1 min read

ବଦଳିଲା ଯୁକ୍ତ-୩ ପାଇଁ ଗାଇଡଲାଇନ : ପ୍ରଥମ ପର୍ଯ୍ୟାୟ ନାମ ଲେଖା ପରେ ବି ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମିଳିବ ସୁଯୋଗ

ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ଯୁକ୍ତ ୩ ନାମଲେଖା ଗାଇଡଲାଇନରେ ପରିବର୍ତ୍ତନ। ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଲେ ବି ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଛାତ୍ରଛାତ୍ରୀଙ୍କୁ ସୁଯୋଗ ମିଳିବ। ଅର୍ଥାତ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟାରେ ଭାଗ ନେଇପାରିବେ ଛାତ୍ରଛାତ୍ରୀ । ଏନେଇ ଆଜି ପ୍ରେସମିଟରେ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ଛାତ୍ରଛାତ୍ରୀଙ୍କ ହିତ ଦୃଷ୍ଟିରୁ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଥିବା ସେ କହିଛନ୍ତି । ଏନେଇ ୱେବସାଇଟ୍ ଆଉଥରେ ଖୋଲାଯାଇଛି । ଆସନ୍ତାବର୍ଷଠୁ ଏହି ନିୟମ […]

1 min read

କେନ୍ଦ୍ର ସରକାର ୧୫୬ଟି କକଟେଲ୍ ଔଷଧକୁ ନିଷିଦ୍ଧ କରିଛନ୍ତି

ନୂଆଦିଲ୍ଲୀ/ଭୁବନେଶ୍ୱର /୨୪-୦୮-୨୪ (ପିପିଏସ): କେନ୍ଦ୍ର ସରକାର ୧୫୬ଟି କକଟେଲ୍ ଔଷଧକୁ ନିଷିଦ୍ଧ କରିଛନ୍ତି । ନିଷିଦ୍ଧ ଔଷଧ ତାଲିକାରେ ରହିଛି କେଶ ବୃଦ୍ଧି, ତ୍ୱଚାର ଯତ୍ନ ଏବଂ ଯନ୍ତ୍ରଣା ଉପଶମ, କିମ୍ବା ମଲ୍ଟିଭିଟାମିନ୍, ଆଣ୍ଟିପାରାସିଟିକ୍ସ, ଆଣ୍ଟିଆଲର୍ଜିକ୍ସ ଏବଂ ଆହୁରି ଅନେକ ଔଷଧ । ଫିକ୍ସଡ୍ ଡୋଜ୍ କମ୍ବିନେସନ୍ (ଏଫଡିସି) ହେଉଛି ଏକ ଔଷଧ ଯାହା ଗୋଟିଏ ବଟିକାରେ ଏକରୁ ଅଧିକ ଔଷଧକୁ ମିଶାଇଥାଏ ଏବଂ ଏହାକୁ ‘କକଟେଲ୍’ ଔଷଧ ମଧ୍ୟ କୁହାଯାଏ । ତେବେ ଔଷଧ କମ୍ପାନିଗୁଡ଼ିକ […]

1 min read

୪ଟା ଯାଏ ବିଧାନସଭା ମୁଲତବୀ

ଭୁବନେଶ୍ବର/୨୪-୦୮-୨୪ (ପିପିଏସ): ବିଧାନସଭାରେ ବାଚସ୍ପତିଙ୍କୁ ଅସମ୍ମାନ ଘଟଣାରେ ନିନ୍ଦା ପ୍ରସ୍ତାବ ଗୃହୀତ ହୋଇଛି। ଗତକାଲି ବିଧାନସଭାରେ ବିଜେଡିର ତୁମୁଳକାଣ୍ଡ ଓ ଅରାଜକତା ପରିଲକ୍ଷିତ ହୋଇଥିଲା। ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ସୋର ବିଧାୟକ ମାଧବ ଧଡ଼ା ଓ ଦେବଗଡ଼ ବିଧାୟକ ରୋମାଞ୍ଚ ବିଶ୍ବାଳ ଚଢ଼ିଯାଇଥିଲେ।  ବିଧାନସଭାରେ ବାଚସ୍ପତିଙ୍କୁ ଏହି ଅସମ୍ମାନ ଘଟଣାରେ ନିନ୍ଦା ପ୍ରସ୍ତାବ ଆଣିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ। ନିନ୍ଦା ପ୍ରସ୍ତାବ ଗୃହୀତ, ହେବା ପରେ ଗୃହକୁ ମୁଲତବୀ ଘୋଷଣା କରିଥିଲେଛନ୍ତି ବାଚସ୍ପତି ସୁରମା ପାଢ଼ୀ। ହେଲେ […]

1 min read

ମହିଳାଙ୍କୁ ଅସମ୍ମାନ ଓ ଦୁର୍ବ୍ୟବହାର କରିବା ବିଜେଡିର ଚରିତ୍ର : ଏଶ୍ୱର୍ଯ୍ୟା

ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ବିଧାନସଭାରେ ବାଚସ୍ପତିଙ୍କୁ ବିଜେଡି ବିଧାୟକଙ୍କ ବ୍ୟବହାରକୁ ନେଇ ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିଜେଡି ଉପରେ ବର୍ଷିଛନ୍ତି ବିଜେପି ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଏଶ୍ୱର୍ଯ୍ୟା ବିଶ୍ୱାଳ l ଐଶ୍ୱର୍ଯ୍ୟା କହିଛନ୍ତି, ଗତ ୨୪ ବର୍ଷ ଶାସନରେ ରହିବା ପରେ ଓଡ଼ିଶାକୁ ବିଜେଡି ନିଜର ଜାଗିର ବୋଲି ଭାବୁଥିଲା। କ୍ଷମତାଚ୍ୟୁତ ହେବା ପରେ ଦଳ ତାକୁ ସହଜରେ ଗ୍ରହଣ କରି ନ ପାରି ଗୃହରେ ନିଜର ହତାଶାଭାବ ପ୍ରଦର୍ଶିତ […]

1 min read

ବିଷାକ୍ତ ମଦ ମୃତ୍ୟୁ ମାମଲା : ପରିବାର ବର୍ଗଙ୍କୁ ଭେଟିଲେ ବିଜେପି ଓ କମ୍ୟୁନିଷ୍ଟ ଦଳର ପ୍ରତିନିଧି

ଚିକିଟୀ/ବ୍ରହ୍ମପୁର,୨୪-୦୮-୨୪ (ପିପିଏସ) : ସ୍ଥାନୀୟ କେ.ନୂଆଗାଁ ଥାନା ଅନ୍ତର୍ଗତ ଜେନାପୁର ଗ୍ରାମର ବିଷାକ୍ତ ମଦ ମୃତ୍ୟୁ ହୋଇଥିବା ଘଟଣା ଏବେ ସାରା ଓଡିଶାରେ ଚର୍ଚ୍ଚା ଜୋର ଧରିଛି l ଏହାକୁ ନେଇ ବିଭିନ୍ନ ଦଳ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଚାଲିଛି l ପୀଡ଼ିତ ପରିବାରକୁ ଭେଟିବା ପାଇଁ ବିଜେପିର ର ଏକ ଟିମ ଜେନାପୁର ଗ୍ରାମରେ ପହଂଚି ଥିଲା l ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ମିନା ଦ୍ୟାନ ସାମନ୍ତରାଙ୍କ ନେତୃତ୍ୱରେ ଦଳୀୟ କର୍ମୀଙ୍କ ସହିତ ଏହି ଟିମ […]

1 min read

କେଉଁମାନେ ପାଇବେ, କେଉଁମାନେ ପାଇବେ ନାହିଁ ସୁଭଦ୍ରା ସହାୟତା : କେଉଁଠାରେ କରିବେ ଆବେଦନ ?

ଭୁବନେଶ୍ୱର,୨୩-୦୮-୨୪ (ପିପିଏସ) : ଶୁକ୍ରବାର ରାଜ୍ୟ ସରକାର ସୁଭଦ୍ରା ଯୋଜନା ପାଇଁ ଏସ୍‌ଓପି ଆଣିଛନ୍ତି । ଏହି ଯୋଜନାରେ କେଉଁମାନେ ସହାୟତା ପାଇବେ, କେଉଁମାନେ ସହାୟତା ପାଇବେ ନାହିଁ ଓ ହିତାଧିକାରୀ କେମିତି କରିବେ ଆବେଦନ, ସେ ସଂପର୍କରେ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କିଭଳି ଆବେଦନ କରିବେ *ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, ମୋ ସେବା କେନ୍ଦ୍ର ଓ ଜନ ସେବା କେନ୍ଦ୍ରରେ ଆବେଦନ କରିହେବ*ଏସବୁ ଜାଗାରେ ମାଗଣାରେ […]

1 min read

ରାଜ୍ୟ କଂଗ୍ରେସକୁ ମିଳୁନାହାନ୍ତି ମୁଖିଆ

ବିଳମ୍ବ ପରେ ବିଳମ୍ବନେତା କର୍ମୀଙ୍କ ଧର୍ଯ୍ୟଚ୍ୟୁତିବରିଷ୍ଠ ନେତାଙ୍କ ଉପରୁ ଭରସା ତୁଟୁଛି ଭୁବନେଶ୍ୱର/ ୨୩-୦୮-୨୪ (ପିପିଏସ ): ପ୍ରଦେଶ କଂଗ୍ରେସ କମିଟି ଭଙ୍ଗ ହେବାର ମାସେ ପୂରିଲାଣି । ନୂଆ ପିସିସି ସଭାପତି ଚୟନ ପାଇଁ ଆହୁରି କେତେ ଦିନ ଲାଗିବ ତା’ର ଠିକ ଠିକଣା ନାହିଁ । ଅତି କମ୍‌ରେ ଆହୁରି ଦେଢ଼ ମାସ ଲାଗିପାରେ । ଲମ୍ବା ପ୍ରକ୍ରିୟା ପରେ ଯାଇ ପିସିସି ସଭାପତି ବଛା ହେବ। ରାଜ୍ୟର ୩୧୪ ବ୍ଲକରେ ଥିବା କଂଗ୍ରେସ […]

1 min read

ରାଜ୍ୟ ସରକାର ଆଣିଲେ ଏସଓପି : ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୩-୦୮-୨୪ (ପିପିଏସ) : ସରକାରଙ୍କ ବହୁ ପ୍ରତିକ୍ଷିତ ଯୋଜନା ସୁଭଦ୍ରା ଏସଓପି ଜାରି ହୋଇଛି। ବିଧାନସଭାରେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଗୃହରେ ‘ସୁଭଦ୍ରା’ ଯୋଜନା SOP ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଗତକାଲି କ୍ୟାବିନେଟ୍‌ରେ SOP ପାରିତ ହୋଇଥିବା ସେ ସୂଚନା ଦେଇଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ। ଡିବିଟି ମାଧ୍ୟମରେ ୨୧ରୁ ୬୦ ବର୍ଷ ମହିଳାଙ୍କ ଆକାଉଣ୍ଟକୁ ସିଧାସଳଖ ୫ ହଜାର ଟଙ୍କା […]

1 min read

ଓଡ଼ିଶାରେ ସମ୍ପୂର୍ଣ୍ଣ ବନ୍ଦ ହେବ ଡ୍ୟାନ୍ସ ବାର୍‌ : ବିଧାନ ସଭାରେ ଘୋଷଣା କଲେ ଅବକାରୀ ମନ୍ତ୍ରୀ

ଭୁବନେଶ୍ୱର,୨୩-୮-୨୪ (ପିପିଏସ) : ବିଧାନସଭାରେ ଶୁକ୍ରବାର ଅଧିବେଶନରେ ବଡ଼ ଘୋଷଣା କରିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଆଗକୁ ରାଜ୍ୟରେ ସମ୍ପୂର୍ଣ୍ଣ ଭାବେ ଡ୍ୟାନ୍ସ ବାର୍‌ ଗୁଡିକ ବନ୍ଦ କରାଯିବ । ସେ କହିଛନ୍ତି, ଓଡ଼ିଆ ଅସ୍ମିତାକୁ ନେଇ ନୂଆ ଅବକାରୀ ନୀତି ଅଣାଯିବ। ସ୍କୁଲ, କଲେଜ, ମନ୍ଦିର ପାଖରେ ଆଉ ମଦ ଦୋକାନ ରହିବନି । ଶିକ୍ଷାନୁଷ୍ଠାନ ଓ ମନ୍ଦିର ଠାରୁ ମଦ ଦୋକାନ ଯଥେଷ୍ଟ ଦୂରରେ ରହିବ । ଏହାସହ ଚୋରା ମଦ […]

1 min read

୨୭ ରେ ତେଲକୋଇ ବନ୍ଦ ପାଇଁ ପ୍ରସ୍ତୁତି

ସମାକୋଇ-ଚକଦର ପ୍ରକଳ୍ପକୁ ଗାଁ ଗାଁରେ ବିରୋଧ ଭୁବନେଶ୍ୱର /୨୩-୦୮-୨୪ (ପିପିଏସ): କେନ୍ଦୁଝର ଜିଲ୍ଲାରେ ତେଲକୋଇରେ ସମାକୋଇ-ଚକଦର ପ୍ରକଳ୍ପକୁ ନେଇ ଗାଁ ଗାଁରେ ବିରୋଧର ସ୍ବର ଉଠିଛି। ଆସନ୍ତା ୨୭ ତାରିଖ ସମାକୋଇ-ଚକଦର ପ୍ରକଳ୍ପ ନିର୍ମାଣକୁ ବିରୋଧ କରି ତେଲକୋଇ ବନ୍ଦ ଡାକରା ଦିଆଯାଇଛି। ଲୋକଙ୍କ ସହ ସ୍ଥାନୀୟ ବିଧାୟକ ଡାକ୍ତର ଫକୀର ମୋହନ ନାଏକ ମଧ୍ୟ ସ୍ବର ମିଳାଇଛନ୍ତି। ଏନେଇ ବିଧାୟକଙ୍କ ନେତୃତ୍ବରେ ଏକ ପ୍ରତିନିଧି ଦଳ କିଛିଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ମଧ୍ୟ ଭେଟିସାରିଛନ୍ତି। […]