ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଲେ ସାଂସଦ ସୁଜିତ କୁମାର

ଉଭୟ ବିଜେଡି ଓ ରାଜ୍ୟସଭାରୁ ଇସ୍ତଫା ଦେଲେ ସୁଜିତ କୁମାର। ସେ ବିଜେଡି ଅଧ୍ୟକ୍ଷ ନବୀନ ପଟ୍ଟନାୟକ ଓ ରାଜ୍ୟସଭା ଅଧ୍ୟକ୍ଷଙ୍କ ପାଖକୁ ଇସ୍ତଫାପତ୍ର ପଠାଇଛନ୍ତି। ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ଉଭୟ ବିଜେଡି ଓ ରାଜ୍ୟସଭାରୁ ଇସ୍ତଫା ଦେଲେ ସୁଜିତ କୁମାର। ସେ ବିଜେଡି ଅଧ୍ୟକ୍ଷ

ଆମ୍ବୁଲାନ୍ସରେ ବି ସୁରକ୍ଷିତ ନାହାନ୍ତି ମହିଳା

ଉତ୍ତରପ୍ରଦେଶ/ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ଯୌନ ନିର୍ଯାତନକୁ ବିରୋଧ କଲେ ମହିଳା । ଅକ୍ସିଜେନ ମାସ୍କ କାଢ଼ି ସ୍ବାମୀକୁ ମାରିଦେଲା ଅମ୍ବୁଲାନ୍ସ ଚାଳକ । ଉତ୍ତରପ୍ରଦେଶର ଗାଜିପୁରରେ ଘଟିଛି ଏଭଳି ଲଜ୍ଜାଜନକ ଘଟଣା। ଅର୍ଥାଭାବରୁ ମହିଳା ନିଜ ସ୍ବାମୀଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ

ଓଡ଼ିଶାରୁ ଦୁବାଇ ଗଲା ଡ୍ରାଗନ୍‌

ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ) : ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର କାର୍ଗୋ ଟର୍ମିନାଲରୁ ପ୍ରଥମ ଥର ଲାଗି ଡ୍ରାଗନ ଫଳର ରପ୍ତାନୀ ହୋଇଛି। ବଲାଙ୍ଗିର ଜିଲାର ପାଟଣାଗଡ଼ରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଫାର୍ମରେ ହୋଇଥିବା ଏହି ଡ୍ରାଗନ ଫଳ

ବିଲେଇ ମଳରୁ ତିଆରି ମାହାଙ୍ଗା କଫି

ନୂଆଦିଲ୍ଲୀ/ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ) : ସୀମିତ ମାତ୍ରାରେ କଫି ସେବନ କରିବା ଦ୍ୱାରା ଏହା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ । ଦୁନିଆରେ ଅନେକ କଫି ପ୍ରେମୀ ରହିଛନ୍ତି । ବିଦେଶରେ ଲୋକମାନେ ବିଭିନ୍ନ ପ୍ରକାର କଫି ପିଇବାକୁ ପସନ୍ଦ କରନ୍ତି । ଦୁନିଆର ସବୁଠାରୁ ମହଙ୍ଗା କଫି

ଦଶ ମାସର ଶିଶୁ କୁ ଛାଡି ମା ଫେରାର:ବାପା ଥାନାର ଦ୍ୱାରସ୍ତ..

ଟିଟିଲାଗଡ଼//ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ଦଶ ମାସର ଶିଶୁ, ଦେଖିବାକୁ ଯେତେ ସୁନ୍ଦର, ସେମିତି ଡଉଳ ଡାଉଲ ବି.. ମାର କ୍ଷୀର ବି ଛାଡ଼ିନାହିଁ.. ହେଲେ ମା ଯେ ନିଷ୍ଠୁର ହେବ, ତାହା ଏ କୁନି ଶିଶୁ ଟି କେମିତି ଜାଣିବ..ନିଜ ପିଲା ପାଇଁ ମା ଟିଏ କେତେ କଣ ସହି ଯାଉଛି.. ନିଜ ଜୀବନ କୁ

ବେଆଇନ ମଦ, ଗଞ୍ଜେଇ ବିକ୍ରି ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ଶତାଧିକ ମହିଳା

କଳାହାଣ୍ଡି /ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ଦେଶୀ ବିଦେଶୀ ମଦ ପ୍ରଭାବ​ରେ ପରିବାର ମଧ୍ୟରେ ଗଣ୍ଡଗୋଳ। ଗାଁ ଗାଁରେ ଅଶାନ୍ତି। ଦିନକୁ ଦିନ ବଢ଼ୁଛି ଦୁର୍ଘଟଣା। ଅବକାରୀ ବିଭାଗର ହାତ ଖାଲି। ଯେତେବେଳେ କୌଣସି ଅଭିଯୋଗ ହୁଏ କାଁ ଭାଁ କିଛି ମଦ କୋଠି ଉପରେ ଚଢାଉ କରି ନିଜର କାର୍ଯ୍ୟ

ନବମ-ଏକାଦଶ ଛାତ୍ରଛାତ୍ରୀଙ୍କୁ ୫ ହଜାର ହାତଖର୍ଚ୍ଚ: ସ୍ବାସ୍ଥ୍ୟମନ୍ତ୍ରୀ

ଏହା ଦ୍ବାରା ରାଜ୍ୟର ୩ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇପାରିବେ ବୋଲି ବିଧାନସଭାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ପ୍ରଦାନ କରିଛନ୍ତି। ଭୁବନେଶ୍ବର/୦୫-୦୯-୨୦୨୪(ପିପିଏସ ): ଅଧାରୁ ପାଠ ଛାଡୁଥିବା ଜନଜାତି ସମ୍ପ୍ରଦାୟର ଛାତ୍ରଛାତ୍ରୀଙ୍କୁ

ସୁଭଦ୍ରା ଯୋଜନା ନାଁରେ ଆଧାର ତାତି। 

ଆଧାର କାର୍ଡ ସଂଶୋଧନ ଲାଗି ଦଳାଚକଟାରେ ୫ ମହିଳା ଓ ଶିଶୁ ଗୁରୁତର ସୋର/ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ସୁଭଦ୍ରା ଯୋଜନା ନାଁରେ ଆଧାର ତାତି। ସୋର ହେଡ ପୋଷ୍ଟ ଅଫିସରେ ଆଧାର କାର୍ଡ ସଂଶୋଧନ ପାଇଁ ବିଭିନ୍ନ ଅଞ୍ଚଳରୁ ଶହଶହ ଲୋକ ଭୋର ଚାରିଟାରୁ ଲାଇନ ଲଗାଇଥିବା ଦେଖିବାକୁ

ଗଣେଶ ପୂଜା ଚାନ୍ଦା ପାଇଁ ଲଙ୍କାକାଣ୍ଡ

ଘରେ ସମସ୍ତେ ଶୋଇଥିବା ସମୟରେ  ଦୁର୍ବୃତ୍ତମାନେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଛନ୍ତି । ଫଳରେ ଦୁଇଟି ବାଇକ ସହ ବହୁ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି । ସମ୍ବଲପୁର/ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ଗଣେଶ ପୂଜା ଚାନ୍ଦା ନ ଦେବାକୁ ନେଇ ସମ୍ବଲପୁର ସହରରେ କିଛି ଦୁବୃର୍ତ୍ତ

ବିଧାନସଭାରେ ରେଭେନ୍‌ସା ଝଡ଼

ଶୂନ୍ୟକାଳରେ ଶାସକ ଏବଂ ବିରୋଧୀ ଏହି ପ୍ରସଙ୍ଗରେ ମୁହାଁମୁହିଁ  ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ରେଭେନ୍‌ସା ବିଶ୍ବବିଦ୍ୟାଳୟର ନାମ ପରିର୍ତ୍ତନକୁ ନେଇ ଗୁରୁବାର ବିଧାନସଭାରେ ହଟ୍ଟଗୋଳ ସୃଷ୍ଟି ହୋଇଛି। ଶୂନ୍ୟକାଳରେ ଶାସକ ଏବଂ ବିରୋଧୀ ଏହି ପ୍ରସଙ୍ଗରେ ମୁହାଁମୁହିଁ ହୋଇଛନ୍ତି।