TMC
ଦୁର୍ଗାପୂଜା ପୂର୍ବରୁ ୧୭ ବିଦ୍ରୋହୀ ଟିଏମ୍ସି ସାଂସଦବିଜେପିରେ ଯୋଗଦେବେ
କୋଲକାତା : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରେ ମମତା ବାନାର୍ଜୀଙ୍କ ଟିଏମସି ବିରୋଧରେ ବିଦ୍ରୋହ ଘୋଷଣା କରିଥିବା ୨୦ ଜଣ ସାଂଦଙ୍କୁ ନେଇ ଆସିଛି ବଡ଼ ଖବର। ଏହି ବିଦ୍ରୋହୀ ସାଂସଦମାନେ ଲୋକସଭାର ମୌସୁମୀ ଅଧିବେଶନ ପୂର୍ବରୁ କମ ପରିଚିତ ନ୍ୟାଶନାଲିଷ୍ଟ ସିଟିଜେନ୍ସ ପାର୍ଟି ଅଫ ଇଣ୍ଡିଆ ବାଏନସିପିଆଇରେ ଯୋଗ ଦେଇଥିଲେ। ଏବେ ସେମାନଙ୍କ ମଧ୍ୟରୁ ୧୭ ଜଣ ଆଗାମୀ ଦୁର୍ଗାପୂଜା ପୂର୍ବରୁ କିମ୍ବା ପରେ ଏନସିପିଆଇ ଛାଡ଼ି ବିଜେପିରେ ବିଧିବଦ୍ଧ ଭାବେ ସାମିଲ ହେବେ। ବିଦ୍ରୋହୀ […]
