1 min read

ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲା: କ୍ରାଇମବ୍ରାଞ୍ଚ କରିବ ତଦନ୍ତ, ଗଠନ ହେଲା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍

ଭୁବନେଶ୍ୱର, ୨୨/୭: ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକରେ ଦେଖାଦେଇଥିବା ବ୍ୟାପକ ତ୍ରୁଟିବିଚ୍ୟୁତି ଏବଂ ଅନିୟମିତତା ମାମଲାକୁ ରାଜ୍ୟ ସରକାର ଗମ୍ଭୀରତାର ସହ ନେଇଛନ୍ତି। ଏହି ସମ୍ବେଦନଶୀଳ ଘଟଣାର ନିରପେକ୍ଷ ଓ ବ୍ୟାପକ ତଦନ୍ତ ପାଇଁ ଭାର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଛି। କ୍ରାଇମବ୍ରାଞ୍ଚ ପକ୍ଷରୁ ମାମଲା ରୁଜୁ କରାଯିବା ସହ ଏକ ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ (SIT) ଗଠନ କରାଯାଇଛି। ମାମଲାର ମୁଖ୍ୟ ବିବରଣୀ: ପୁଲିସ ମୁଖ୍ୟାଳୟର ପ୍ରେସ୍ ବିବୃତି: “ଏହି ମାମଲାର ସମ୍ପୂର୍ଣ୍ଣ ନିରପେକ୍ଷ […]