VANDE MATARAM
‘ବନ୍ଦେ ମାତରମ୍’ର ୧୫୦ତମ ପୂର୍ତ୍ତି; ଲାଲକିଲ୍ଲାରେ ନୂଆ ଇତିହାସ, ତ୍ରିରଙ୍ଗା ସହ ଗୁଞ୍ଜିବ ‘ବନ୍ଦେ ମାତରମ୍’
ନୂଆଦିଲ୍ଲୀ: ଆସନ୍ତା ସ୍ୱାଧୀନତା ଦିବସରେ ଲାଲକିଲ୍ଲାରେ ଶୁଭିବ ଦେଶର ଅନ୍ୟତମ ଜାତୀୟ ଗୀତ ‘ବନ୍ଦେ ମାତରମ୍’। ଜାତୀୟ ପତାକା ଉତ୍ତୋଳନ ସମୟରେ ‘ବନ୍ଦେ ମାତରମ୍’ ଗାନ କରାଯିବ। ଏନେଇ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ବିଧିବଦ୍ଧ ସୂଚନା ଜାରି କରାଯାଇଛି। ‘ବନ୍ଦେ ମାତରମ୍’ର ୧୫୦ତମ ପୂର୍ତ୍ତି ଅବସରରେ ଏହି ସ୍ୱତନ୍ତ୍ର ଆୟୋଜନ କରାଯାଉଛି। ଚଳିତବର୍ଷ ଦେଶ ୮୦ତମ ସ୍ୱାଧୀନତା ଦିବସ ପାଳନ କରୁଥିବାବେଳେ, ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ ସହ ‘ବନ୍ଦେ ମାତରମ୍’ର ସ୍ୱର ସ୍ୱାଧୀନତା ଦିବସ ଉତ୍ସବର […]
