1 min read

ଚାଷୀ ମାନଙ୍କୁ ଇନପୁଟ ସବସିଡି ବଣ୍ଟନ

ଆଭାସୀ ମାଧ୍ୟମରେ ମୟୂରଭଞ୍ଜ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଲେ ସାହସ୍ରାଧିକ ଚାଷୀ  ବାରିପଦା/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ବରଗଡ଼ର ସୋହେଲା ଠାରୁ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ, ସମଗ୍ର ଓଡ଼ିଶାର ଚାଷୀ ଭାଇ-ଭଉଣୀଙ୍କ ପାଇଁ କ୍ବିଣ୍ଟାଲ ପ୍ରତି ୮୦୦ ଟଙ୍କା ଇନପୁଟ ସବସିଡି ବଣ୍ଟନ ଯୋଜନା ଶୁଭାରମ୍ଭ କରିଛନ୍ତି । ଏହି ପରିପ୍ରେକ୍ଷୀରେ ମୟୂରଭଞ୍ଜ ଜିଲ୍ଲାର ଚାଷୀ ଭାଇ ଭଉଣୀ ମାନେ ଆଜି  ବାରିପଦା ସ୍ଥିତ ନିୟନ୍ତ୍ରିତ ବଜାର କମିଟି ପଡିଆ ଠାରେ ଏକତ୍ରିତ ହୋଇ ଆଭାସୀ ମାଧ୍ୟମରେ ଏହି  […]

1 min read

କଟକ ରେଳ ଇତିହାସରେ ଯୋଡ଼ିହୋଇଛି ନୂଆଫର୍ଦ୍ଦ

ରେଳ ଷ୍ଟେସନ ହେବ ବିଶ୍ୱସ୍ତରୀୟ ୟୁରୋପର ବଡ଼ ବଡ଼ ଷ୍ଟେସନ ଶୈଳୀରେ କରାଯିବ ନିର୍ମାଣ କାର୍ଯ୍ୟକଟକ,୦୭-୧୨-୨୦୨୪(ପିପିଏସ) : କଟକ ରେଳ ଇତିହାସରେ ଯୋଡ଼ିହୋଇଛି ନୂଆଫର୍ଦ୍ଦ । ରେଳବାଇ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ସାଂସଦ ଭର୍ତ୍ତୃହରି ମହତାବ ଶନିବାର ସନ୍ଧ୍ୟାରେ କଟକ ରେଳ ଷ୍ଟେସନର ଅତ୍ୟାଧୁନିକ ଦ୍ୱିତୀୟ ପ୍ରବେଶ ଦ୍ୱାରକୁ ଉଦ୍‌ଘାଟନ କରିଛନ୍ତି । ଅମୃତ ଷ୍ଟେସନ୍ ଯୋଜନାରେ ଷ୍ଟେସନର ପୁନର୍ବିକାଶ କରାଯାଇଛି । ଏହି […]

1 min read

ଜିଲ୍ଲାସ୍ତରୀୟ ୧୦୦ ଦିନ ବ୍ୟାପୀ ଯକ୍ଷ୍ମା ନିରାକରଣ ଅଭିଯାନର ଶୁଭାରମ୍ଭ

କଟକ ୦୭-୧୨-୨୦୨୪(ପିପିଏସ) :କଟକ ଜିଲ୍ଲାକୁ ଯକ୍ଷ୍ମାମୁକ୍ତ କରିବା ନିମନ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟଠାରେ ଜିଲ୍ଲାସ୍ତରୀୟ ଶହେ ଦିନିଆ ସଘନ ଯକ୍ଷ୍ମା ନିରାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । କଟକ ସାଂସଦ ଭର୍ତ୍ତୃହରି ମହତାବ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ କଟକ ଜିଲ୍ଲାକୁ ଯକ୍ଷ୍ମାମୁକ୍ତ କରିବା ନିମନ୍ତେ ଆହ୍ୱାନ ଦେବା ସହ ଦୀର୍ଘଦିନ ଧରି କାଶ କିମ୍ବା ଛାତିରେ ଯନ୍ତ୍ରଣା ଅନୁଭବ କଲେ ତୁରନ୍ତ ଡାକ୍ତରୀ ପରୀକ୍ଷା କରାଇ ନେଇ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଔଷଧ ସେବନ କରିବାକୁ […]

1 min read

କଟକ ରେଳରେ ଯୋଡିହେଲା ନୂଆ ଫର୍ଦ୍ଧ

ରେଳବାଇ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କଟକ ସାଂସଦ ଭର୍ତ୍ତୃହରି ମହତାବ ଙ୍କ ଦ୍ୱାରା ଦ୍ୱିତୀୟ ପ୍ରବେଶ ଦ୍ୱାର ଉଦଘାଟିତ

1 min read

କଟକ ରେଳଷ୍ଟେସନର ଦ୍ଵିତୀୟ ପ୍ରବେଶ ଦ୍ୱାର ଉଦଘାଟନ କଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

କଟକ,୦୭-୧୨-୨୦୨୪(ପିପିଏସ) : ନବକଳେବର ଦିଗରେ ଆଉ ପାଦେ ଆଗେଇଲା କଟକ ରେଳ ଷ୍ଟେସନ। କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି କଟକ ରେଳ ଷ୍ଟେସନ ପୂର୍ବପାର୍ଶ୍ୱ ପ୍ରବେଶ ପଥକୁ ଉଦଘାଟନ କରିଛନ୍ତି। ପୂର୍ବପାର୍ଶ୍ୱ ଷ୍ଟେସନ ଭବନ ଦେଇ ଯାତ୍ରୀମାନେ ସିଧା ସଳଖ ଜାତୀୟ ରାଜପଥକୁ ବାହାରି ପାରିବେ। ଯାହା ଦ୍ୱାରା ଯାତ୍ରୀମାନେ ଷ୍ଟେସନରୁ ବିଭିନ୍ନ ସ୍ଥାନକୁ ଯାତାୟାତ କରିବା ସହଜ ହୋଇପାରିବ।ଏହି ଅବସରରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ଇଷ୍ଟ କୋଷ୍ଟ ରେଳବାଇ ପକ୍ଷରୁ […]

1 min read

ରାଜ୍ୟରେ ମଦ ବିକ୍ରି ସହିତ ବଢୁଛି ଅବକାରୀ ରାଜସ୍ବ: ଅବକାରୀ ମନ୍ତ୍ରୀ

ରାଜ୍ୟରେ ମଦ ବିକ୍ରି ସହିତ ଅବକାରୀ ରାଜସ୍ବ ବର୍ଷକୁ ବର୍ଷ ବୃଦ୍ଧି ପାଇବାରେ ଲାଗିଛି । ଏନେଇ ଶନିବାର ବିଧାନସଭାରେ ଏକ ପ୍ରଶ୍ନ ନେଇ ଆଇନ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉତ୍ତର ରଖିଛନ୍ତି ଭୁବନେଶ୍ୱର ୦୭-୧୨-୨୦୨୪(ପିପିଏସ) : ରାଜ୍ୟରେ ମଦ ବିକ୍ରି ସହିତ ଅବକାରୀ ରାଜସ୍ବ ବର୍ଷକୁ ବର୍ଷ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଶନିବାର ବିଧାନସଭାରେ ଏକ ପ୍ରଶ୍ନ ନେଇ ଆଇନ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉତ୍ତର ରଖିଛନ୍ତି।  ରିପୋର୍ଟ […]

1 min read

ଆଇପିଏସ୍‌ ଆଶିଷ ସିଂହ କେନ୍ଦ୍ରୀୟ ଡେପୁଟେସନ୍‌ରେ ଯିବେ

ଆଇପିଏସ୍‌ ଆଶିଷ ସିଂହ କେନ୍ଦ୍ରୀୟ ଡେପୁଟେସନରେ ଯିବେ । ସେ ଇଣ୍ଡୋ ତିବ୍ବତିଆନ ବର୍ଡର(ଆଇଟିବିଏମ)ର ଆଇଜି ଭାବେ ଯୋଗଦେବେ। ଏନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ଭୁବନେଶ୍ୱର ୦୭-୧୨-୨୦୨୪(ପିପିଏସ) : ଆଇପିଏସ୍‌ ଆଶିଷ କୁମାର ସିଂହ କେନ୍ଦ୍ରୀୟ ଡେପୁଟେସନରେ ଯିବେ । ସେ ଇଣ୍ଡୋ ତିବ୍ବତିଆନ ବର୍ଡର(ଆଇଟିବିଏମ)ର ଆଇଜି ଭାବେ ଯୋଗଦେବେ। ଏନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦୦୪ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଆଶିଷ ସିଂହଙ୍କର  ରାଜ୍ୟର ବିଭିନ୍ନ କ୍ଷେତ୍ରରେ କାମ […]

1 min read

୧୪ ଡିସେମ୍ବରରେ ବଙ୍ଗୋପସାଗରରେ ଲଘୁଚାପ

ଆସନ୍ତା ଡିସେମ୍ବର ୧୪ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆହୁରି ଘନୀଭୂତ ହେବ । ୧୨ ତାରିଖରେ ଏହା ଶ୍ରୀଲଙ୍କା ଉପକୂଳ ଛୁଇଁପାରେ ଭୁବନେଶ୍ୱର ୦୭-୧୨-୨୦୨୪(ପିପିଏସ) : ଆସନ୍ତା ଡିସେମ୍ବର ୧୪ ତାରିଖରେ ବଙ୍ଗୋପସାଗରରେ ଆଉ  ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଭାରତୀୟ  ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ […]

1 min read

ନିମ୍ନମାନ ଛତୁଆ ପ୍ରସଙ୍ଗ: ୧୨୫ ଏସଏଚଜି ଗ୍ରୁପକୁ କାରଣ ଦର୍ଶାଅ ନୋଟିସ

ନିମ୍ନମାନର ଛତୁଆ ପ୍ରସଙ୍ଗ ନେଇ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ବିଧାୟକ କଳିକେଶ ନାରାୟଣ ସିଂ ଦେଓ ପ୍ରଶ୍ନ କରିଛନ୍ତି। ଆଉ ଏହାର ଉତ୍ତରରେ ପ୍ରଭାତୀ ପରିଡ଼ା କହିଛନ୍ତି, ନିମ୍ନମାନର ଛତୁଆ ଯୋଗାଣ କରୁଥିବା ଗ୍ରୁପଗୁଡ଼ିକୁ ନୋଟିସ ଜାରି କରାଯାଇଛି ଭୁବନେଶ୍ୱର ୦୭-୧୨-୨୦୨୪(ପିପିଏସ) : ବିଧାନସଭାରେ ନିମ୍ନମାନର ଛତୁଆ ପ୍ରସଙ୍ଗ ନେଇ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ  ବିଧାୟକ କଳିକେଶ ନାରାୟଣ ସିଂ ଦେଓ ପ୍ରଶ୍ନ କରିଛନ୍ତି। ଆଉ […]

1 min read

କୁଖ୍ୟାତ ଅପରାଧୀ, ଏନ୍‌କାଉଣ୍ଟରରେ ଆହତ

ରେଙ୍ଗାଳି ଥାନା ଅଧୀନ ଗୁମଲେଇରୋଡର ରାମ୍ପେଲା ଛକ ନିକଟରେ ସଂଜୀବକୁ ପୁଲିସ ଅଟକାଇବାକୁ ଉଦ୍ୟମ କରିଥିଲା। କିନ୍ତୁ ସଂଜୀବ ସେତେବେଳେ ବିଚଳିତ ହୋଇଯାଇଥିଲା। ସେ ପୁଲିସ ନିକଟରେ ଆତ୍ମସମର୍ପଣ କରିବା ବଦଳରେ ଗୁଳି ଚଳାଇଥିଲା। ସମ୍ବଲପୁର/ଭୁବନେଶ୍ୱର ୦୭-୧୨-୨୦୨୪(ପିପିଏସ) : ବହୁଚର୍ଚ୍ଚିତ ଚାରମାଳ ଡକାୟତି ଘଟଣାରେ ସଂପୃକ୍ତ ଦୁର୍ଦ୍ଦାନ୍ତ ଅପରାଧୀ ସଂଜୀବ କରାଲିକୁ ସମ୍ବଲପୁର ପୁଲିସ୍‌ ଆଜି ଅପରାହ୍‌ଣରେ ଏନ୍‌କାଉଣ୍ଟର କରିଛି। ଏହି ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ଆହତ ହୋଇଛି। ଅପରାଧୀର ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।  […]