1 min read

ପବିତ୍ର ହେରାପଞ୍ଚମୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (୨୦ ଜୁଲାଇ): ପବିତ୍ର ହେରାପଞ୍ଚମୀ ଅବସରରେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଏବଂ ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ। ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ମାଧ୍ୟମରେ ସମସ୍ତ ନେତୃବୃନ୍ଦ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ମହାଲକ୍ଷ୍ମୀଙ୍କ ନିକଟରେ ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଶୁଭେଚ୍ଛା ବାର୍ତ୍ତା: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘X’ ରେ […]

1 min read

ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ମୁତୟନ ହେବେ ୧୯ IPS

ଭୁବନେଶ୍ୱର: ବିଶ୍ୱପ୍ରସିଦ୍ଧ ପବିତ୍ର ରଥଯାତ୍ରାକୁ ସୁରୁଖୁରୁରେ ଓ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନଠାରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି। ଏହି ଅବସରରେ ସମସ୍ତ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ମଧ୍ୟରେ ଉପଯୁକ୍ତ ସହଯୋଗ, ସମନ୍ୱୟ ଏବଂ ନିରନ୍ତର ଯୋଗାଯୋଗ ରକ୍ଷା ଉପରେ ମୁଖ୍ୟମନ୍ତ୍ରୀ ବିଶେଷ ଗୁରୁତ୍ୱାରୋପ କରିଛନ୍ତି। କୌଣସି ପରିସ୍ଥିତିରେ ଯେପରି ଯୋଗାଯୋଗର ଅଭାବ ନ ରୁହେ, ସେଥିପ୍ରତି ସଜାଗ ରହିବାକୁ ସେ ନିର୍ଦ୍ଦେଶ […]

1 min read

ଶ୍ରୀମନ୍ଦିର ଉପରେ ପୁଣି ଡ୍ରୋନ୍ ଉଡ଼ାଣ, ଜଣେ ଯୁବକ ଅଟକ

ପୁରୀ, ୧୦୲୭(ରୁଦ୍ର): ରଥଯାତ୍ରାକୁ ଆଉ ମାତ୍ର କିଛି ଦିନ ବାକି ଥିବାବେଳେ ଶ୍ରୀଜଗନ୍ନାଥ ମନ୍ଦିରର ସୁରକ୍ଷାକୁ ନେଇ ପୁଣି ଥରେ ପ୍ରଶ୍ନ ଉଠିଛି। ସୋମବାର ଭୋର ସମୟରେ ଶ୍ରୀମନ୍ଦିରର ନୀଳଚକ୍ର ନିକଟରେ ଏକ ଡ୍ରୋନ୍ ଉଡୁଥିବା ଦେଖାଯିବା ପରେ ସୁରକ୍ଷା ଏଜେନ୍ସିମାନେ ତୁରନ୍ତ ସକ୍ରିୟ ହୋଇଥିଲେ। ସୂଚନା ପାଇବା ପରେ ପୁଲିସ ତତ୍ପରତାର ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମାଟିମଣ୍ଡପ ସାହି ଅଞ୍ଚଳରୁ ଡ୍ରୋନ୍ ଉଡ଼ାଉଥିବା ଜଣେ ଯୁବକଙ୍କୁ ଅଟକ ରଖିଛି। ତାଙ୍କଠାରୁ ବ୍ୟବହୃତ ଡ୍ରୋନ୍‌କୁ ମଧ୍ୟ […]

1 min read

ରଥଯାତ୍ରାରେ ଶ୍ରଦ୍ଧାଳୁଙ୍କ ସୁରକ୍ଷା, ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ବ, ମୁତୟନ ହେବେ ୧୨ ହଜାର ପୁଲିସ

ପୁରୀ, ୭ⵏ୭(ଉଦୟ): ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା–୨୦୨୬କୁ ଆଉ ମାତ୍ର କିଛି ଦିନ ବାକି ଥିବାବେଳେ ପ୍ରସ୍ତୁତିକୁ ନେଇ ପ୍ରଶାସନ ପକ୍ଷରୁ ଜୋରଦାର କାର୍ଯ୍ୟକ୍ରମ ଚାଲିଛି। ଏହି ପରିପ୍ରେକ୍ଷୀରେ ଅନ୍ତିମ ସମନ୍ୱୟ କମିଟି ବୈଠକ ଶେଷ ହୋଇଛି। ବୈଠକରେ ବିଭିନ୍ନ ବିଭାଗ ନିଜ ନିଜ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିବା ସହ ପର୍ବକୁ ସୁଚାରୁ ଭାବେ ସମ୍ପନ୍ନ କରିବା ପାଇଁ ଆବଶ୍ୟକ ପଦକ୍ଷେପ ଉପରେ ଆଲୋଚନା କରିଛନ୍ତି। ପୁଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ କହିଛନ୍ତି ଯେ, ରଥଯାତ୍ରା […]

1 min read

ରଥଯାତ୍ରା ପାଇଁ ଗଡ଼ିବ ସ୍ଵତନ୍ତ୍ର ରେଳ: ରେଳ ମନ୍ତ୍ରୀ

ଭୁବନେଶ୍ୱର, ୬।୭(ଉଦୟ): ରଥଯାତ୍ରାକୁ ଆଉ ଅଧିକ ସୁବିଧାଜନକ ଓ ସୁରକ୍ଷିତ କରିବା ପାଇଁ ଭାରତୀୟ ରେଳପଥ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଚଳିତ ବର୍ଷ ପୁରୀକୁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଆଗମନକୁ ଦୃଷ୍ଟିରେ ରଖି ମୋଟ ପ୍ରାୟ ୧୧୦୦ଟି ଟ୍ରେନ୍ ଚଳାଚଳ କରିବାର ଯୋଜନା ରହିଛି। ଏଥିମଧ୍ୟରୁ ପ୍ରାୟ ୩୦୦ଟି ସ୍ୱତନ୍ତ୍ର ସ୍ପେଶାଲ୍ ଟ୍ରେନ୍ ଥିବାବେଳେ, ପ୍ରାୟ ୮୦୦ଟି ରଥଯାତ୍ରାକୁ କେନ୍ଦ୍ର କରି ବିଶେଷ ବ୍ୟବସ୍ଥାରେ ଚଳାଚଳ କରିବ। ଏହି ପଦକ୍ଷେପ ଯୋଗୁଁ ଭକ୍ତମାନେ ଯାତାୟାତରେ ଅନେକ […]