ଓଡ଼ିଶାର ୨ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର
ନୂଆଦିଲ୍ଲୀ/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାର ଦୁଇ ଶିକ୍ଷକଙ୍କ ସମେତ ଦେଶର ୮୨ ଜଣ ଶିକ୍ଷକ/ଶିକ୍ଷୟିତ୍ରୀଙ୍କୁ ଜାତୀୟ ପୁରସ୍କାର-୨୦୨୪ରେ ସମ୍ମାନିତ କରିଛନ୍ତି। କେନ୍ଦ୍ର ଶିକ୍ଷା!-->!-->!-->…