ପ୍ରମୁଖ ଖବର
ଓଡିଶା ମାଷ୍ଟର୍ସ ସେମିଫାଇନାଲ ରେ ପହଁଚିଲେ ତାନଭି ଶର୍ମା ଶ୍ରୀୟାନସି ଭାଲିସେଟ୍ଟୀ
ପୁରୁଷ ସେମି ରେ ସତୀଶ କୁମାର, ଥରୁନ ମାନନେପାଲି.. କଟକ ,୧୩-୧୨-୨୦୨୪(ପିପିଏସ ) : ଜବାହରଲାଲ ଇଣ୍ଡୋର ଷ୍ଟେଡ଼ିଅମ ଚାଲିଥିବା ବି.ଡବଲୁ. ଏଫ ଟୁର ସୁପର 100 ‘ଓଡିଶା ମାଷ୍ଟର୍ସ ‘ ତୃତୀୟ ସଂସ୍କରଣ ର କ୍ୱାର୍ଟର ଫାଇନାଲ ରାଉଣ୍ଡ ସମାପ୍ତ ହୋଇ ସେମି ଫାଇନାଲ ରାଉଣ୍ଡ ଚୂଡାନ୍ତ ହୋଇଯାଇଅଛି l ଆଜି କ୍ୱାର୍ଟର ଫାଇନାଲ ରାଉଣ୍ଡ ର ସମସ୍ତ ବିଭାଗ ର ୨0 ଟି ମ୍ୟାଚ ଅନୁଷ୍ଠିତ ହୋଇଥିଲା l ତିନୋଟି କୋର୍ଟ ରେ ଆରମ୍ଭ […]
ବସୁନ୍ଧରା ଜମି ବିକ୍ରି ହୋଇ ପାରିବନି: ରାଜସ୍ବ ମନ୍ତ୍ରୀ
ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ ଜମି ଲ୍ୟାଣ୍ଡ ସେଟଲମେଣ୍ଟ ୧୯୬୨ ଅନୁଯାୟୀ ୪ ଡେସିମିଲ ଜମି ଦିଆଯିବାର ବ୍ୟବସ୍ଥା ଅଛି। ସେ ଜମି ୧୦ ବର୍ଷ ପରେ ବିକ୍ରି କରିବାର ନିୟମ ଥିଲା। କିନ୍ତୁ ଏହାକୁ ଏଣିକି ବିକ୍ରି କରାଯାଇ ପାରିବ ନାହିଁ ବୋଲି ସରକାରୀସ୍ତରରେ ସଂଶୋଧନ କରାଯାଇଛି ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ ) : ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ ଜମି ଲ୍ୟାଣ୍ଡ ସେଟଲମେଣ୍ଟ ୧୯୬୨ ଅନୁଯାୟୀ ୪ ଡେସିମିଲ ଜମି ଦିଆଯିବାର ବ୍ୟବସ୍ଥା ଅଛି। ସେ ଜମି ୧୦ […]
ଜାଲ୍ ସାର୍ଟିଫିକେଟ୍ ଦେଇ ଚାକିରି ମହଙ୍ଗା ପଡ଼ିଲା
ବିଦାହେଲେ ଅଙ୍ଗନବାଡି କର୍ମୀ କୁଆରମୁଣ୍ଡା/ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ ) : ଜାଲ୍ ସାର୍ଟିଫିକେଟ୍ ଦେଇ ଚାକିରି ମହଙ୍ଗା ପଡ଼ିଛି। ସତ୍ୟ ଜଣାପଡ଼ିବା ପରେ ଅଙ୍ଗନବାଡ଼ି କର୍ମୀ ଚାକିରିରୁ ବିଦା ହୋଇଛନ୍ତି। ଏଭଳି ଏକ ଘଟଣା ସୁନ୍ଦରଗଡ଼ ଜିଲ୍ଲା କୁଆରମୁଣ୍ଡା ବ୍ଲକ୍ର ଏକ ଅଙ୍ଗନବାଡ଼ି କେନ୍ଦ୍ରରେ ଘଟିଛି। ଚଳିତ ବର୍ଷ ଫେବ୍ରୁଆରି ୯ ତାରିଖରେ କଚାରୁ-୧ ଅଙ୍ଗନବାଡ଼ି କେନ୍ଦ୍ରରେ କର୍ମୀ ଭାବେ ବାହାମନୀ ଲୁଗୁନଙ୍କୁ ନିଯୁକ୍ତି ଦିଆଯାଇଥିଲା। କିନ୍ତୁ ମିଥ୍ୟା ଯୁକ୍ତ ୨ ସାର୍ଟିଫିକେଟ୍ ଦେଇଥିବା ଅଭିଯୋଗରେ ବିଭାଗ ପକ୍ଷରୁ ତାଙ୍କୁ […]
ପଠାଣି ସାମନ୍ତଙ୍କ ଜନ୍ମସ୍ଥାନରେ ହେବ ପ୍ଲାନେଟାରିୟମ
ବିଶିଷ୍ଟ ଜ୍ୟୋତିର୍ବିଜ୍ଞାନୀ ପଠାଣି ସାମନ୍ତଙ୍କ ଜନ୍ମସ୍ଥାନକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରୟ ବଡ଼ ଘୋଷଣା କରିଛନ୍ତି। ପଠାଣି ସାମନ୍ତଙ୍କ ଜନ୍ମସ୍ଥାନ ନୟାଗଡ଼ ଜିଲ୍ଲାର ଖଣ୍ଡପଡ଼ାଠାରେ ରାଜ୍ୟ ସରକାର ଏକ ପ୍ଲାନେଟାରିୟମ୍ ସ୍ଥାପନ କରିବେ। ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ ) : ବିଶିଷ୍ଟ ଜ୍ୟୋତିର୍ବିଜ୍ଞାନୀ ପଠାଣି ସାମନ୍ତଙ୍କ ଜନ୍ମସ୍ଥାନକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରୟ ବଡ଼ ଘୋଷଣା କରିଛନ୍ତି। ପଠାଣି ସାମନ୍ତଙ୍କ ଜନ୍ମସ୍ଥାନ ନୟାଗଡ଼ ଜିଲ୍ଲାର ଖଣ୍ଡପଡ଼ାଠାରେ ରାଜ୍ୟ ସରକାର ଏକ ପ୍ଲାନେଟାରିୟମ୍ ସ୍ଥାପନ […]
ସରକାରୀ ଚାକିରି ଅର୍ଥ ଉପାର୍ଜନ ପାଇଁ କରନ୍ତୁ ନାହିଁ: ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବିଭିନ୍ନ ବିଭାଗରେ ନୂଆ କରି ନିଯୁକ୍ତି ପାଇଥିବା କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରି କହିଛନ୍ତି, ସରକାରୀ ଚାକିରୀକୁ ଅର୍ଥ ଉପାର୍ଜନ ପାଇଁ କରନ୍ତୁ ନାହିଁ। ସ୍ୱଛତା ସହ କାମ କରନ୍ତୁ ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବିଭିନ୍ନ ବିଭାଗରେ ନୂଆ କରି ନିଯୁକ୍ତି ପାଇଥିବା କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରି କହିଛନ୍ତି, ସରକାରୀ ଚାକିରୀକୁ ଅର୍ଥ ଉପାର୍ଜନ […]
ମଶା ତେଲ ଲିଟର ପିଛା ୭୪୦ ଟଙ୍କାରେ କିଣି ଗିରଫ ହେଲେ ୪ ଜଣ
ଆଜି ଭିଜିଲାନ୍ସ ବିଭାଗ ଝାରସୁଗୁଡ଼ା ମ୍ୟୁନିସିପାଲଟିର ତତ୍କାଳୀନ ନିର୍ବାହୀ ଅଧିକାରୀ ମନୋଜ କୁମାର ତାଣ୍ଡିଙ୍କ ସମେତ ୪ ଜଣଙ୍କୁ ଗିରଫ କରିବା ପରେ କୋର୍ଟ ଚାଲାଣ କରିଛି। ଝାରସୁଗୁଡ଼ା/ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ ) : ଝାରସୁଗୁଡ଼ା ମ୍ୟୁନିସିପାଲଟି ହୋଇଥିବା ମଶା ତେଲ ଦୁର୍ନୀତି ଘଟଣାରେ ଭିଜିଲାନ୍ସ ବିଭାଗ ତନାଘନା ଆରମ୍ଭ କରିବାର ସପ୍ତାହକ ମଧ୍ୟରେ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ନେଇଛି। ଏହି ଘଟଣାରେ ଆଜି ଭିଜିଲାନ୍ସ ବିଭାଗ ଝାରସୁଗୁଡ଼ା ମ୍ୟୁନିସିପାଲଟିର ତତ୍କାଳୀନ ନିର୍ବାହୀ ଅଧିକାରୀ ମନୋଜ କୁମାର ତାଣ୍ଡିଙ୍କ ସମେତ […]
ହାଇବ୍ରିଡ ମୋଡରେ ହେବ ଚାମ୍ପିୟନ୍ସ ଟ୍ରଫି
ଚାମ୍ପିୟନ୍ସ ଟ୍ରଫିକୁ ନେଇ ଗତ କିଛି ମାସ ହେଲା ଚାଲିଥିବା ଅଚଳାବସ୍ଥା ଦୂର ହୋଇଛି । ଆଇସିସି ଏହି ଟୁର୍ଣ୍ଣାମେଣ୍ଟ ପାଇଁ ‘ହାଇବ୍ରିଡ୍ ମଡେଲ୍’କୁ ମଞ୍ଜୁରି ଦେଇଛି । ପାକିସ୍ତାନ ଓ ଦୁବାଇରେ ହାଇବ୍ରିଡ୍ ମଡେଲରେ ଚାମ୍ପିୟନ୍ସ ଟ୍ରଫି ଖେଳାଯିବ । ଲାହୋର /ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ ) : ଚାମ୍ପିୟନ୍ସ ଟ୍ରଫିକୁ ନେଇ ଗତ କିଛି ମାସ ହେଲା ଚାଲିଥିବା ଅଚଳାବସ୍ଥା ଦୂର ହୋଇଛି । ଆଇସିସି ଏହି ଟୁର୍ଣ୍ଣାମେଣ୍ଟ ପାଇଁ ‘ହାଇବ୍ରିଡ୍ ମଡେଲ୍’କୁ ମଞ୍ଜୁରି ଦେଇଛି […]
ସରକାରଙ୍କୁ ୬ ମାସ: ଦଲାଲଙ୍କ ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ଆୟୋଜିତ ଏହି ସମୀକ୍ଷା ବେଳେ ଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ଏବଂ ଚାଷୀ ମାନଙ୍କ ଅଭିଯୋଗର ତୁରନ୍ତ ସମାଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମଣ୍ଡିରେ ଚାଷୀମାନଙ୍କ ପାଇଁ ଖାଦ୍ୟ, ପାଣି ଓ ଟଏଲେଟର ବ୍ୟବସ୍ଥା କରିବାକୁ ପରାମର୍ଶ ଦେଇଛନ୍ତି। ଦଲାଲମାନଙ୍କ ଉପରେ ତୀକ୍ଷ୍ଣ ନଜର ରଖିବାକୁ ମଧ୍ୟ ନିର୍ଦ୍ଦେଶ […]
ଓଡ଼ିଶାର ଦୁଇ ଯୁବକ ଝାଡ଼ଖଣ୍ଡରେ ନିଖୋଜ! ଉଦ୍ଧାର ପାଇଁ ରାଷ୍ଟ୍ରପତିଙ୍କୁ ନିବେଦନ
ରାଇରଙ୍ଗପୁର/ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ ) : ଓଡିଶାର ଦୁଇ ଜଣ ଯୁବକ ପଡ଼ୋଶୀ ଝାଡ଼ଖଣ୍ଡରେ ନିଖୋଜ ନେଇ ଥାନାରେ ଅଭିଯୋଗ ହୋଇଛି। ନିଖୋଜ ୨ ଯୁବକ ହେଲେ ସେକ୍ ଶାହାଦଲ୍ଲୀ(୨୫) ଓ ତାଙ୍କ ସାଙ୍ଗ ସେକ୍ ନାଜିର୍ (୨୮)। ସୂଚନା ଅନୁଯାୟୀ ମୟୂରଭଂଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଂଚଳ ଥାନା ଅର୍ନ୍ତଗତ ଟେନ୍ଟପୋଷି ଗ୍ରାମର ଦୁଇ ଯୁବକ ସେକ୍ ଶାହାଦଲ୍ଲୀ ଓ ତାଙ୍କ ସାଙ୍ଗ ସେକ୍ ନାଜିର୍ଗ ଗତ ୯ ତାରିଖରେ ଏକ ସ୍କୋର୍ପିଓରେ ଝାଡଖଣ୍ଡର ଚକ୍ରଧରପୁର ଅର୍ନ୍ତଗତ ଗୋଇଲେକେରା […]
ଭାରତ ସେବାଶ୍ରମ ପକ୍ଷରୁ ଗୀତା ଜୟନ୍ତୀ ଉତ୍ସବ
ଯୁଦ୍ଧ ପ୍ରମତ୍ତ ବିଶ୍ଵକୁ ଭାରତ ହିଂ ଗୀତା ଜରିଆରେ ଦିଗଦର୍ଶନ ଦେଇପାରିବ :ବିଶ୍ବଭୂଷଣ ହରିଚନ୍ଦନ |ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ ) : ଯୁଦ୍ଧ ପ୍ରମତ୍ତ ବିଶ୍ଵକୁ ଭାରତ ହିଂ ଗୀତା ଜରିଆରେ ଦିଗଦର୍ଶନ ଦେଇପାରିବ | ସେ ଦୃଷ୍ଟିରୁ ଗୀତା ପଠନର ଆବଶ୍ୟକତା ରହିଛି |ଭାରତ ହିଂ ସମଗ୍ର ବିଶ୍ଵରେ ଶାନ୍ତି ସ୍ଥାପନ କରିପାରିବ ବୋଲି ଆନ୍ଧ୍ର ପ୍ରଦେଶ ଓ ଛତିଶିଗଡର ପୂର୍ବତନ ରାଜ୍ୟପାଳ ଶ୍ରୀ ବିଶ୍ବଭୂଷଣ ହରିଚନ୍ଦନ କହିଛନ୍ତି |ଗତ ସନ୍ଧ୍ୟାରେ ଭାରତ ସେବକ ସମାଜ ସଙ୍ଘର […]