1 min read

କଟକରେ ୫ ଓ ୬ରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

କଟକ: ଆସନ୍ତା ୫ ଓ ୬ ତାରିଖରେ କଟକରେ ବିଜେପିର ଦୁଇଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। କଟକ ଇନ୍‌ଡୋର ଷ୍ଟାଡିୟମ୍‌ରେ ଏହି ବୈଠକ ଆୟୋଜିତ ହେବାକୁ ଥିବା ବେଳେ ଏଥିରେ ରାଜ୍ୟସ୍ତରୀୟ ନେତୃତ୍ୱ ସମେତ ୪୦୦ରୁ ଅଧିକ କାର୍ଯ୍ୟକର୍ତ୍ତା ଯୋଗଦେବେ। ବୈଠକରେ ବିଜେପିର ଜାତୀୟ ସାଧାରଣ ସମ୍ପାଦକ ସୁନୀଲ ବଂଶଲ ଯୋଗଦେବେ। ଏଥିସହ ମୁଖ୍ୟମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ, ସମସ୍ତ ମନ୍ତ୍ରୀ ଓ ବିଧାୟକଙ୍କ ସମେତ ଦଳର ବରିଷ୍ଠ ନେତାମାନେ ଉପସ୍ଥିତ ରହିବେ। ଦୁଇଦିନିଆ ବୈଠକରେ […]