Browsing Tag

independence day

‘ବନ୍ଦେ ମାତରମ୍‌’ର ୧୫୦ତମ ପୂର୍ତ୍ତି; ଲାଲକିଲ୍ଲାରେ ନୂଆ ଇତିହାସ, ତ୍ରିରଙ୍ଗା ସହ ଗୁଞ୍ଜିବ ‘ବନ୍ଦେ ମାତରମ୍‌’

ନୂଆଦିଲ୍ଲୀ: ଆସନ୍ତା ସ୍ୱାଧୀନତା ଦିବସରେ ଲାଲକିଲ୍ଲାରେ ଶୁଭିବ ଦେଶର ଅନ୍ୟତମ ଜାତୀୟ ଗୀତ ‘ବନ୍ଦେ ମାତରମ୍‌’। ଜାତୀୟ ପତାକା ଉତ୍ତୋଳନ ସମୟରେ ‘ବନ୍ଦେ ମାତରମ୍‌’ ଗାନ କରାଯିବ। ଏନେଇ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ବିଧିବଦ୍ଧ ସୂଚନା ଜାରି କରାଯାଇଛି। ‘ବନ୍ଦେ ମାତରମ୍‌’ର ୧୫୦ତମ
Read More...