କେବେ ମିଳିବ ଶୁଦ୍ଧ ପାନୀୟ ଜଳ

:-ମେଗା ପାନୀୟ ଜଳ ପ୍ରକଳ୍ପରେ କେବେ ମିଳିବ ପାଣି  ? :-ପାଣି ପାଈଁ ଆଉଟୁ ପାଉଟୁ ୨ଟି ବ୍ଲକର ୧ଲକ୍ଷରୁ ଉର୍ଦ୍ଧ ଲୋକ  :-ନେତା ଙ୍କ ପ୍ରତିଶ୍ରୁତି କେବେ ହେବ ପୂରଣ  ? ଅସ୍ତରଙ୍ଗ/ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ଲୁଣି ଓ ଖାରି ପାଣି ଯନ୍ତ୍ରଣାରେ ଛଟପଟ ହେଉଛନ୍ତି ପୁରୀ

ଭୟମୁକ୍ତ ଓ ବିକଶିତ ଅଞ୍ଚଳ ହେବ ଆଠଗଡ଼- ଧର୍ମେନ୍ଦ୍ର ପ୍ରଧାନ

ଆଠଗଡ଼ରେ ଦଳର ମିଶ୍ରଣ ପର୍ବ ସମାରୋହରେ କେନ୍ଦ୍ରମନ୍ତ୍ରୀ •ବିଜେପି ସରକାରରେ ଆଇନ କେଉଁ ବିଧାୟକଙ୍କ ନିର୍ଦ୍ଦେଶରେ ଚାଲିବ ନାହିଁ, ନ୍ୟାୟ ଗରିବ ଲୋକଙ୍କ ପାଇଁ ରହିବ •ବ୍ୟାଙ୍କରୁ ଋଣ ନିଆଯାଇ ଆଠଗଡରେ କେନାଲ ଖୋଳା ହେଲା, ଚାଷୀଙ୍କ ଜମିକୁ ପାଣି ମାଡିଲା ନାହିଁ •କ୍ୟାପିଟାଲ

ମୋଦୀଙ୍କୁ କୁଏତର ସର୍ବୋଚ୍ଚ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର୨୨-୧୨-୨୦୨୪(ପିପିଏସ):  ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କୁଏତ ଗସ୍ତର ଶେଷ ଦିନରେ ତାଙ୍କୁ କୁଏତର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ୍ ମୁବାରକ୍ ଅଲ୍ କବୀରପ୍ରଦାନ କରାଯାଇଛି ।ରବିବାର କୁଏତର ବାୟାନ୍ ପ୍ୟାଲେସରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ 

ଜବରଦଖଲରେ ଭରି ହୋଇଗଲାଣି ଭୁବନେଶ୍ବର

ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ଜବରଦଖଲରେ ଭର୍ତ୍ତି ଭୁବନେଶ୍ବର। ସରକାରୀ ଜାଗାରେ ନିର୍ମାଣ ହୋଇଛି ବହୁତଳ ପ୍ରାସାଦ। ଯିଏ ଯେଉଁଠି ପାରୁଛି ଘର ତିଆରି କରୁଛି। ପ୍ରଥମେ ବାଡ଼ ଘେରାଇ ବାଉଁଶ ପଲା, ପରେ କଂକ୍ରିଟ୍‌ ନିର୍ମାଣ। ସହର ଛାତି ଉପରେ ମୂଲ୍ୟବାନ୍‌ ଜମି ହଡ଼ପ କରିବାରେ ଏହା ଏକ

ସାମ୍ବାଦିକ ସୁରକ୍ଷା ଅଧିନିୟମ ଆଣିବା ପାଇଁ ପ୍ରତିଶୃତି ଦେଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ଓଡ଼ିଶାରେ ସାମ୍ବାଦିକମାନେ ଖବର ପ୍ରସାରଣ ସହ ବିଭିନ୍ନ କାର୍ଯ୍ୟରେ ଗୁରୁ ଦାୟିତ୍ୱ ନିର୍ବାହ କରୁଛନ୍ତି। ଓଡ଼ିଶାର ଅଧିକାରରେ ସାମ୍ବାଦିକ ବନ୍ଧୁମାନଙ୍କର ବି ଦାୟିତ୍ୱ ଅଛି। ଏହି ସାମ୍ବାଦିକ ବନ୍ଧୁମାନଙ୍କର ସୁରକ୍ଷା, ଅଧିକାର ଓ ସୁବିଧା ପାଇଁ

ନୂଆବର୍ଷରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ :ଆଇନ୍ ମନ୍ତ୍ରୀ

ପୁରୀ/ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ୨୦୨୫ ଜାନୁଆରି ୧ ତାରିଖରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ। ଏଥିପାଇଁ ଡିସେମ୍ବର ୩୦ ଓ ୩୧ ତାରିଖରେ ଟ୍ରାଏଲ କରାଯିବ। ଆଜି ଏନେଇ ସୂଚନା ଦେଇଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।  ପୃଥ୍ବୀରାଜ ହରିଚନ୍ଦନ ଆହୁରି କହିଛନ୍ତି,

ପୁଣି ହୋଇପାରେ ବର୍ଷା: ବଢ଼ିଲା ଚାଷୀଙ୍କ ଚିନ୍ତା

ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ଗତ ୧୭ ତାରିଖ ଠାରୁ ୨୧ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ହୋଇଥିବା ବର୍ଷାକୁ ନେଇ ଚାଷୀକୁଳ ହଇରାଣ ହୋଇଥିବା ବେଳେ ପୁଣି ଥରେ ସେମାନେ ସମାନପ୍ରକାରର ପରସ୍ଥିତିର ସାମ୍ନା କରିବାକୁ ପଡ଼ିପାରନ୍ତି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର

ଭୁଶୁଡ଼ିବା ସ୍ଥିତିରେ ସେନ୍‌ସସ୍‌ କଲୋନି କ୍ବାର୍ଟର୍ସ

ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ୨୪ନମ୍ବର ୱାର୍ଡ ଅନ୍ତର୍ଗତ ସେନ୍‌ସସ୍‌ କଲୋନିରେ ଥିବା କ୍ବାର୍ଟର୍ସଗୁଡ଼ିକ ରକ୍ଷାଣାବେକ୍ଷଣ ଅଭାବରୁ ଭୁଶୁଡ଼ିପଡ଼ିବା ସ୍ଥିତିରେ ରହିଛି। ଅଧିକାଂଶ ବାହାର କାନ୍ଥରେ ଗଛ ଉଠି ବଡ଼ବଡ଼ ଫାଟ ସୃଷ୍ଟି କରିଛି। ଫଳରେ ଏହା ଭିତରେ ରହୁଥିବା ଲୋକେ ଅତଙ୍କିତ

ତାଗିଦା ପରେ ତତ୍ପରତା: ପଥ ଉତ୍ସବ ପ୍ରସ୍ତୁତି ଶେଷ

ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ସରକାରଙ୍କ ତାଗିଦା ପରେ ଚେତିଛି ବିଏମ୍‌ସି। ଜାନୁଆରି ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ହେବାକୁ ଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ଅବ୍ୟବହିତ ପୂର୍ବରୁ ବିଏମ୍‌ସି ପକ୍ଷରୁ ବ୍ୟାପକ ଆୟୋଜନ କରାଯାଉଛି। ଆଜି ବିଏମ୍‌ସିରେ ଏ ନେଇ ସ୍ବତନ୍ତ୍ର

ସାଇବର ଠକଙ୍କ ଆକାଉଣ୍ଟରୁ ଫେରିଲା ୨୪.୬ ଲକ୍ଷ: ଫେରିପାଇଲେ ମେଘାଳୟର ୨ ଯୁବତୀ

ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : କମିସନରେଟ୍‌ ପୁଲିସର ସାଇବର ଥାନାକୁ ମିଳିଛି ବଡ଼ ସଫଳତା। ସାଇବର ଠକ ରୢାକେଟ୍‌ର ମାଷ୍ଟରମାଇଣ୍ଡ୍‌କୁ ଧରିବା ସମ୍ଭବ ହୋଇ ନଥିଲେ ମଧ୍ୟ ଲୁଟ୍‌ର ଶିକାର ହୋଇଥିବା ଯୁବତୀଙ୍କୁ ୨୪ ଲକ୍ଷ ୬୦ ହଜାର ଟଙ୍କା ଫେରାଇବାକୁ ସକ୍ଷମ ହୋଇଛି ପୁଲିସ।