ହାଇସ୍କୁଲର ୧୦.୮ ଲକ୍ଷ ପିଲାଙ୍କୁ ମଧ୍ୟାହ୍ନଭୋଜନ
ସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୪୧ଲକ୍ଷ ୭୪ ହଜାର ୯୧୫ ଛାତ୍ରଛାତ୍ରୀ ପ୍ରଧାନମନ୍ତ୍ରୀ (ପିଏମ୍) ପୋଷଣ ଯୋଜନାରେ ଉପକୃତ ହେଉଛନ୍ତି। ଛାତ୍ରଛାତ୍ରୀଙ୍କୁ ଦିଆଯାଉଥିବା ମୁଣ୍ଡ ପିଛା ଖାଦ୍ୟର ମୂଲ୍ୟ କେନ୍ଦ୍ର ସରକାର ନିର୍ଦ୍ଧାରଣ କରନ୍ତି।
!-->!-->…