ଓଡିଶା
ରାଜ୍ୟରେ ମଦ ବିକ୍ରି ସହିତ ବଢୁଛି ଅବକାରୀ ରାଜସ୍ବ: ଅବକାରୀ ମନ୍ତ୍ରୀ
ରାଜ୍ୟରେ ମଦ ବିକ୍ରି ସହିତ ଅବକାରୀ ରାଜସ୍ବ ବର୍ଷକୁ ବର୍ଷ ବୃଦ୍ଧି ପାଇବାରେ ଲାଗିଛି । ଏନେଇ ଶନିବାର ବିଧାନସଭାରେ ଏକ ପ୍ରଶ୍ନ ନେଇ ଆଇନ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉତ୍ତର ରଖିଛନ୍ତି ଭୁବନେଶ୍ୱର ୦୭-୧୨-୨୦୨୪(ପିପିଏସ) : ରାଜ୍ୟରେ ମଦ ବିକ୍ରି ସହିତ ଅବକାରୀ ରାଜସ୍ବ ବର୍ଷକୁ ବର୍ଷ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଶନିବାର ବିଧାନସଭାରେ ଏକ ପ୍ରଶ୍ନ ନେଇ ଆଇନ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉତ୍ତର ରଖିଛନ୍ତି। ରିପୋର୍ଟ […]
ଆଇପିଏସ୍ ଆଶିଷ ସିଂହ କେନ୍ଦ୍ରୀୟ ଡେପୁଟେସନ୍ରେ ଯିବେ
ଆଇପିଏସ୍ ଆଶିଷ ସିଂହ କେନ୍ଦ୍ରୀୟ ଡେପୁଟେସନରେ ଯିବେ । ସେ ଇଣ୍ଡୋ ତିବ୍ବତିଆନ ବର୍ଡର(ଆଇଟିବିଏମ)ର ଆଇଜି ଭାବେ ଯୋଗଦେବେ। ଏନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ଭୁବନେଶ୍ୱର ୦୭-୧୨-୨୦୨୪(ପିପିଏସ) : ଆଇପିଏସ୍ ଆଶିଷ କୁମାର ସିଂହ କେନ୍ଦ୍ରୀୟ ଡେପୁଟେସନରେ ଯିବେ । ସେ ଇଣ୍ଡୋ ତିବ୍ବତିଆନ ବର୍ଡର(ଆଇଟିବିଏମ)ର ଆଇଜି ଭାବେ ଯୋଗଦେବେ। ଏନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦୦୪ ବ୍ୟାଚ୍ର ଆଇପିଏସ୍ ଅଫିସର ଆଶିଷ ସିଂହଙ୍କର ରାଜ୍ୟର ବିଭିନ୍ନ କ୍ଷେତ୍ରରେ କାମ […]
୧୪ ଡିସେମ୍ବରରେ ବଙ୍ଗୋପସାଗରରେ ଲଘୁଚାପ
ଆସନ୍ତା ଡିସେମ୍ବର ୧୪ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆହୁରି ଘନୀଭୂତ ହେବ । ୧୨ ତାରିଖରେ ଏହା ଶ୍ରୀଲଙ୍କା ଉପକୂଳ ଛୁଇଁପାରେ ଭୁବନେଶ୍ୱର ୦୭-୧୨-୨୦୨୪(ପିପିଏସ) : ଆସନ୍ତା ଡିସେମ୍ବର ୧୪ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ […]
ନିମ୍ନମାନ ଛତୁଆ ପ୍ରସଙ୍ଗ: ୧୨୫ ଏସଏଚଜି ଗ୍ରୁପକୁ କାରଣ ଦର୍ଶାଅ ନୋଟିସ
ନିମ୍ନମାନର ଛତୁଆ ପ୍ରସଙ୍ଗ ନେଇ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ବିଧାୟକ କଳିକେଶ ନାରାୟଣ ସିଂ ଦେଓ ପ୍ରଶ୍ନ କରିଛନ୍ତି। ଆଉ ଏହାର ଉତ୍ତରରେ ପ୍ରଭାତୀ ପରିଡ଼ା କହିଛନ୍ତି, ନିମ୍ନମାନର ଛତୁଆ ଯୋଗାଣ କରୁଥିବା ଗ୍ରୁପଗୁଡ଼ିକୁ ନୋଟିସ ଜାରି କରାଯାଇଛି ଭୁବନେଶ୍ୱର ୦୭-୧୨-୨୦୨୪(ପିପିଏସ) : ବିଧାନସଭାରେ ନିମ୍ନମାନର ଛତୁଆ ପ୍ରସଙ୍ଗ ନେଇ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ବିଧାୟକ କଳିକେଶ ନାରାୟଣ ସିଂ ଦେଓ ପ୍ରଶ୍ନ କରିଛନ୍ତି। ଆଉ […]
କୁଖ୍ୟାତ ଅପରାଧୀ, ଏନ୍କାଉଣ୍ଟରରେ ଆହତ
ରେଙ୍ଗାଳି ଥାନା ଅଧୀନ ଗୁମଲେଇରୋଡର ରାମ୍ପେଲା ଛକ ନିକଟରେ ସଂଜୀବକୁ ପୁଲିସ ଅଟକାଇବାକୁ ଉଦ୍ୟମ କରିଥିଲା। କିନ୍ତୁ ସଂଜୀବ ସେତେବେଳେ ବିଚଳିତ ହୋଇଯାଇଥିଲା। ସେ ପୁଲିସ ନିକଟରେ ଆତ୍ମସମର୍ପଣ କରିବା ବଦଳରେ ଗୁଳି ଚଳାଇଥିଲା। ସମ୍ବଲପୁର/ଭୁବନେଶ୍ୱର ୦୭-୧୨-୨୦୨୪(ପିପିଏସ) : ବହୁଚର୍ଚ୍ଚିତ ଚାରମାଳ ଡକାୟତି ଘଟଣାରେ ସଂପୃକ୍ତ ଦୁର୍ଦ୍ଦାନ୍ତ ଅପରାଧୀ ସଂଜୀବ କରାଲିକୁ ସମ୍ବଲପୁର ପୁଲିସ୍ ଆଜି ଅପରାହ୍ଣରେ ଏନ୍କାଉଣ୍ଟର କରିଛି। ଏହି ଏନ୍କାଉଣ୍ଟରରେ କୁଖ୍ୟାତ ଅପରାଧୀ ଆହତ ହୋଇଛି। ଅପରାଧୀର ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। […]
ଗୃହରେ ସିଏଜି ରିପୋର୍ଟ ଉପସ୍ଥାପିତ
ଶୀତକାଳନୀ ଅଧିବେଶନରେ ଶନିବାର ଅପରାହ୍ଣରେ ସିଏଜି ରିପୋର୍ଟ ଉପସ୍ଥାପିତ ହୋଇଯାଇଛି। ସିଏଜି ରିପୋର୍ଟ ଉପସ୍ଥାପନ ବେଳେ କଂଗ୍ରେସ ବିଧାୟକମାନେ ହଟ୍ଟଗୋଳ କରିଛନ୍ତି। କଂଗ୍ରେସର ବିଧାୟକମାନେ ଅଦାନୀ ପ୍ରସଙ୍ଗରେ ନିଜ ଆସନରେ ଠିଆହୋଇ ପୋଷ୍ଟର ଦେଖାଇ ପ୍ରଦର୍ଶନ କରିଛନ୍ତି। ଭୁବନେଶ୍ବର: ଶୀତକାଳନୀ ଅଧିବେଶନରେ ଶନିବାର ଅପରାହ୍ଣରେ ସିଏଜି ରିପୋର୍ଟ ଉପସ୍ଥାପିତ ହୋଇଯାଇଛି। ସିଏଜି ରିପୋର୍ଟ ଉପସ୍ଥାପନ ବେଳେ କଂଗ୍ରେସ ବିଧାୟକମାନେ ହଟ୍ଟଗୋଳ କରିଛନ୍ତି। କଂଗ୍ରେସର ବିଧାୟକମାନେ ଅଦାନୀ ପ୍ରସଙ୍ଗରେ ନିଜ ଆସନରେ ଠିଆହୋଇ ପୋଷ୍ଟର ଦେଖାଇ ପ୍ରଦର୍ଶନ କରିଛନ୍ତି। […]
ଓଏସଏସଟିଇଟି-୨୦୨୪: ଜାନୁଆରୀ ୧୭ରେ ପରୀକ୍ଷା
ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି) ୨୦୨୪ ପାଇଁ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ଏହି ପରୀକ୍ଷା ୧୭ ଜାନୁୟାରୀ ୨୦୨୫ରେ ଦୁଇଟି ସିଟିଂରେ ଅନୁଷ୍ଠିତ ହେବ ଭୁବନେଶ୍ୱର ୦୭-୧୨-୨୦୨୪(ପିପିଏସ) : ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି) ୨୦୨୪ ପାଇଁ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ଏହି ପରୀକ୍ଷା ୧୭ ଜାନୁୟାରୀ ୨୦୨୫ରେ ଦୁଇଟି ସିଟିଂରେ ଅନୁଷ୍ଠିତ ହେବ। […]
୧୩ ଶିଳ୍ପ କମ୍ପାନି ପୂର୍ବ ସରକାରରେ ଏମଓୟୁ କରି ଓହରି ଯାଇଛନ୍ତି: ଶିଳ୍ପମନ୍ତ୍ରୀ
ପୂର୍ବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସନକାଳରେ ଓଡ଼ିଶାରେ ପ୍ରକଳ୍ପ ନ କରି ୧୩ଟି ବୃହତ୍ ଶିଳ୍ପ କମ୍ପାନି ଓହରି ଯାଇଛନ୍ତି। ଏହି କମ୍ପାନିଗୁଡ଼ିକ ପ୍ରକଳ୍ପ ସ୍ଥାପନ ପାଇଁ ଏମଓୟୁ ସ୍ୱାକ୍ଷର କରିଥିଲେ ମଧ୍ୟ ବିଭିନ୍ନ କାରଣରୁ ଓହରି ଯାଇଥିଲେ ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ପୂର୍ବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସନକାଳରେ ଓଡ଼ିଶାରେ ପ୍ରକଳ୍ପ ନ କରି ୧୩ଟି ବୃହତ୍ ଶିଳ୍ପ କମ୍ପାନି ଓହରି ଯାଇଛନ୍ତି। ଏହି କମ୍ପାନିଗୁଡ଼ିକ ପ୍ରକଳ୍ପ ସ୍ଥାପନ ପାଇଁ ଏମଓୟୁ ସ୍ୱାକ୍ଷର କରିଥିଲେ ମଧ୍ୟ […]
ଗଳା କାଟି ନିର୍ମମ ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ କାରାଦଣ୍ଡ
ଧରାକୋଟ ବଡଗଡ଼ ଥାନା ଅନ୍ତର୍ଗତ ଓଳମ୍ବା ଗ୍ରାମରେ ୧ ଅକ୍ଟୋବର ୨୦୧୭ ତାରିଖ ରାତ୍ରୀରେ ମଦ ପିଇବା ପାଇଁ ଡାକି ନେଇ ଗ୍ରାମ ନିକଟ ଗଣିଆ ନାଳ ନିକଟରେ ଅତି ନିର୍ମମ ଭାବେ ଗଳା କାଟି ହତ୍ୟା ମାମଲାର ଶୁକ୍ରବାର ରାୟ ପ୍ରକାଶ ପାଇଛି ଗଞ୍ଜାମ/ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ଧରାକୋଟ ବଡଗଡ଼ ଥାନା ଅନ୍ତର୍ଗତ ଓଳମ୍ବା ଗ୍ରାମରେ ୧ ଅକ୍ଟୋବର ୨୦୧୭ ତାରିଖ ରାତ୍ରୀରେ ମଦ ପିଇବା ପାଇଁ ଡାକି ନେଇ ଗ୍ରାମ ନିକଟ ଗଣିଆ ନାଳ ନିକଟରେ ଅତି ନିର୍ମମ ଭାବେ […]
ଅନ୍ଲାଇନ୍ ଗେମ୍ର ଭୟଙ୍କର ପରିଣତି: ଜୀବନ ହାରିଦେଲେ ଯୁବକ
ସମ୍ପ୍ରତି ଅନ୍ଲାଇନ୍ ଗେମ୍ ସମଗ୍ର ଦେଶର ଯୁବପିଢ଼ିଙ୍କ ଏକ ବଡ଼ ବିପଦ ସାଜିଛି। ଅନ୍ଲାଇନ୍ ଗେମ୍ରେ ଫସି ବହୁ ଯୁବକ ପ୍ରାଣ ହାରିଦେଉଛନ୍ତି। ଆଜି ପୁରୁଣା ଭୁବନେଶ୍ବର ଅଞ୍ଚଳରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି। ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ସମ୍ପ୍ରତି ଅନ୍ଲାଇନ୍ ଗେମ୍ ସମଗ୍ର ଦେଶର ଯୁବପିଢ଼ିଙ୍କ ଏକ ବଡ଼ ବିପଦ ସାଜିଛି। ଅନ୍ଲାଇନ୍ ଗେମ୍ରେ ଫସି ବହୁ ଯୁବକ ପ୍ରାଣ ହାରିଦେଉଛନ୍ତି। ଆଜି ପୁରୁଣା ଭୁବନେଶ୍ବର ଅଞ୍ଚଳରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି। […]
