ କର୍ପୋରେସନ୍’ ଜିଜିଏମ୍ ଏକ ଠିକା ସଂସ୍ଥାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଶନିବାର ଦିନ ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କ […]
ଅଭିଯୋଗ ଶୁଣିଲେ ମୋହନ, ଲୋକଙ୍କ ଦାବି କରିବେ ସମାଧାନ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମାଲକାନଗିରି ଠାରେ ଅନୁଷ୍ଠିତ ଲୋକ ମହୋତ୍ସବ ‘ମାଲ୍ୟବନ୍ତ’ରେ ଯୋଗଦେବା ଅବସରରେ ୫୦ରୁ ଊର୍ଦ୍ଧ୍ବ ଅଭିଯୋଗକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ଶତାଧିକ ସମର୍ଥକମାନେ ମଧ୍ୟ ଉପସ୍ଥିତ ଥିଲେ। ମାଲକାନଗିରି/ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମାଲକାନଗିରି ଠାରେ ଅନୁଷ୍ଠିତ ଲୋକ ମହୋତ୍ସବ ‘ମାଲ୍ୟବନ୍ତ’ ପଡ଼ିଆରେ ବହୁ ସମୟ ରହିବା ସହ ରାତ୍ରୀଯାପନ କରିଥିଲେ। ମୁଖ୍ୟମନ୍ତ୍ରୀ ରାତ୍ରୀଯାପନ କରୁଥିବା ଜିଲ୍ଲାବାସୀ ଜାଣିବା ପରେ ଆଜି ସକାଳୁ ସର୍କିଟ ହାଇସ ନିକଟରେ ପ୍ରବଳ […]
ମାଲକାନଗିରିର ବିକାଶକୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ମାଲକାନଗିରିରେ ଏକ ମେଗା ସିମେଣ୍ଟ କାରଖାନା ନିର୍ମାଣ ହେବ। ଏହି ପ୍ରକଳ୍ପରେ ୪୦୦୦ କୋଟି ଟଙ୍କାର ପୁଂଜି ନିବେଶ ହେବ। ଏହି କାରଖାନା ପ୍ରତିଷ୍ଠା ହେବା ଦ୍ବାରା ୨୦୦୦ ସ୍ଥାନୀୟ ଯୁବକଯୁବତୀଙ୍କୁ ନିଯୁକ୍ତି ମିଳିବ। ମାଲକାନଗିରି/ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) : ରାଜ୍ୟ ସରକାର ଆଦିବାସୀ ଓ ଦୁର୍ଗମ ଅଞ୍ଚଳର ବିକାଶ ପାଇଁ ଅଣ୍ଟା ଭିଡିଛନ୍ତି। ମାଲକାନଗିରିରେ ଏକ ମେଗା ସିମେଣ୍ଟ କାରଖାନା ନିର୍ମାଣ କରିବାକୁ ଯାଉଛନ୍ତି। ଏହି ପ୍ରକଳ୍ପରେ ୪୦୦୦ କୋଟି […]
ରେଳ ଷ୍ଟେସନ୍ରେ ଶୁଖିଲା ମହାପ୍ରସାଦ ବିକ୍ରି ପ୍ରସଙ୍ଗ
ସାଂସଦଙ୍କ ପ୍ରସ୍ତାବକୁ ସେବାୟତଙ୍କ ବିରୋଧ ଓଡ଼ିଶାର ପ୍ରମୁଖ ରେଳ ଷ୍ଟେସନ୍ରେ ମହାପ୍ରଭୁଙ୍କ ଶୁଖିଲା ମହାପ୍ରସାଦ ବିକ୍ରି ପାଇଁ ଗତକାଲି ସଂସଦରେ ପ୍ରସ୍ତାବ ରଖିଥିଲେ ପୁରୀ ସାଂସଦ ସମ୍ବିତ ପାତ୍ର। ଏହାକୁ ବିରୋଧ କରିଛନ୍ତି ସେବାୟତ। ଶ୍ରୀଜଗନ୍ନାଥ ଭକ୍ତ ପରିଷଦ ବି ସାଂସଦଙ୍କ ଏହି ପ୍ରସ୍ତାବକୁ ବିରୋଧ କରିଛି। ପୁରୀ/ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ ) : ଓଡ଼ିଶାର ପ୍ରମୁଖ ରେଳ ଷ୍ଟେସନ୍ରେ ମହାପ୍ରଭୁଙ୍କ ଶୁଖିଲା ମହାପ୍ରସାଦ ବିକ୍ରି ପାଇଁ ଗତକାଲି ସଂସଦରେ ପ୍ରସ୍ତାବ ରଖିଥିଲେ ପୁରୀ ସାଂସଦ ସମ୍ବିତ ପାତ୍ର। […]