1 min read

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ନଦୀରୁ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର

କଟକ, ୧୦ ଜୁଲାଇ (ଉଦୟ): କଟକ ସହରର କାଠଯୋଡ଼ି ନଦୀରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ଘଟଣା ସ୍ଥାନୀୟ ଅଞ୍ଚଳରେ ତୀବ୍ର ଚାଞ୍ଚଲ୍ୟ ସୃଷ୍ଟି କରିଛି। ପୁରୀଘାଟ ଥାନା ପୁଲିସ ଦେବୀଗଡ଼ା ନିକଟ ନଦୀପଠାରୁ ଏହି ରହସ୍ୟଜନକ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଏସ୍‌ସିବି (SCB) ମେଡିକାଲକୁ ପଠାଇଛି। ପ୍ରାଥମିକ ଆକଳନ ଅନୁଯାୟୀ, ମୃତ ମହିଳାଙ୍କ ବୟସ ପ୍ରାୟ ୪୦ରୁ ୫୦ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଛି। ନଦୀରେ ଭାସୁଥିଲା , […]