Popular News
ଭିମସାର କର୍କଟ ୱାର୍ଡରେ ବିଦ୍ୟୁତ ବିଭ୍ରାଟ
ମୋବାଇଲ ଆଲୁଅରେ କେମୋ ଥେରାପି ବୁର୍ଲା ଭିମସାରର କର୍କଟ ବିଭାଗରେ ବିଦ୍ୟୁତ ବିଭ୍ରାଟ ଯୋଗୁଁ ମୋବାଇଲ ଆଲୁଅରେ କେମୋ ଥେରାପି କରାଯାଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ ବିଭାଗ ପକ୍ଷରୁ ପ୍ରାକ୍ ସୂଚନା ନଦେଇ ବିଦ୍ୟତୁ କାଟ କରାଯାଇଥିଲା। ଏହାକୁ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡାକ୍ତରଖାନା ଅଧୀକ୍ଷକ କହିଛନ୍ତି। ବୁର୍ଲା/ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) : ବୁର୍ଲା ଭିମସାରର କର୍କଟ ବିଭାଗରେ ବିଦ୍ୟୁତ ବିଭ୍ରାଟ ଯୋଗୁଁ ମୋବାଇଲ ଆଲୁଅରେ କେମୋ ଥେରାପି କରାଯାଇଥିବା ଅଭିଯୋଗ ହୋଇଛି। ବିଭାଗର ସ୍ବତନ୍ତ୍ର […]
ବିଦ୍ୟୁତ ଉପଭୋକ୍ତା ମିଳିତ ମଞ୍ଚର ବିକ୍ଷୋଭ
କଟକ,୧୩-୦୨-୨୦୨୫(ପିପିଏସ) : ବିଦ୍ୟୁତ ଉପଭୋକ୍ତା ମିଳିତ ମଞ୍ଚ ପକ୍ଷରୁ ବାଦାମବାଡି ବିଦ୍ୟୁତ ନିର୍ବାହୀ ଯନ୍ତ୍ରୀଙ୍କ ଅଫିସ୍ ସମ୍ମଖରେ ବିକ୍ଷୋଭ କରାଯାଇଛି। ଶତାଧିକ ଉପଭୋକ୍ତା ଏକ ଶୋଭାଯାତ୍ରାରେ ଆସି ବିକ୍ଷୋଭ ପଦର୍ଶନ କରିଥିଲେ। ଏହି ଗଣ ବିକ୍ଷୋଭରେ ବିଦ୍ୟୁତ ଉପଭୋକ୍ତା ମିଳିତ ମଞ୍ଚର ଆବାହକ ଖଗେଶ୍ୱର ସେଠୀ, ରାଜକିଶୋର ମଲ୍ଲିକ, ଦିପକ ଦାସ, ଅକ୍ଷୟ ରାଉଳ, ସୁକାନ୍ତ ନାୟକ, ଉଦୟ ଟୁଡୁ, ଲକ୍ଷ୍ମୀ ସିଂ, ଶିବ ବେହେରା, ଟୁନି ମହାକୁଡ଼, ସାବିତ୍ରୀ ହେମ୍ବ୍ରମ ପ୍ରମୁଖ ନେତୃତ୍ବ ନେଇଥିଲେ। ବିକ୍ଷୋଭକାରି […]
ଓଡ଼ିଆ ଅସ୍ମିତାକୁ ପୁନର୍ଜୀବିତ କରିବା ଦିଗରେ ରାଜ୍ୟ ସରକାର କାମ କରୁଛନ୍ତି: ରାଜ୍ୟପାଳ
ଓଡ଼ିଆ ଅସ୍ମିତାକୁ ପୁନର୍ଜୀବିତ କରିବା ଦିଗରେ ରାଜ୍ୟ ସରକାର କାମ କରୁଛନ୍ତି। ‘ସରକାର ନୂଆ ଶିକ୍ଷାନୀତିକୁ ଓଡ଼ିଶାରେ ଲାଗୁ କରିଛନ୍ତି। ଆଜି ବଜେଟ୍ ଅଧିବେଶନରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ଅଭିଭାଷଣ ରଖି ଏହା କହିଛନ୍ତି। ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) : ଓଡ଼ିଆ ଅସ୍ମିତାକୁ ପୁନର୍ଜୀବିତ କରିବା ଦିଗରେ ରାଜ୍ୟ ସରକାର କାମ କରୁଛନ୍ତି। ‘ସରକାର ନୂଆ ଶିକ୍ଷାନୀତିକୁ ଓଡ଼ିଶାରେ ଲାଗୁ କରିଛନ୍ତି। ଆଜି ବଜେଟ୍ ଅଧିବେଶନରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ଅଭିଭାଷଣ ରଖି ଏହା କହିଛନ୍ତି।‘ଜୟ […]
ଆସନ୍ତାକାଲି ପୂର୍ବାହ୍ନ ସାଢ଼େ ୧୦ଟା ଯାଏ ଗୃହ ମୁଲତବୀ
ଆସନ୍ତାକାଲି ପୂର୍ବାହ୍ନ ସାଢ଼େ ୧୦ଟା ଯାଏ ବିଧାନସଭାକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ। ଶୋକ ପ୍ରସ୍ତାବ ଆଗତ ହେବା ପରେ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ଭୁବନେଶ୍ବର/ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) : ଆସନ୍ତାକାଲି ପୂର୍ବାହ୍ନ ସାଢ଼େ ୧୦ଟା ଯାଏ ବିଧାନସଭାକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ। ଶୋକ ପ୍ରସ୍ତାବ ଆଗତ ହେବା ପରେ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ଆଜି ଥିଲା ବଜେଟ ଅଧିବେଶନର ପ୍ରଥମ ଦିନ। ଆଜି ବଜେଟ୍ […]
ଏଡିଇଓଙ୍କ ଘରେ ଭିଜିଲାନ୍ସ
ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ଅନ୍ତର୍ଗତ ଚମ୍ପିଆ ପଂଚାୟତର ଆକାଉଣ୍ଟାଣ୍ଟ କମ୍ ଡାଟା ଏଣ୍ଟ୍ରି ଅପରେଟର (ଏଡିଇଓ) ଏସ୍. ପାର୍ଥସାରଥୀ ବିଶୋୟୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ବୋରିଗୁମ୍ମା/ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) : ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ଅନ୍ତର୍ଗତ ଚମ୍ପିଆ ପଂଚାୟତର ଆକାଉଣ୍ଟାଣ୍ଟ କମ୍ ଡାଟା ଏଣ୍ଟ୍ରି ଅପରେଟର (ଏଡିଇଓ) ଏସ୍. ପାର୍ଥସାରଥୀ ବିଶୋୟୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। […]
ବନ୍ଧାହେଲେ ବିଦ୍ୟାଧର
ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ଭିଜିଲାନ୍ସ ଗିରଫ କରିଛି। ବିଦ୍ୟାଧର ପତିଙ୍କ ଘର, କାର୍ଯ୍ୟାଳୟ ସମେତ ଏକକାଳୀନ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରିଛି। ତାଙ୍କ ନାଁରେ କୋଟିକୋଟି ଟଙ୍କାର ପ୍ଲଟ୍ ଓ ଫ୍ଲାଟ୍ ଥିବା ଜଣାଯାଇଛି। ବାଲେଶ୍ବର/ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) : ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ଭିଜିଲାନ୍ସ ଗିରଫ କରିଛି। ବିଦ୍ୟାଧର ପତିଙ୍କ ଘର, କାର୍ଯ୍ୟାଳୟ ସମେତ ଏକକାଳୀନ […]
ନବ ଦାସ ହତ୍ୟା: ଜନସ୍ବାର୍ଥ ମାମଲାକୁ ଗୁରୁତ୍ବର ସହ ଗ୍ରହଣ କଲେ ହାଇକୋର୍ଟ
ନବ ଦାସଙ୍କୁ ଗୁଳି ମାରି ହତ୍ୟା କରାଯିବା ଘଟଣା ସଂପର୍କିତ ଫୌଜଦାରୀ ମାମଲା ଓ ତଦନ୍ତର ସ୍ଥିତି ନେଇ ଅବଗତ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କଟକ ୧୨-୦୨-୨୦୨୫ (ପିପିଏସ) : ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ପ୍ରସଙ୍ଗ ନେଇ ଦାୟର ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି। ନବ ଦାସଙ୍କୁ ଗୁଳି ମାରି ହତ୍ୟା କରାଯିବା ଘଟଣା ସଂପର୍କିତ ଫୌଜଦାରୀ ମାମଲା ଓ […]
୩ୟ ଦିନିକିଆରେ ଭାରତର ଦମ୍ଦାର ପ୍ରଦର୍ଶନ: ୧୪୨ରନ୍ରେ ହାରିଲା ଇଂଲଣ୍ଡ
ଭାରତ ଓ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଅନ୍ତିମ ମୁକାବିଲାରେ ଭାରତ ଦମଦାର ପ୍ରଦର୍ଶନ କରିଛି। ଅହମଦାବାଦ୍ସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳା ଯାଇଥିବା ଏହି ମ୍ୟାଚ୍ରେ ଭାରତୀୟ ବ୍ୟାଟର ଓ ବୋଲରମାନେ ପ୍ରଶଂସନୀୟ ପ୍ରଦର୍ଶନ କରିଛନ୍ତି। ଅହମଦାବାଦ/ଭୁବନେଶ୍ୱର ୧୨-୦୨-୨୦୨୫ (ପିପିଏସ) : ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଅନ୍ତିମ ମୁକାବିଲାରେ ଭାରତ ଦମଦାର ପ୍ରଦର୍ଶନ କରିଛି। ଅହମଦାବାଦ୍ସ୍ଥିତ ନରେନ୍ଦ୍ର ମୋଦୀ […]
‘ଆମେ ଏପରି ଜ୍ଞାନ ସୃଷ୍ଟି କରିବା ଯାହା ବିଶ୍ୱକୁ ସକାରାତ୍ମକ ଭାବେ ରୂପାନ୍ତରିତ କରିବ’
ଛାତ୍ରଛାତ୍ରୀମାନଙ୍କୁ ଦୃଢ଼ ବିଶ୍ୱାସ, ସାହସ ଏବଂ କରୁଣା ସହିତ ନେତୃତ୍ୱ ନେବାକୁ ଆହ୍ୱାନ କରି, ମାନ୍ୟବର ରାଜ୍ୟପାଳ ସେମାନଙ୍କୁ ମହତ୍ୱାକାଂକ୍ଷୀ ପ୍ରକଳ୍ପଗୁଡ଼ିକୁ ଅନୁସରଣ କରିବାକୁ ଏବଂ ‘ବିକ୍ଷିତ ଭାରତ’ ଏବଂ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଦୃଷ୍ଟିକୋଣରେ ଯୋଗଦାନ ଦେବାକୁ ଉତ୍ସାହିତ କରିଥିଲେ। ଭୁବନେଶ୍ୱର ୧୨-୦୨-୨୦୨୫ (ପିପିଏସ) : ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର ଏହାର ସପ୍ତଦଶ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳନ କରିଛି। ଏହି ଅବସରରେ ବୁଧବାର ଅରଗୁଳରେ ଅନୁଷ୍ଠାନର କ୍ୟାମ୍ପସର ଭିତ୍ତିପ୍ରସ୍ତର ସ୍ଥାପନର […]
ବଜେଟ ଅଧିବେଶନ ପୂର୍ବରୁ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ବିଧାନସଭା ବଜେଟ ଅଧିବେଶନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଭବନରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ଏକ ସୌଜନ୍ୟ ମୂଳକ ସାକ୍ଷତ କରିଛନ୍ତି। ବଜେଟ ଅଧିବେଶନ ପ୍ରଥମ ଦିନରେ ରାଜ୍ୟପାଳ ନିଜର ଅଭିଭାଷଣ ରଖିବେ ଭୁବନେଶ୍ୱର ୧୨-୦୨-୨୦୨୫ (ପିପିଏସ) : ବିଧାନସଭା ବଜେଟ ଅଧିବେଶନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଭବନରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ଏକ ସୌଜନ୍ୟ ମୂଳକ ସାକ୍ଷତ କରିଛନ୍ତି। ବଜେଟ ଅଧିବେଶନ ପ୍ରଥମ ଦିନରେ ରାଜ୍ୟପାଳ ନିଜର ଅଭିଭାଷଣ […]
