1 min read

ଏଏସ୍‌ଆଇ ନିୟମକୁ ବେଖାତିର

 ଗୁମ୍ଫା ଭିତ‌ରେ ଶୌଚ, ରାତ୍ରିଯାପନ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା‌(ଏଏସ୍‌ଆଇ) ପକ୍ଷରୁ ଦେଶର ସ୍ମାରକୀଗୁଡ଼ିକର ସଂରକ୍ଷଣ ଏବଂ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଐତିହ୍ୟସ୍ଥଳରେ ରହିବା ବାରଣ କରାଯାଇଛି। ଏହି ନିୟମ ଅନୁଯାୟୀ, କାହାରିକୁ ଐତିହ୍ୟସ୍ଥଳ ପରିସରରେ ରାତ୍ରିଯାପନ ଅନୁମତି ନାହିଁ। ଭୁବବେଶ୍ୱର ୦୯-୦୨-୨୦୨୫(ପିପିଏସ) : ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା‌(ଏଏସ୍‌ଆଇ) ପକ୍ଷରୁ ଦେଶର ସ୍ମାରକୀଗୁଡ଼ିକର ସଂରକ୍ଷଣ ଏବଂ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଐତିହ୍ୟସ୍ଥଳରେ ରହିବା ବାରଣ କରାଯାଇଛି। ଏହି ନିୟମ ଅନୁଯାୟୀ, କାହାରିକୁ ଐତିହ୍ୟସ୍ଥଳ […]

1 min read

ବାରବାଟୀରେ ଭାରତ ବିଜୟୀ

ଦିନିକିଆ ଶୃଙ୍ଖଳା କଲା ଅକ୍ତିଆର ଇଂଲଣ୍ଡର ତୃତୀୟ ଶିକାର ହୋଇଥିଲେ ରୋହିତ ଶର୍ମା। ଲିଆମ ଲିଭିଂଷ୍ଟୋନ୍‌ଙ୍କ ବଲ୍ ଆଦିଲ ରସିଦଙ୍କୁ କ୍ୟାଚ୍ ଦେଇ ରୋହିତ ଆଉଟ୍ ହୋଇଥିଲେ। ଏହା ପୂର୍ବରୁ ସେ ୯୦ଟି ବଲ୍ ଖେଳି ୧୧୯ ରନ୍ ସଂଗ୍ରହ କରିଥିଲେ। କଟକ ୦୯-୦୨-୨୦୨୫(ପିପିଏସ) : ଭାରତ ଓ ଇଂଲଣ୍ଡ ମଧ୍ୟରେ ରବିବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ  ଶୃଙ୍ଖଳାର ୨ୟ ମ୍ୟାଚ୍ ଖେଳାଯାଇଛି। ଏହି ମ୍ୟାଚ୍‌ରେ ଘରୋଇ ଦଳ ୪ ୱିକେଟ୍‌ରେ […]

1 min read

ସୋମବାରଠୁ ୟୁଜର୍ସ ଫି

ଆବର୍ଜନା ପରିଚାଳନା ବିଏମ୍‌ସି ପାଇଁ ଆହ୍ବାନ ହୋଇ ଛିଡ଼ାହୋଇଛି। ମୋ ଖତରୁ ଆରମ୍ଭ କରି ବାୟୋମାଇନିଂ, ବାୟୋମିଥେନ୍‌ ଓ ୱେଷ୍ଟ-ଟୁ-ଏନର୍ଜି ବ୍ୟବସ୍ଥା ବିଏମ୍‌ସି ଆପଣେଇଛି। କିନ୍ତୁ କେତେକ ବଡ଼ବଡ଼ ପ୍ରତିଷ୍ଠାନ ଅଧିକ ଭୁବନେଶ୍ୱର ୦୮-୦୨-୨୦୨୫(ପିପିଏସ ) : ଆବର୍ଜନା ପରିଚାଳନା ବିଏମ୍‌ସି ପାଇଁ ଆହ୍ବାନ ହୋଇ ଛିଡ଼ାହୋଇଛି। ମୋ ଖତରୁ ଆରମ୍ଭ କରି ବାୟୋମାଇନିଂ, ବାୟୋମିଥେନ୍‌ ଓ ୱେଷ୍ଟ-ଟୁ-ଏନର୍ଜି ବ୍ୟବସ୍ଥା ବିଏମ୍‌ସି ଆପଣେଇଛି। କିନ୍ତୁ କେତେକ ବଡ଼ବଡ଼ ପ୍ରତିଷ୍ଠାନ ଅଧିକ ଆବର୍ଜନା ଉତ୍ପନ୍ନ କରୁଥିଲେ ମଧ୍ୟ ବିଏମ୍‌ସି […]

1 min read

ବାରବାଟୀ ଷ୍ଟାଡିୟମ୍‌ରେ ଅଭ୍ୟାସ କଲେ ଭାରତୀୟ କ୍ରିକେଟ୍‌ ଟିମ୍‌ର ଖେଳାଳି

ଭାରତ ଓ ଇଂଲଣ୍ଡ ମଧ୍ୟରେ ରବିବାର ଦିନିକିଆ ଶୃଙ୍ଖଳାର ଦ୍ବିତୀୟ ମ୍ୟାଚ୍‌ ଖେଳାଯିବ। ଏହା ପୂର୍ବରୁ ଆଜି ଭାରତୀୟ ଖେଳାଳିମାନେ ଐତିହାସିକ ବାରବାଟୀ ଷ୍ଟାଡିୟମରେ ନେଟ୍‌ରେ ଅଭ୍ୟାସ କରିଛନ୍ତି। ଭୁବନେଶ୍ବର/କଟକ ୦୮-୦୨-୨୦୨୫(ପିପିଏସ ) : ଭାରତ ଓ ଇଂଲଣ୍ଡ ମଧ୍ୟରେ ରବିବାର ଦିନିକିଆ ଶୃଙ୍ଖଳାର ଦ୍ବିତୀୟ ମ୍ୟାଚ୍‌ ଖେଳାଯିବ। ଏହା ପୂର୍ବରୁ ଆଜି ଭାରତୀୟ ଖେଳାଳିମାନେ ଐତିହାସିକ ବାରବାଟୀ ଷ୍ଟାଡିୟମରେ ନେଟ୍‌ରେ ଅଭ୍ୟାସ କରିଛନ୍ତି। ଆସନ୍ତାକାଲିର ମହାମୁକାବିଲା ପାଇଁ ଟିମ୍‌ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମା, ବିରାଟ […]

1 min read

ଶ୍ରୀଜିଉଙ୍କ ଦର୍ଶନ କଲେ ଭାରତୀୟ କ୍ରିକେଟର

୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍ରେ ଖେଳାଯିବ ଭାରତ-ଇଂଲଣ୍ଡ ଦ୍ବିତୀୟ ଆନ୍ତର୍ଜାତିକ ଦିନିକିଆ କ୍ରିକେଟ୍ ମ୍ୟାଚ୍। ଆଜି ସକାଳେ ଭାରତୀୟ କ୍ରିକେଟର ବରୁଣ ଚକ୍ରବର୍ତ୍ତୀ, ଅକ୍ଷର ପଟେଲ ଓ ୱାସିଂଟନ୍ ସୁନ୍ଦର ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି। ପୁରୀ/ ଭୁବନେଶ୍ବର/କଟକ ୦୮-୦୨-୨୦୨୫(ପିପିଏସ ) : ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍ରେ ଖେଳାଯିବ ଭାରତ-ଇଂଲଣ୍ଡ ଦ୍ବିତୀୟ ଆନ୍ତର୍ଜାତିକ ଦିନିକିଆ କ୍ରିକେଟ୍ ମ୍ୟାଚ୍। ଗତକାଲି ଭାରତ ଓ ଇଂଲଣ୍ଡ ଦଳ ଶୁକ୍ରବାର ରାତିରେ ଭୁବନେଶ୍ବରରେ ପାଦ […]

1 min read

୩୧୪ ବ୍ଲକରେ ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ହେବ: ମୁଖ୍ୟମନ୍ତ୍ରୀ 

ରାଜ୍ୟ କ୍ୟାବିନେଟରେ ଏଗାରଟି ପ୍ରସ୍ତାବରେ ବାଜିଛି ମୋହର। ତୃଣମୂଳ ସ୍ତରରେ କ୍ରୀଡ଼ାଭିତ୍ତି ଭୂମି ବିକାଶ ପାଇଁ ୩୧୪ ବ୍ଲକରେ ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।   ଭୁବନେଶ୍ୱର ୦୮-୦୨-୨୦୨୫(ପିପିଏସ ) : ରାଜ୍ୟ କ୍ୟାବିନେଟରେ ଏଗାରଟି ପ୍ରସ୍ତାବରେ ବାଜିଛି ମୋହର। ତୃଣମୂଳ ସ୍ତରରେ କ୍ରୀଡ଼ାଭିତ୍ତି ଭୂମି ବିକାଶ ପାଇଁ ୩୧୪ ବ୍ଲକରେ ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ହେବ |  କ୍ରୀଡ଼ା ଓ ଯୁବ ସେବା ବିଭାଗ ତରଫରୁ ଯେଉଁ […]

1 min read

‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଯାଜପୁର ଜିଲ୍ଲା ବ୍ୟାସନଗରର ଚାନ୍ଦମା ପଡ଼ିଆ ଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ପ୍ରଦାନ କରିଛନ୍ତି। ଆଜି ରାଜ୍ୟର ୧୮ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ଟଙ୍କା ବଣ୍ଟନ କରାଯାଇଛି। ଯାଜପୁର/ଭୁବନେଶ୍ୱର ୦୮-୦୨-୨୦୨୫(ପିପିଏସ ) : ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯାଇଛି। ଏଥିରେ ୧୮ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ଯାଇଛି। ଯାଜପୁର ଜିଲ୍ଲା ବ୍ୟାସନଗରର […]

1 min read

ବଦଳିବ ମୋ ବସର ନାଁ

ଭୁବନେଶ୍ୱର ୦୮-୦୨-୨୦୨୫(ପିପିଏସ ) : ରାଜଧାନୀ ଭୁବନେଶ୍ବର ‌ସମେତ କଟକ, ରାଉରକେଲା, ସମ୍ବଲପୁର, ଖୋର୍ଦ୍ଧା ସହରରେ ପରିଚାଳିତ ହେଉଥିବା ସାଧାରଣ ପରିବହନ ବ୍ୟବସ୍ଥା ‘ମୋ ବସ୍’ର ନାମ ପରିବର୍ତ୍ତନ ହେବ। ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଶନିବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ‘ମୋ ବସ୍‌’ର ନାଁ ପରିବର୍ତ୍ତନ ହୋଇ ‘ଆମ ବସ୍‌’ ହେବ।ଶ୍ରୀ ମହାପାତ୍ର ପୂର୍ବ ସରକାରଙ୍କୁ କଟାକ୍ଷ କରି କହିଛନ୍ତି, ‘ମୋ ବସ୍‌’ ଏକ ଅହଂକାର ଶବ୍ଦ। ମୋହନ […]

1 min read

ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତରିତ ହେବେ ଉତ୍ତମ ମହାନ୍ତି

ଓଲିଉଡର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ଅତି ଗୁରୁତର ଥିବା ସୂଚନା ମିଳିଛି। ତାଙ୍କୁ ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତରିତ କରାଯିବ। ଉତ୍ତମ ମହାନ୍ତିଙ୍କ ପୁଅ ବାବୁସାନ ମହାନ୍ତି ଏହି ସୂଚନା ଦେଇଛନ୍ତି। ଭୁବନେଶ୍ୱର ୦୮-୦୨-୨୦୨୫(ପିପିଏସ ) : ଓଲିଉଡର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ଅତି ଗୁରୁତର ଥିବା ସୂଚନା ମିଳିଛି। ତାଙ୍କୁ ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତରିତ କରାଯିବ। ଉତ୍ତମ ମହାନ୍ତିଙ୍କ ପୁଅ ବାବୁସାନ ମହାନ୍ତି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଉନ୍ନତ ଚିକିତ୍ସା […]

1 min read

ଦିଲ୍ଲୀରେ ବିଜେପି ସରକାର; ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଦିଲ୍ଲୀବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ଦିଲ୍ଲୀର ଜନତା ଦିଲ୍ଲୀରେ ଆମ୍‌ ଆଦମୀ ପାର୍ଟି (ଆପ୍‌) ସରକାରଙ୍କୁ ହଟାଇ ପଦ୍ମ ଫୁଟାଇ ଥିବାରୁ ମୋହନ ମାଝୀ ଏହି କୃତଜ୍ଞତା ଜଣାଇଛନ୍ତି। ଭୁବନେଶ୍ୱର ୦୮-୦୨-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଦିଲ୍ଲୀବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ଦିଲ୍ଲୀର ଜନତା ଦିଲ୍ଲୀରେ ଆମ୍‌ ଆଦମୀ ପାର୍ଟି (ଆପ୍‌) ସରକାରଙ୍କୁ ହଟାଇ ପଦ୍ମ ଫୁଟାଇ ଥିବାରୁ ମୋହନ ମାଝୀ ଏହି କୃତଜ୍ଞତା ଜଣାଇଛନ୍ତି। ସାମାଜିକ […]