1 min read

ବିଜେଡି ର ୨ ବିଧାୟକଙ୍କୁ ହାଇକୋର୍ଟ ନୋଟିସ

ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ପୁଣି ୨ ବିଧାୟକଙ୍କୁ ଲାଗିଲା ଝଟ୍‌କା। ୨ଟି ନିର୍ବାଚନୀ ଅନିୟମିତତା ମାମଲାରେ ହାଇକୋର୍ଟ ନୋଟିସ ଜାରିକରିଛନ୍ତି। ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କ ସହିତ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ନୋଟିସ ହୋଇଛି। ନିର୍ବାଚନରେ ଅନିୟମିତତା ହୋଇଥିବା ନେଇ ରୁଜୁ ମାମଲାରେ ଓଡ଼ିଶା ହାଇକୋର୍ଟ ତାଙ୍କୁ ନୋଟିସ ଜାରି କରିଛନ୍ତି । ନାମାଙ୍କନ ବେଳେ ମିଥ୍ୟା ସତ୍ୟପାଠ ଦାଖଲ ଅଭିଯୋଗରେ ନୋଟିସ ହୋଇଛି। ସେପ୍ଟେମ୍ବର ମାସରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ପୂର୍ବରୁ […]

1 min read

ସମସ୍ତଙ୍କୁ ମିଳିବ “ଜମି” ଓ “ଘର”

ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଦେଇଛନ୍ତି ବଡ଼ ସୂଚନା l ସମସ୍ତ ଭୂମିହୀନ ଓ ବାସହୀନ ମାନଙ୍କୁ ମିଳିବ ଜମି ଓ ବାସଗୃହ l ଭୂମିହୀନ ଓ ବାସହୀନଙ୍କୁ ୩ଟି ବର୍ଗରେ ବିଭକ୍ତ କରାଯାଇଛି। ଗ୍ରାମାଞ୍ଚଳରେ ପଟ୍ଟା ନଥିବା ଗରିବଙ୍କୁ ୪ ଡେସିମିଲ ଜମି ଦିଆଯିବ। ସେହିପରି ସରକାରୀ ଜମିରେ ଦୀର୍ଘ ଦିନ ଧରି ରହିଥିବା ହିତାଧିକାରୀ ମାନଙ୍କୁ ମଧ୍ୟ ୪ ଡିସିମିଲ ଲେଖାଏ ଜମି ମିଳିବ। ସହରାଞ୍ଚଳରେ ବସ୍ତି ବାସିନ୍ଦା ଓ […]

1 min read

ସୋମବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ : ଜାଣନ୍ତୁ କେଉଁଥିରେ ରହିବ “ଫୋକସ”

ଭୁବନେଶ୍ୱର,୧୨/୮୧୨/୮/୨୪ (ପିପିଏସ) : ସୋମବାର ସନ୍ଧ୍ୟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଥିବା ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଦିଲ୍ଲୀ ଗସ୍ତ କରିବେ । ଏନ୍‌ଏ୍‌ଚଆଇ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶା ଜାତୀୟ ରାଜପଥ ନେଇ ଆଲୋଚନା କରିବେ। ଏହାସହ ଅନେକ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟିବାର କାର୍ୟ୍ୟକ୍ରମ ରହିଛି। ରେଳ ପ୍ରକଳ୍ପ ପରେ ଜାତୀୟ ରାଜପଥ ଏବଂ ସଡ଼କ ପଥ ପ୍ରକଳ୍ପ ଉପରେ ରାଜ୍ୟ ସରକାରଙ୍କ ଫୋକସ […]

1 min read

ପୁଣି ଜୋରଦାର୍ ହେଲା ବିହାରକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଦାବି : ଅଗଷ୍ଟ ୧୨ରୁରାଜ୍ୟବ୍ୟାପୀ ଆନ୍ଦୋଳନ

ପାଟନା/ଭୁବନେଶ୍ୱର,୧୧/୮/୨୪(ପିପିଏସ) : ବିହାରକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଦାବି ପୁଣି ଜୋରଦାର୍ ହୋଇଛି । ବିହାର ପ୍ରଦେଶ କଂଗ୍ରେସ କମିଟି (ବିପିସିସି) ଅଗଷ୍ଟ ୧୨ ତାରିଖରୁ କେନ୍ଦ୍ରସରକାରଙ୍କ ଦ୍ବାରା ରାଜ୍ୟକୁ ସ୍ୱତନ୍ତ୍ର ମାନ୍ୟତା ଦେବାକୁ ମନା କରିବା ବିରୋଧରେ ରାଜ୍ୟବ୍ୟାପୀ ଆନ୍ଦୋଳନ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛି । ଏହା ଘୋଷଣା କରି କଂଗ୍ରେସ ବିହାର ୟୁନିଟ୍ ମୁଖ୍ୟ ଅଖିଳେଶ ପ୍ରସାଦ ସିଂ କହିଛନ୍ତି, ବିହାରକୁ କେନ୍ଦ୍ର ଦ୍ୱାରା ବିଶେଷ ମାନ୍ୟତା ନ ଦେବା ରାଜ୍ୟ ପାଇଁ […]

1 min read

ସ୍ୱାଧୀନତା ଦିବସରେ କି’ଏ କେଉଁଠି ପତାକା ଉତ୍ତୋଳନ କରିବେ

ଭୁବନେଶ୍ୱର,୧୧/୮/୨୪(ପିପିଏସ) : ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କି’ଏ କେଉଁଠି ପତାକା ଉତ୍ତୋଳନ କରିବେ ସେନେଇ ସରକାରଙ୍କ ପକ୍ଷରୁ ରବିବାର ଏକ ବିଜ୍ଞପ୍ତି ଜାରି କରାଯାଇଛି।ଭୁବନେଶ୍ୱର ସ୍ଥିତ ଗାନ୍ଧୀମାର୍ଗରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପତାକା ଉତ୍ତୋଳନ କରିବେ ବୋଲି ଜଣାପଡିଛି। ସେହିପରି ନୂଆପଡ଼ାରେ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି। ଏପରିକି କଟକରେ ଉପମୁଖ୍ୟମନ୍ତ୍ରୀ […]

1 min read

ପରଲୋକରେ ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ କେ. ନଟୱର ସିଂ

ନୂଆଦିଲ୍ଲୀ/ଭୁବନେଶ୍ୱର (ପିପିଏସ) ୧୧/୮: ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ କେ. ନଟୱର ସିଂହଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା। ଅସୁସ୍ଥତା କାରଣରୁ କିଛି ଦିନ ହେଲା ଗୁରୁଗ୍ରାମର ଏକ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଥିଲେ । ତେବେ ଶନିବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଏନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ମିଳିଛି । ନଟୱର ସିଂହ ରାଜସ୍ଥାନ ଭରତପୁରର ବାସିନ୍ଦା । ନଟୱର […]

1 min read

ଅଗଷ୍ଟ ୧୫ ତାରିଖରେ ସୁଭଦ୍ରା ଯୋଜନାର ଏସଓପି

ଭୁବନେଶ୍ୱର,10/8 (ପିପିଏସ) : ଅଗଷ୍ଟ ୧୫ ତାରିଖରେ ଆସିବ ସୁଭଦ୍ରା ଯୋଜନା SOP । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ଏଥିରେ କିଏ ପାଇବେ ଓ କିଏ ପାଇବେନି ତାର ସ୍ପଷ୍ଟ ଚିତ୍ର ରହିବ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ଏହାର ମୋଡାଲିଟି କଣ ରହିବ ଓ ଫର୍ମାଟ ବାବଦରେ ଜଣାପଡ଼ିବ । ତେଣୁ ମହିଳାଙ୍କୁ ଭ୍ରମିତ ନ ହେବାକୁ ଅପିଲ୍ କରିଛନ୍ତି ଉପମୁଖ୍ୟମନ୍ତ୍ରୀ । ସେପ୍ଟେମ୍ବର ୧୭ରେ […]

1 min read

ବିଏମଡବ୍ଲୁ ହିଟ୍-ରନ୍ ମାମଲା : ଆସିଲା ଫରେନସିକ୍ ରିପୋର୍ଟ; ମଦ୍ୟପାନ କରିନଥିଲେ ଅଭିଯୁକ୍ତ

ମୁମ୍ବାଇ: ବିଳାସପୂର୍ଣ୍ଣ ବିଏମଡବ୍ଲୁ ସେଡାନ ଚଳାଇବା ବେଳେ ମୁମ୍ବାଇର ୱର୍ଲିରେ ହୋଇଥିବା ହିଟ୍-ରନ୍ ମାମଲାରେ ୨୩ ବର୍ଷୀୟ ଅଭିଯୁକ୍ତଙ୍କ ଫରେନସିକ୍ ରିପୋର୍ଟ ହସ୍ତଗତ ହୋଇଛି। ରିପୋର୍ଟରେ ଦର୍ଶାଯାଇଛି ଯେ ଭୟଙ୍କର ଦୁର୍ଘଟଣା ସମୟରେ ସେ ଆଦୌ ମଦ୍ୟପାନ କରିନଥିଲେ। ଯଦିଓ ପୂର୍ବରୁ ପୁଲିସ୍‌ ଅଭିଯୋଗ ଆଣିଥିଲା ଯେ ଅଭିଯୁକ୍ତ ମିହିର ଶାହା ଦୁର୍ଘଟଣା ସମୟରେ ମଦ୍ୟପାନ କରିଥିଲେ। ଜୁଲାଇ ୭ ତାରିଖ ସକାଳେ ମିହିର ଶାହା ଘଟାଇଥିବା ଏହି ଦୁଘର୍ଟଣାରେ ସ୍ୱାମୀ ଆହତ ହୋଇଥିବା ବେଳେ ଜଣେ […]