୧୦ ମାର୍ଚ୍ଚରୁ ପିଜି ନାମଲେଖା ପ୍ରକ୍ରିୟା ଆରମ୍ଭ
ଓଡ଼ିଶା ସରକାର ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ସ୍ନାତକୋତ୍ତର (ପିଜି) ନାମଲେଖା ପ୍ରକ୍ରିୟା ଯଥାଶୀଘ୍ର ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପିଜି ପ୍ରୋଗ୍ରାମରେ ନାମ ଲେଖାଇବାକୁ ଚାହୁଁଥିବା ଛାତ୍ରଛାତ୍ରୀମାନଙ୍କୁ ସାଧାରଣ ପିଜି ପ୍ରବେଶିକା ପରୀକ୍ଷା (ସିପିଇଟି) ଦେବାକୁ ପଡିବ
!-->!-->!-->…