ଗଣେଶ ପୂଜା ବିସର୍ଜନ ପାଇଁ ଆସିଲା ଗାଇଡଲାଇନ୍‌

ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : ଭୁବନେଶ୍ୱରରେ ଗଣେଶ ପୂଜା ବିସର୍ଜନ ପାଇଁ ବିଏମସି ଗାଇଡଲାଇନ୍‌ ଜାରି କରିଛି। ଇକୋ ଫ୍ରେଣ୍ଡଲି ଭାବେ ବିସର୍ଜନ ପାଇଁ ନିୟମାବଳୀ ଜାରି ହୋଇଛି । ଗଣେଶ ମୂର୍ତ୍ତି ବିସର୍ଜନ ପାଇଁ ରାଜଧାନୀରେ ଦୁଇଟି ଜାଗା ଚି଼ହ୍ନଟ କରାଯାଇଛି। ତାହା ହେଲା ଟଙ୍କପାଣି

ଲକ୍ଷ୍ନୌରେ ଭୁଷୁଡ଼ିଲା ୩ମହଲା କୋଠା : ୪ ମୃତଦେହ ଉଦ୍ଧାର, ୨୮ ଜଣ ଗୁରୁତର

ଲକ୍ଷ୍ନୌ/ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : ଉତ୍ତର ପ୍ରଦେଶର ଲକ୍ଷ୍ନୌ ଠାରେ ଥିବା ଟ୍ରାନ୍ସପୋର୍ଟ ନଗରରେ ଗୋଟିଏ ୩ ମହଲା ବିଶିଷ୍ଟ ବିଲଡିଂ ଭୁଶୁଡ଼ିବା ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ଧ୍ୱଂସାବଶେଷ ୪ ଜଣଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ସେହିପରି ଆଉ ୨୮ ଜଣ ଗୁରୁତର

ସୁନୀତାଙ୍କୁ ଛାଡ଼ି ମହାକାଶରୁ ଫେରିଲା ବୋଇଂ ଷ୍ଟାରଲାଇନର

ନୂଆଦିଲ୍ଲୀ/ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : ଶେଷରେ ସୁନୀତା ଓ୍ବିଲିୟମ୍ସଙ୍କୁ ମହାକାଶରେ ଛାଡ଼ି ପୃଥିବୀ ପୃଷ୍ଠକୁ ଫେରିଛି ବୋଇଂ ଷ୍ଟାରଲାଇନର କ୍ୟାପସୁଲ। ଶନିବାର ନ୍ୟୁ ମେକ୍ସିକୋର ହ୍ବାଇଟ୍‌ ସ୍ୟାଣ୍ଡ୍‌ସ ମିଜାଇଲ ରେଞ୍ଜରେ କ୍ୟାପସୁଲ୍‌ ସଫଳତାର ସହିତ ଅବତରଣ କରିଛି । ଫଳରେ ନାସା

ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିଲା ଛୁଟି

ସମ୍ବଲପୁର/ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲ୍ଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା ଦେଇଛନ୍ତି ସମ୍ବଲପୁର ଏସପି ମୁକେଶ କୁମାର ଭାମୁ। ଏସପି ସୂଚନା ଦେଇ କହିଛନ୍ତି, ଆସନ୍ତାକାଲି

ଓଭର ଟେକ୍‌ କଲାବେଳେ ଚାପିଦେଲା ଟ୍ରକ୍‌ : ଦୁଇ ନାବାଳକ ମୃତ

କୋରାପୁଟ/ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : ଓଭର ଟେକ୍‌ କରିବା ବେଳେ ଟ୍ରକ ଚକ ତଳେ ଚାପିହୋଇ ଦୁଇ ନାବାଳକଙ୍କ ମୃତ୍ୟୁ ହୋଇଛି l ଶନିବାର ଅପରାହ୍ନରେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି କୋରାପୁଟ ଟାଉନ୍‌ରେ । କୋରାପୁଟରୁ ସୁନାବେଡା ଅଭିମୁଖେ ଯାଉଥିଲା ଏକ ଟ୍ରକ୍‌। ଆଉ ଟ୍ରକ୍‌

ମାତାଲ ଅବସ୍ଥାରେ ସ୍କୁଲରେ ଗଡ଼ିଲେ ପ୍ରଧାନ ଶିକ୍ଷକ : କାର୍ଯ୍ୟାନୁଷ୍ଠାନ ନେଲେ ଅଧିକାରୀ

ସୁନ୍ଦରଗଡ଼/ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : ପାଠ ପଢ଼ାଇବା ପରିବର୍ତ୍ତେ ନିଶାସକ୍ତ ଅବସ୍ଥାରେ ଶ୍ରେଣୀ କକ୍ଷରେ ଶୋଇଥିଲେ ପ୍ରଧାନ ଶିକ୍ଷକ। ଏତେ ପରିମାଣରେ ମଦ ପିଇଥିଲେ ଯେ ଭୂଇଁରୁ ଉଠିବାକୁ ସକ୍ଷମ ନଥିଲେ । ଦୀର୍ଘ ସମୟ ଧରି ସାର୍‌ ନଉଠିବାରୁ ଅଭିଭାବକମାନେ ଏନେଇ ବ୍ଲକ ଶିକ୍ଷା

ଗଣେଷ ପୂଜାରେ ଅଘଟଣ : ସ୍କୁଲରେ ମହୁମାଛି ଆକ୍ରମଣ, ୩ ଛାତ୍ରୀ ଆହତ

କଟକ,୦୭-୦୯-୨୦୨୪(ପିପିଏସ) : ସ୍କୁଲ ପରିସରରେ ମହୁମାଛି ଆକ୍ରମଣରେ ୩ ଛାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । କଟକ ଜିଲ୍ଲା ବାଙ୍କୀ ବ୍ଲକ ଅନ୍ତର୍ଗତ ବରହମପୁରା ରଘୁନାଥ ଦେବତା ଉଚ୍ଚ ବିଦ୍ୟାଳୟରେ ଛାତ୍ରୀମାନଙ୍କୁ ମହୁମାଛି ଆକ୍ରମଣ କରିଥିବା ଜଣାପଡ଼ିଛି। ଗଣେଶ ପୂଜାରେ ବିଦ୍ୟାଳୟ ପରିସରରେ

ଲକ୍ଷାଧିକ ନଗଦ ଟଙ୍କା ସହ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏମଭିଆଇ

ଭୁବନେଶ୍ୱର ୦୭-୦୯-୨୦୨୪(ପିପିଏସ) : ଲକ୍ଷାଧିକ ଟଙ୍କା ସହ ଏମଭିଆଇଙ୍କୁ ଧରିଲା ଭିଜିଲାନ୍ସ । ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା ଏମଭିଆଇ ବିଜୟ ବେହୁରିଆ । ନୂଆପଡ଼ାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧା ଠାରେ ମାଡ଼ିବସିଲା ଭିଜିଲାନ୍ସ । ଧରାପଡ଼ିଥିବା ଟଙ୍କା ପିସି

ସାଉଦି ଆରବରେ ଫସିଲେ ଓଡ଼ିଆ ଶ୍ରମିକ : ଉଦ୍ଧାର ଲାଗି ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ

ଭୁବନେଶ୍ୱର ୦୭-୦୯-୨୦୨୪(ପିପିଏସ) : ପେଟ ପାଟଣା ପାଇଁ କାମ କରିବାକୁ ସାଉଦି ଆରବରେ ପଳାଇଥିଲେ। ଏକ ଘରୋଇ କମ୍ପାନୀରେ ପାଣି ପାଇପରେ କାମ କରୁଥିଲେ। କିଛି ଦିନ କମ୍ପାନୀରେ କାମ କରିବା ପରେ ଏବେ କମ୍ପାନୀ କାମ ଦେଉନାହିଁ କି ସେମାନଙ୍କୁ ଦରମା ମଧ୍ୟ ଦେଉନାହିଁ। ଶ୍ରମିକମାନେ ଘରକୁ ଫେରିବାକୁ

ଜଙ୍ଗଲ ମନ୍ତ୍ରୀଙ୍କ ଅଗଣାରେ ଢମଣା

ଭୁବନେଶ୍ୱର ୦୭-୦୯-୨୦୨୪(ପିପିଏସ) : ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବାସଭବନରେ ବାହାରିଲା ସାପ । ଭୁବନେଶ୍ୱର ୟୁନିଟ୍-୬ରେ ଥିବା ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆଙ୍କୁ ଆବଣ୍ଟିତ ନୂଆ ସରକାରୀ ବାସଭବନରେ ଏବେ ନବୀକରଣ କାମ ଚାଲୁଥିବା ବେଳେ ସେଠାରୁ ଏକ ସାପ ଉଦ୍ଧାର ହୋଇଛି।