1 min read

ବିଧାନସଭା ପେପରଲେସ୍: ଲାଗିଲା ଟ୍ୟାବ୍

ଓଡ଼ିଶା ବିଧାନସଭା ପେପରଲେସ୍ ହୋଇଛି। ବିଧାୟକମାନେ ଏଣିକି ସ୍ମାର୍ଟ ହେବେ। ବିଧାନସଭାରେ ଆଉ ପେପର ନୁହେଁ ବିଧାୟକମାନେ ଟ୍ୟାବ୍‌ରେ ପଢିବେ। ବିଧାନସଭାର ୧୪୭ ବିଧାୟକଙ୍କ ଆସନ ସାମ୍ନାରେ ଟ୍ୟାବ୍ ଲାଗିଛି ଭୁବନେଶ୍ୱର ୧୨-୦୨-୨୦୨୫ (ପିପିଏସ) : ଓଡ଼ିଶା ବିଧାନସଭା ପେପରଲେସ୍ ହୋଇଛି। ବିଧାୟକମାନେ ଏଣିକି ସ୍ମାର୍ଟ ହେବେ। ବିଧାନସଭାରେ ଆଉ ପେପର ନୁହେଁ ବିଧାୟକମାନେ ଟ୍ୟାବ୍‌ରେ ପଢିବେ। ବିଧାନସଭାର ୧୪୭ ବିଧାୟକଙ୍କ ଆସନ ସାମ୍ନାରେ ଟ୍ୟାବ୍ ଲାଗିଛି। ନେଭା ପକ୍ଷରୁ ଏହି ବ୍ୟବସ୍ଥା ବିଧାୟକଙ୍କ ପାଇଁ କରାଯାଇଛି। […]

1 min read

କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ିଲା: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ଓଡ଼ିଶା ସରକାର ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ଦରମା ୪,୯୦୦ ଟଙ୍କା ବୃଦ୍ଧି କରିଛନ୍ତି।ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ ସ୍ୱରୂପ ଓଡ଼ିଶା ସରକାର ଶିକ୍ଷକମାନଙ୍କ ମାସିକ ଦରମା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ଭୁବନେଶ୍ୱର ୧୨-୦୨-୨୦୨୫ (ପିପିଏସ) : କନିଷ୍ଠ ଶିକ୍ଷକ (ସ୍କିମାଟିକ୍) ପାଇଁ ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ ସ୍ୱରୂପ ଓଡ଼ିଶା ସରକାର ଶିକ୍ଷକମାନଙ୍କ ମାସିକ ଦରମାରେ ୪,୯୦୦ ଟଙ୍କା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି।ଫେବ୍ରୁଆରି ୧୨ ତାରିଖରେ ଏକ ପ୍ରସ୍ତାବରେ, ଓଡ଼ିଶା ସରକାରଙ୍କ ସ୍କୁଲ ଏବଂ […]

1 min read

ନୋଡାଲ ସେଣ୍ଟରରେ ମାଟ୍ରିକ୍ ପ୍ରଶ୍ନପତ୍ର

ଦଶମ ବୋର୍ଡ ପରୀକ୍ଷା ପୂର୍ବରୁ ୩୧୪ ନୋଡାଲ ସେଣ୍ଟରରେ ମାଟ୍ରିକ୍ ପ୍ରଶ୍ନପତ୍ର ପହଞ୍ଚିଛି। ଓଡ଼ିଶା ବିଏସଇର ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ମାଟ୍ରିକ ପରୀକ୍ଷା ଫେବ୍ରୁଆରି ୨୧ ରୁ ଆରମ୍ଭ ହେଉଛି। ପରୀକ୍ଷା ପାଇଁ, ବୁଧବାର ପ୍ରଶ୍ନପତ୍ର ନୋଡାଲ ସେଣ୍ଟରଗୁଡ଼ିକରେ ପହଞ୍ଚି ଯାଇଛି କଟକ/ଭୁବନେଶ୍ୱର ୧୨-୦୨-୨୦୨୫ (ପିପିଏସ) : ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ(ବିଏସଇ)ର ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ମାଟ୍ରିକ ପରୀକ୍ଷା ଫେବ୍ରୁଆରି ୨୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ପରୀକ୍ଷା କର୍ତ୍ତୃପକ୍ଷ ଏବଂ ଛାତ୍ରଛାତ୍ରୀ […]

1 min read

ଆପାର୍ଟମେଣ୍ଟ ପଞ୍ଜିକରଣ ବିଜ୍ଞପ୍ତି: ହାଇକୋର୍ଟଙ୍କ ରହିତାଦେଶ

ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି । ଗୃହ ଓ ନଗର ନିର୍ମାଣ ବିଭାଗ ଦ୍ବାରା ଅଣାଯାଇଥିବା ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ପକ୍ଷରୁ ରହିତାଦେଶ ଜାରି ହୋଇଛି କଟକ: ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି । ଗୃହ ଓ ନଗର ନିର୍ମାଣ ବିଭାଗ ଦ୍ବାରା ଅଣାଯାଇଥିବା ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ପକ୍ଷରୁ ରହିତାଦେଶ ଜାରି ହୋଇଛି । ଗତ ଫେବ୍ରୁଆରି ପହିଲାରେ ବିଭାଗ ପକ୍ଷରୁ […]

1 min read

‘ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଶିକ୍ଷାଦାତାଙ୍କୁ ସଶକ୍ତ କରିବା ସହିତ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବ’

ସମଗ୍ର ଶିକ୍ଷା ଅଧୀନରେ ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷକମାନଙ୍କ ଦରମା ବୃଦ୍ଧି କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଧନ୍ୟବାଦ ଜଣାଇଛନ୍ତି। ଭୁବନେଶ୍ୱର ୧୨-୦୨-୨୦୨୫ (ପିପିଏସ) : ସମଗ୍ର ଶିକ୍ଷା ଅଧୀନରେ ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷକ (ସ୍କିମାଟିକ)ମାନଙ୍କ ଦରମା ବୃଦ୍ଧି କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଧନ୍ୟବାଦ ଜଣାଇଛନ୍ତି। ମନ୍ତ୍ରୀ ଶ୍ରୀ ଗଣ୍ଡ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏକ […]

1 min read

ବୈଠକରେ ନିଷ୍ପତ୍ତି: ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ଉଠିବ ମହାଦୀପ

ଆସନ୍ତା ୨୬ ତାରିଖରେ ଜାଗର ଥିବାରୁ ଶିବାଳୟରେ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଯାଇଛି। ମହାଶିବରାତ୍ରୀ ନେଇ ମଙ୍ଗଳବାର ଦିନ ଲିଙ୍ଗରାଜ ମନ୍ଦିର କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ) : ଜାଗର ପାଖେଇ ଆସୁଛି। ଆସନ୍ତା ୨୬ ତାରିଖରେ ଜାଗର ଥିବାରୁ ଶିବାଳୟରେ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଯାଇଛି। ମହାଶିବରାତ୍ରୀ ନେଇ ମଙ୍ଗଳବାର ଦିନ ଲିଙ୍ଗରାଜ ମନ୍ଦିର କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ ଚଳିତ […]

1 min read

ଉପକୂଳ ରାଜପଥରେ ମିଳିବ ଅତ୍ୟାଧୁନିକ ସୁବିଧା: କିଲୋମିଟର ହିସାବରେ ଟୋଲ୍‌ କଟିବ

ବହୁପ୍ରତିକ୍ଷୀତ ଉପକୂଳ ରାଜପଥ ନିର୍ମାଣ ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି। ବଡ଼ପୋଖରିଆ-ଦୀଘା ପର୍ଯ୍ୟନ୍ତ ହେବାକୁ ଥିବ‌ା ଏହି ରାଜପଥ ପ୍ରଥମ ପର୍ଯ୍ୟାୟରେ ୧୬୩ କିଲୋମିଟର ପାଇଁ ‌ଟେଣ୍ଡର ଆହ୍ବାନ କରିଛି ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନଏଚ୍‌ଏଆଇ)। ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ) : ବହୁପ୍ରତିକ୍ଷୀତ ଉପକୂଳ ରାଜପଥ ନିର୍ମାଣ ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି। ବଡ଼ପୋଖରିଆ-ଦୀଘା ପର୍ଯ୍ୟନ୍ତ ହେବାକୁ ଥିବ‌ା ଏହି ରାଜପଥ ପ୍ରଥମ ପର୍ଯ୍ୟାୟରେ ୧୬୩ କିଲୋମିଟର ପାଇଁ ‌ଟେଣ୍ଡର ଆହ୍ବାନ କରିଛି ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନଏଚ୍‌ଏଆଇ)। […]

1 min read

ମଧ୍ୟାହ୍ନ ଭୋଜନରେ ସାମିଲ ହେବେ ନବମ-ଦଶମ ଶ୍ରେଣୀର ଛାତ୍ରଛାତ୍ରୀ

ବିଦ୍ୟାଳୟରେ ମଧ୍ୟାହ୍‌ଣ ଭୋଜନ ନେଇ ରାଜ୍ୟ ସରକାର ମଙ୍ଗଳବାର ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମଧ୍ୟାହ୍‌ଣ ଭୋଜନ କରିବେ। କଟକ ୧୧-୦୨-୨୦୨୫(ପିପିଏସ ) : ବିଦ୍ୟାଳୟରେ ମଧ୍ୟାହ୍‌ଣ ଭୋଜନ ନେଇ ରାଜ୍ୟ ସରକାର ମଙ୍ଗଳବାର ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମଧ୍ୟାହ୍‌ଣ ଭୋଜନ କରିବେ। ଏପର୍ଯ୍ୟନ୍ତ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ମଧ୍ୟାହ୍‌ଣ ଭୋଜନ କରୁଥିଲେ। କିନ୍ତୁ ଆଗାମୀ […]

1 min read

‘ରାଜ୍ୟରେ ଲାଗୁ ହେବ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା’

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା ଲାଗୁ ହେବ ବୋଲି କହିଛନ୍ତି। ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି‌ ଯୋଜନା ଲାଗୁ ହେବ। ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା ଲାଗୁ ହେବ ବୋଲି କହିଛନ୍ତି। ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି‌ ଯୋଜନା ଲାଗୁ […]

1 min read

ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ‘ଅଧିକ ଚାପଗ୍ରସ୍ତ ହୁଅନ୍ତୁ ନାହିଁ’

ପରୀକ୍ଷା ପୂର୍ବରୁ ଅଧିକ ଚାପଗ୍ରସ୍ତ ହୁଅନ୍ତୁ ନାହିଁ। ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପରାମର୍ଶ ମାନି ସମୟର ଠିକ୍‌ ଉପଯୋଗ କରନ୍ତୁ। ଆଗକୁ ବଢ଼ିବାର ଇଚ୍ଛା ନେଇ ଆତ୍ମବିଶ୍ୱାସର ସହ କଠୋର ପରିଶ୍ରମ ଜାରି ରଖନ୍ତୁ। ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : ପରୀକ୍ଷା ପୂର୍ବରୁ ଅଧିକ ଚାପଗ୍ରସ୍ତ ହୁଅନ୍ତୁ ନାହିଁ। ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପରାମର୍ଶ ମାନି ସମୟର ଠିକ୍‌ ଉପଯୋଗ କରନ୍ତୁ। ଆଗକୁ ବଢ଼ିବାର ଇଚ୍ଛା ନେଇ ଆତ୍ମବିଶ୍ୱାସର ସହ କଠୋର ପରିଶ୍ରମ ଜାରି ରଖନ୍ତୁ। ତେବେ ଯାଇ ସଫଳତା […]