ଛଟ୍ ପୂଜା: କୁଆଖାଇ ନଦୀରେ ଅସ୍ତଗାମୀ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଦେଲେ ଶ୍ରଦ୍ଧାଳୁ
ଭୁବନେଶ୍ବରର କୂଆଖାଇ ନଦୀପଠାରେ ବ୍ରତାଧାରୀମାନେ ଆଜି ସୂର୍ଯ୍ୟ ଦେବତାଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ହଜାର ହଜାର ବ୍ରତଧାରୀ ମହିଳା ଅସ୍ତଗାମୀ ସୂର୍ଯ୍ୟ ଦେବତାଙ୍କୁ ଅର୍ଘ୍ୟ ପ୍ରଦାନ କରିଛନ୍ତି। ପରିବାରର ସୁଖ, ଶାନ୍ତି ଓ ସମୃଦ୍ଧି ପାଇଁ ସେମାନେ ଅସ୍ତଗାମୀ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଅର୍ପଣ!-->…