ମହର୍ଷିରେ ଛାତ୍ର ଅଶାନ୍ତି, ଅନିର୍ଦ୍ଧିଷ୍ଟକାଳ ପର୍ଯ୍ୟନ୍ତ କଲେଜ ବନ୍ଦ
ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ମହର୍ଷି କଲେଜରେ ଛାତ୍ର ଅଶାନ୍ତି ଦେଖାଦେଇଛି। କ୍ୟାମ୍ପସରେ ଛାତ୍ର ଅଶାନ୍ତି ଲାଗି ରହିଥିବାରୁ ଆଜି କଲେଜକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ ଘୋଷଣା କରାଯାଇଛି। ଆବଶ୍ୟକସ୍ଥଳେ ଛୁଟି ଅବଧି ବଢ଼ାଯିବ ବୋଲି ଉପାଧ୍ୟକ୍ଷ ସୂଚନା ଦେଇଛନ୍ତି। ଖବର ପାଇ!-->…