1 min read

ଏସସିବିରେ ଚାକିରି କରାଇଦେବା ନାଁରେ ୧୦ ଲକ୍ଷ ଲୁଟ୍‌

କଟକ,୦୯-୧୨-୨୦୨୪(ପିପିଏସ) : କଟକ ଏସସିବିରେ ବିଭିନ୍ନ ଏଜେନ୍ସିରେ ଚାକିରି କରାଇ ଦେବାକୁ ପ୍ରତିଶ୍ରୁତି ଦେଇ ୨୦ରୁ ୨୫ ଜଣ ଆଶାୟୀ ପ୍ରାର୍ଥୀଙ୍କଠାରୁ ୧୦ ଲକ୍ଷ ୫୦ ହଜାର ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ନକଲି ନିଯୁକ୍ତି ପତ୍ର ଦେବା ଅଭିଯୋଗରେ ଏକ ନକଲି କନସଲଟାନ୍ସିର ଦୁଇ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି। ଦୁଇ ଅଭିଯୁକ୍ତ ହେଉଛନ୍ତି ଦୁଇ ଭାଇ ହରପ୍ରିତ୍ ମହାନ୍ତି ଓ ଅରଜିତ ମହାନ୍ତି। ପୁଲିସ ସେମାନଙ୍କଠାରୁ ୧୦ ହଜାର ଟଙ୍କା, ହାର୍ଡ ଡିସ୍କ, […]

1 min read

ସ୍ତ୍ରୀକୁ ହତ୍ୟା ଉଦ୍ୟମ କଲେ ସ୍ୱାମୀ

ବିବାହ ଭୋଜିରୁ ଫେରୁଥିବା ସମୟରେ କନେଷ୍ଟବଳ ସ୍ତ୍ରୀଙ୍କୁ ପ୍ରାଣାନ୍ତକ ଆକ୍ରମଣ କରି କନେଷ୍ଟବଳ ସ୍ବାମୀ ଫେରାର ମାରିଥିବା ତୁଷୁରା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ପୁଲିସ ଏକ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଛି। ତୁଷୁରା/ଭୁବନେଶ୍ୱର ୦୯-୧୨-୨୦୨୪(ପିପିଏସ) : ବିବାହ ଭୋଜିରୁ ଫେରୁଥିବା ସମୟରେ କନେଷ୍ଟବଳ ସ୍ତ୍ରୀଙ୍କୁ ପ୍ରାଣାନ୍ତକ ଆକ୍ରମଣ କରି କନେଷ୍ଟବଳ ସ୍ବାମୀ ଫେରାର ମାରିଥିବା ତୁଷୁରା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ବଲାଙ୍ଗୀରି ରିଜର୍ଭ ପୁଲିସରେ କାମ କରୁଥିବା ସମରା ଗ୍ରାମର […]

1 min read

ବଦଳି ନିର୍ଦ୍ଦେଶ ମାନୁନାହାନ୍ତି ଓଏଏସ୍‌ ଅଧିକାରୀ: ୧୦ ସୁଦ୍ଧା ଯୋଗ ନଦେଲେ ୧୧ରେ ନିଲମ୍ବନ

ରାଜ୍ୟ ସରକାର ଗତ ‌ଅଗଷ୍ଟ ୧୭ରେ ୨୯ଜଣ ଓଏଏସ୍‌ ଅଧିକାରୀ ଏବଂ ଅକ୍ଟୋବର ୧୭ତାରିଖରେ ୧୧୮ଜଣ ଓଏଏସ୍‌ ଅଧିକାରୀଙ୍କର ବଦଳି କରିଥିଲେ। ହେଲେ ଏଥିରୁ ଅଧିକାଂଶ ଓଏଏସ୍‌ ଅଧିକାରୀ ଏବେ ସୁଦ୍ଧା ନୂଆ ଦାୟିତ୍ବ ସମ୍ଭାଳୁନାହାନ୍ତି। ଭୁବନେଶ୍ୱର ୦୯-୧୨-୨୦୨୪(ପିପିଏସ) : ରାଜ୍ୟ ସରକାର ଗତ ‌ଅଗଷ୍ଟ ୧୭ରେ ୨୯ଜଣ ଓଏଏସ୍‌ ଅଧିକାରୀ ଏବଂ ଅକ୍ଟୋବର ୧୭ତାରିଖରେ ୧୧୮ଜଣ ଓଏଏସ୍‌ ଅଧିକାରୀଙ୍କର ବଦଳି କରିଥିଲେ। ହେଲେ ଏଥିରୁ ଅଧିକାଂଶ ଓଏଏସ୍‌ ଅଧିକାରୀ ଏବେ ସୁଦ୍ଧା ନୂଆ ଦାୟିତ୍ବ ସମ୍ଭାଳୁନାହାନ୍ତି। […]

1 min read

ପୁରୀ ବିଚ୍‌ ମାରାଥନ୍‌: ଭାଗନେଲେ ୫ଶହ କ୍ରୀଡ଼ାବିତ୍‌

ଭୁବନେଶ୍ବର ସାଇକ୍ଲିଂ ଆଣ୍ଡ୍‌ ଆଡ୍‌ଭେଞ୍ଚର୍‌ କ୍ଲବ୍‌ (ବିସିଏସି) ପକ୍ଷରୁ ଆୟୋଜିତ ‘ପୁରୀ ବିଚ୍‌ ମାରାଥନ୍‌’ ଚତୁର୍ଥ ସଂସ୍କରଣରେ କ୍ରୀଡ଼ାବିତ୍‌ଙ୍କ ମଧ୍ୟରେ ଦେଖିବାକୁ ମିଳିଛି ପ୍ରବଳ ଉତ୍ସାହ। ରାଜ୍ୟ, ଦେଶ ଓ ଦେଶ ବାହାରୁ ୫ଶହ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିଥିବା ପୁରୀ,୦୯-୧୨-୨୦୨୪(ପିପିଏସ) : ଭୁବନେଶ୍ବର ସାଇକ୍ଲିଂ ଆଣ୍ଡ୍‌ ଆଡ୍‌ଭେଞ୍ଚର୍‌ କ୍ଲବ୍‌ (ବିସିଏସି) ପକ୍ଷରୁ ଆୟୋଜିତ ‘ପୁରୀ ବିଚ୍‌ ମାରାଥନ୍‌’ ଚତୁର୍ଥ ସଂସ୍କରଣରେ କ୍ରୀଡ଼ାବିତ୍‌ଙ୍କ ମଧ୍ୟରେ ଦେଖିବାକୁ ମିଳିଛି ପ୍ରବଳ ଉତ୍ସାହ। ରାଜ୍ୟ, ଦେଶ ଓ ଦେଶ ବାହାରୁ ୫ଶହ […]

1 min read

ଭଦ୍ରକରେ ଖୁବ ଶୀଘ୍ର ମେଡିକାଲ କଲେଜ:ସ୍ୱାସ୍ଥ୍ୟ ମନ୍ତ୍ରୀ

୫୦୦୦ ଡାକ୍ତର ଓ ୩୦୦୦ ପାରା ମେଡିକାଲ ଷ୍ଟାଫଙ୍କୁ ନିଯୁକ୍ତି ଦେବେ ସରକାର ଭଦ୍ରକ/ଭୁବନେଶ୍ୱର ୦୯-୧୨-୨୦୨୪(ପିପିଏସ) :  ଭଦ୍ରକ ଜିଲ୍ଲାରେ ଖୁବ ଶୀଘ୍ର ମେଡିକାଲ କଲେଜ ଖୋଲିବ ବୋଲି ଆଜି ଗୃହରେ ଘୋଷଣା କରିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନୁମୋଦନକ୍ରମେ ମେଡିକାଲ ନିଯୁକ୍ତି ପ୍ରକ୍ରିୟାରେ ଦୁଇଟି ସଂଶୋଧନ କରାଯାଇଛି।  ଏହି କ୍ରମରେ ଖୁବ୍ ଶୀଘ୍ର ୫୦୦୦ ଡାକ୍ତର ଓ ୩୦୦୦ ପାରା ମେଡିକାଲ ଷ୍ଟାଫ ନିଯୁକ୍ତି ପାଇଁ ରାଜ୍ୟ ସରକାର […]

1 min read

ନାମାଙ୍କନ ଭରିଲେ ସୁଜିତ

ରାଜ୍ୟସଭା ଉପନିର୍ବାଚନ ଲାଗି ବିଜେପି ପ୍ରାର୍ଥୀ ଭାବେ ସୁଜିତ କୁମାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ନାମାଙ୍କନ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ୩୦ଜଣ ବିଧାୟକ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଉପସ୍ଥିତ। ଭୁବନେଶ୍ୱର ୦୯-୧୨-୨୦୨୪(ପିପିଏସ) : ରାଜ୍ୟସଭା ଉପନିର୍ବାଚନ ଲାଗି ବିଜେପି ପ୍ରାର୍ଥୀ ଭାବେ ସୁଜିତ କୁମାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ନାମାଙ୍କନ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ୩୦ଜଣ ବିଧାୟକ ଓ ବିଜେପି ରାଜ୍ୟ […]

1 min read

ରାଜ୍ୟସଭା ଉପନିର୍ବାଚନ: ପ୍ରାର୍ଥୀପତ୍ର ଦାଖଲ କରିବେ ବିଜେପିର ସୁଜିତ କୁମାର

ବିଜେପି ପ୍ରାର୍ଥୀ ସୁଜିତ କୁମାର ରାଜ୍ୟସଭା ଉପନିର୍ବାଚନ ଲାଗି ବିଧାନସଭାରେ ପ୍ରାର୍ଥୀପତ୍ର ଦାଖଲ କରିବେ। ସୁଜିତଙ୍କର କାର୍ଯ୍ୟକାଳ ଏପ୍ରିଲ ୨, ୨୦୨୬ରେ ଶେଷ ହେବାକୁ ଥିବାବେଳେ ସେ  ଗତ ସେ‌ପ୍ଟେମ୍ବର ୬ ତାରିଖରେ ରାଜ୍ୟସଭା ସାଂସଦ ଓ ବିଜେଡିରୁ ଇସ୍ତଫା ଦେଇଥିଲେ। ଭୁବନେଶ୍ୱର ୦୯-୧୨-୨୦୨୪(ପିପିଏସ) : ବିଜେପି ପ୍ରାର୍ଥୀ ସୁଜିତ କୁମାର ରାଜ୍ୟସଭା ଉପନିର୍ବାଚନ ଲାଗି ବିଧାନସଭାରେ ପ୍ରାର୍ଥୀପତ୍ର ଦାଖଲ କରିବେ। ନାମାଙ୍କନ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ […]

1 min read

ସାନ ଘାଗରାରେ ଟ୍ରି ବ୍ରିଜ୍‌ ୱାକ୍‌ ଓ ଟି ପାର୍ଟି ଅନ୍‌ ଟ୍ରି

ପର୍ଯ୍ୟଟକଙ୍କ ପାଇଁ କେନ୍ଦୁଝରରେ ପ୍ରକୃତି ସଜେଇ ରଖିଛି ଅନେକ ଅନୁପମ ଉପହାର। ସାନ ଘାଗରା ଓ ବଡ଼ ଘାଗରା ଜଳପ୍ରପାତଠୁ ଆରମ୍ଭ କରି ହଦଗଡ଼ ଡ୍ୟାମ୍ ପର୍ଯ୍ୟନ୍ତ ଅନେକ ଲୋଭନୀୟ ପର୍ଯ୍ୟଟନ କ୍ଷେତ୍ର ଏଠାରେ ରହିଛି। କେନ୍ଦୁଝର/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) :   ପର୍ଯ୍ୟଟକଙ୍କ ପାଇଁ କେନ୍ଦୁଝରରେ ପ୍ରକୃତି ସଜେଇ ରଖିଛି ଅନେକ ଅନୁପମ ଉପହାର। ସାନ ଘାଗରା ଓ ବଡ଼ ଘାଗରା ଜଳପ୍ରପାତଠୁ ଆରମ୍ଭ କରି ହଦଗଡ଼ ଡ୍ୟାମ୍ ପର୍ଯ୍ୟନ୍ତ ଅନେକ ଲୋଭନୀୟ ପର୍ଯ୍ୟଟନ କ୍ଷେତ୍ର ଏଠାରେ […]

1 min read

ମହାକୁମ୍ଭରେ ଯୋଗ ଦେବା ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ

ଉତ୍ତର ପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭରେ ଯୋଗ ଦେବା ଲାଗି ଉତ୍ତର ପ୍ରଦେଶ ସରକାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଧିବଦ୍ଧ ଭାବେ ନିମନ୍ତ୍ରଣ କରିଛନ୍ତି। ଉତ୍ତର ପ୍ରଦେଶର ଦୁଇ ଜଣମନ୍ତ୍ରୀ ଆସି ମୋହନ ଚରଣ ମାଝୀଙ୍କୁ ତାଙ୍କ ବାସଭବନକୁ ଯାଇ ନିମନ୍ତ୍ରଣ କରିଛନ୍ତି। ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ଉତ୍ତର ପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭରେ ଯୋଗ ଦେବା ଲାଗି ଉତ୍ତର ପ୍ରଦେଶ ସରକାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଧିବଦ୍ଧ ଭାବେ ନିମନ୍ତ୍ରଣ କରିଛନ୍ତି। ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିର୍ଦ୍ଦେଶକ୍ରମେ ଶ୍ରମ […]

1 min read

ନିର୍ମାଣାଧୀନ ଡ୍ରେନ୍‌ରେ ଚାପି ହୋଇଗଲେ ୩ ଶ୍ରମିକ: ଜଣେ ମୃତ, ୨ ଗୁରୁତର

ରାଜ୍ୟରେ ମୁକୁଳା ଡ୍ରେନ୍‌ ଓ ନିର୍ମାଣାଧୀନ ଡ୍ରେନ୍‌ ଯୋଗୁଁ ଅନେକଙ୍କ ଜୀବନ ଯାଉଛି। ପ୍ରତିକାର ପାଇଁ ସରକାର ଓ ପ୍ରଶାସନର ତତ୍ପରତା ପ୍ରକାଶ ପାଉନାହିଁ। ବାରମ୍ବାର ଅଘଟଣ ଘଟୁଥିଲେ ମଧ୍ୟ ପ୍ରଶାସନର ନିଦ ଖୋଲୁନାହିଁ। କଟକ,୦୮-୧୨-୨୦୨୪(ପିପିଏସ) : ଐତିହାସିକ କଟକ ସହରର ବିନାନାସୀ ଅଞ୍ଚଳରେ ଡ୍ରେନ୍‌ ପୁଣି ଥରେ ମୁଣ୍ଡ ନେଇଛି। ଏଠାରେ ନିର୍ମାଣାଧୀନ ଏକ ଡ୍ରେନ୍‌ରେ ଚାପି ହୋଇଯାଇ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଏହି ଅପ୍ରୀତିକର ଘଟଣା ଯୋଗୁଁ ଅନ୍ୟ ୨ ଜଣ ଶ୍ରମିକ […]