ଚାଉଳ ଦେବା ନାଁରେ ମହିଳାଙ୍କୁ ଦୁଷ୍କର୍ମ ଓ ଭିଡ଼ିଓ ଭାଇରାଲ: ଯୋଗାଣ ସହାୟକ ଗିରଫ

ଚାଉଳ ଦେବା ନାଁରେ ମହିଳାଙ୍କୁ ଦୁଷ୍କର୍ମ ଓ ଭିଡ଼ିଓ ଭାଇରାଲ ଘଟଣାରେ ଯୋଗାଣ ସହାୟକ ଗିରିଶ ସାହୁଙ୍କୁ ଗିରଫ କରାଯାଇଥିବାର ଖବର ମିଳିଛି। ତାଙ୍କୁ ଛତିଶଗଡ଼ରେ ନିଜର ଜଣେ ସଂପର୍କୀୟଙ୍କ ଘରୁ ଗିରଫ କରିଛି ପୁଲିସ୍। ଆଗଲପୁର/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ଚାଉଳ ଦେବା ନାଁରେ

ହଟିଲେ ମହିଳା କମିଶନ ଅଧକ୍ଷା

ମହିଳା କମିଶନ ଅଧ୍ୟକ୍ଷା ପଦରୁ ମିନତି ବେହେରା ହଟିଛନ୍ତି। ଏନେଇ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତ ମାସ ୨୩ ତାରିଖରେ ସରକାର ମହିଳା କମିଶନ ଅଧ୍ୟକ୍ଷା ପଦରୁ ମିନତି ବେହେରାଙ୍କୁ ବରଖାସ୍ତ କରିଥିଲେ। ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ

ସଅଳ ବନ୍ଧାହେବ ନୀଳଚକ୍ର ବାନା

ଆଜି ଅପରାହ୍ନ ସାଢ଼େ ୩ଟାରୁ ୪ଟା ମଧ୍ୟରେ ପତିତପାବନ ବାନା ବନ୍ଧା ହେବ। ଚୁନରା ସେବକମାନଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି। ଅପରାହ୍ନ ସମୟରେ କମ୍ ଗହଳି ମଧ୍ୟରେ ଧ୍ୱଜା ବନ୍ଧା ହେବା ଲକ୍ଷ୍ୟରେ ଏହି ନିର୍ଦ୍ଦେଶ ଜାରି କରାଯାଇଥିବା ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି। ପୁରୀ/ଭୁବନେଶ୍ୱର

ମହାକୁମ୍ଭ ମେଳା ପାଇଁ ବଢ଼ିଲା ହୋଟେଲ ଦର

ସରକାରଙ୍କ ଆଦେଶକୁ ଅଣଦେଖା କୁମ୍ଭମେଳାରେ ବୁଡ଼ ପକାଇଲେ ପାପ ଧୋଇଯାଏ। ଏଥି ପାଇଁ ଲୋକେ ହଜାର ହଜାର କିଲୋମିଟର ଦୂର ଅତିକ୍ରମ କରି କୁମ୍ଭମେଳାରେ ଯୋଗ ଦେଇଥାନ୍ତି। ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଆସନ୍ତା ଜାନୁଆରି ମାସରେ ମହାକୁମ୍ଭ ମେଳାର ଆୟୋଜନ ହେବ। ଭିଡକୁ ଦୃଷ୍ଟିରେ ରଖି ହୋଟେଲ

୩୦୦୦ ଶିଖ ତୀର୍ଥଯାତ୍ରୀଙ୍କୁ ଭିସା ଦେଲା ପାକିସ୍ତାନ

ନୂଆଦିଲ୍ଲୀରେ ଥିବା ପାକିସ୍ତାନ ହାଇକମିସନ ଭାରତର ୩ ହଜାରରୁ ଅଧିକ ଶିଖ୍ ତୀର୍ଥଯାତ୍ରୀଙ୍କୁ ଭିସା ପ୍ରଦାନ କରିଛନ୍ତି। ପାକିସ୍ତାନ ହାଇକମିଶନ ସୋସିଆଲ ମିଡିଆ ହ୍ୟାଣ୍ଡେଲ ଏକ୍ସରେ ପୋଷ୍ଟ କରି ଏ ନେଇ ସୂଚନା ଦେଇଛନ୍ତି । ନୂଆଦିଲ୍ଲୀ/ଭୁବନେଶ୍ୱର ୧୦-୧୧-୨୦୨୪(ପିପିଏସ ) : ନୂଆଦିଲ୍ଲୀରେ

ଆରମ୍ଭ ହେଲା ଧାନ କଟା; ମଣ୍ଡି ଅପେକ୍ଷାରେ ଚାଷୀ

ଖରିଫ ମଣ୍ଡି ତାରିଖ ଘେଷଣା ହୋଇନି। ମଣ୍ଡିର ସୁପରିଚାଳନାକୁ ନେଇ ଜିଲ୍ଲାପାଳ ଏହାରି ମଧ୍ୟରେ ଦୁଇଟି ବୈଠକ କରି ସାରିଲେଣି। ମଣ୍ଡି ତାରିଖ ଘୋଷଣା ହୋଇନଥିଲେ ହେଁ ଧାନ ପାଚି ସାରିଥିବାରୁ କାଟିବା ଆରମ୍ଭ କଲେଣି। ୨୦ପ୍ରତିଶତ ଧାନ କାଟିସାରିଥିବା କୃଷି ବିଭାଗ ପକ୍ଷରୁ ସୂଚନା ମିଳିଛି।

ସୀମାନ୍ତରେ ଝାଡ଼ଖଣ୍ଡ ନିର୍ବାଚନ ପ୍ରଚାର

ମଙ୍ଗଧରିଛନ୍ତି ଓଡ଼ିଆ ଆଦିବାସୀ ନେତା ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଗାଁର ଆଦିବାସୀ ନେତାଙ୍କ ନେତୃତ୍ବରେ ଗଠିତ ବିଭିନ୍ନ ସଙ୍ଗଠନରେ ଉଭୟ ରାଜ୍ୟର ଶତାଧିକ କାର୍ଯ୍ୟକର୍ତ୍ତା ଥିବାରୁ ଏମାନଙ୍କୁ ବିଜେପି ଓ ଜେଏମ୍‌ଏମ୍‌ ନେତାମାନେ ନିର୍ବାଚନୀ ଅସ୍ତ୍ର କରିଛନ୍ତି। ଯେଉଁମାନେ ସିମ୍‌ଡେଗା ଓ

ପୁଣି ଟେନ୍‌ସନ୍‌ ବଢ଼ାଇଲା ଟିଟିଏସ୍‌: ଗନ୍ଧେଇଲାଣି ଅଧାସହର

ମାସ କେଇଟା ଯାଇନି। ପୁଣି ଗନ୍ଧେଇଲାଣି ଅଧା ସହର। ସୈନିକ ସ୍କୁଲ ନିକଟ ଟେମ୍ପରାରି ଟ୍ରାଞ୍ଜିଟ୍‌ ଷ୍ଟେସନ(ଟିଟିଏସ୍‌) ରେ ସୃଷ୍ଟି ହୋଇଥିବା ଆବର୍ଜନା ପାହାଡ଼ ଏବେ ସହରବାସୀଙ୍କ ନିଦ ହଜାଇ ଦେଲାଣି। ଭୁବନେଶ୍ୱର ୧୦-୧୧-୨୦୨୪(ପିପିଏସ ) : ମାସ କେଇଟା ଯାଇନି। ପୁଣି ଗନ୍ଧେଇଲାଣି ଅଧା ସହର।

ଅଁଳା ନବମୀ ଲାଗି ସାକ୍ଷୀଗୋପାଳ ମନ୍ଦିର ଓ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼

ଆଜି ହେଉଛି ପବିତ୍ର ଅଁଳା ନବମୀ । ଏଥିଲାଗି ଚଳଚଞ୍ଚଳ ସାକ୍ଷୀଗୋପାଳ ମନ୍ଦିର। ରାଧାପାଦ ଦର୍ଶନ ପାଇଁ ସେଠାରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହେଉଛି। ଏଠାରେ ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀରାଧା । ଭୁବନେଶ୍ୱର ୧୦-୧୧-୨୦୨୪(ପିପିଏସ ) : ଆଜି ହେଉଛି ପବିତ୍ର ଅଁଳା ନବମୀ ।

ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ୟ ସମ୍ମିଳନୀ ଉଦଘାଟିତ

ଭୁବନେଶ୍ୱର ୧୦-୧୧-୨୦୨୪(ପିପିଏସ ) : ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଭୁବନେଶ୍ୱର ଲୋକସେବା ଭବନରେ ଆୟୋଜିତ ଦୁଇଦିନିଆ ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ୟ ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଉଦଘାଟନ କରିଛନ୍ତି। ଏଥିରେ “ଓଡ଼ିଶାର ଶ୍ରୀ ଅନ୍ନ ଓ କୃଷି