ନନ୍ଦନକାନନକୁ ଆସିଲେ ଦୁଇ ଜିରାଫ୍

ଭୁବନେଶ୍ୱର,୨-୯-୨୪(ପିପିଏସ) : ଭୁବନେଶ୍ୱର ସହର ଉପକଣ୍ଠ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିଲେ ନୂଆ ସଦସ୍ୟ । କୋଲକାତା ଆଲିପୁର ଚିଡ଼ିଆଖାନାରୁ ଅଣାଯାଇଛି ଦୁଇଟି ଜିରାଫ୍। ଦେଢ଼ ବର୍ଷର ପୁରୁଷ ଓ ବର୍ଷେ ୧ ମାସର ମାଈ ଜିରାଫ ଗତକାଲି ରାତିରେ ନନ୍ଦନକାନନରେ ଆସି ପହଞ୍ଚିଛନ୍ତି। ଏହି ଦୁଇ

ଘରୁ ଘୋଷାଡ଼ି ଆଣି ମହିଳାଙ୍କୁ ହତ୍ୟା

କେନ୍ଦୁଝର/ଭୁବନେଶ୍ୱର,୨-୯-୨୪(ପିପିଏସ) : ହାଣ୍ଡିଆ ଆଣି ନ ଦେବାରୁ ମହିଳାଙ୍କୁ ଘରୁ ଘୋଷାଡ଼ି ଆଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଏପରି ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅନ୍ତର୍ଗତ ନିଆଳିଝରଣ ଗାଁରେ । ମୃତ ମହିଳା ଜଣଙ୍କ ହେଲେ ସାଲେକ ହେମ୍ବ୍ରମ।

ମାଲବାହୀ ଟ୍ରେନ ଲାଇନଚ୍ୟୁତ : ଦୁଇଟି ବଗି ଭାଙ୍ଗିଲା

ପାରାଦୀପ/ଭୁବନେଶ୍ୱର,୨-୯-୨୪(ପିପିଏସ) : ପାରାଦୀପ ରଙ୍ଗିଆଗଡ଼ ରେଲଓ୍ବେ ଷ୍ଟେଶନ ପାଖ ବାଉରିଆପାଳନନ୍ଦା ଠାରେ ସୋମବାର ମଧ୍ୟାହ୍ନରେ ଏକ ମାଲବାହୀ ଟ୍ରେନ୍‌ର ଦୁଇଟି ବଗି ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନଟି ଲାଇନଚ୍ୟୁତ ହେବା ଯୋଗୁ କୌଣସି କ୍ଷୟକ୍ଷତି ହୋଇନଥିବା ପୂର୍ବତଟ ରେଳପଥ ପକ୍ଷରୁ ସୂଚନା

ବିଚାରାଧୀନ କଏଦୀଙ୍କୁ ଗ୍ୟାଙ୍ଗଷ୍ଟାରଙ୍କ ଆକ୍ରମଣ ଘଟଣା : ତଦନ୍ତ କରିବେ କଟକ ଡିଭିଜନ୍ ଡିଆଇଜି

ଭୁବନେଶ୍ୱର,୨-୯-୨୪(ପିପିଏସ) : ରବିବାର ଦିନ ହୋଇଥିବା ଝାରପଡ଼ା ଜେଲରେ ବିଚାରାଧିନ କଏଦୀ ସୌମ୍ୟକାନ୍ତ ମହାନ୍ତିଙ୍କୁ ଆକ୍ରମଣ ଘଟଣାକୁ ନେଇ ଆରମ୍ଭ ହୋଇଛି ଖୋଳତାଡ଼ । ଜେଲ୍‌ ଭିତରେ କଏଦୀଙ୍କ ସୁରକ୍ଷାଙ୍କୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବା ବେଳେ ଜେଲ୍‌ର କିଛି ଅଧିକାରୀ ବି ଏଥିରେ ସାମିଲ

ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ : ୮ଟି ସ୍ଥାନରେ ଚଢ଼ାଉ

ଅନୁଗୁଳ/ଭୁବନେଶ୍ୱର,୨-୯-୨୪(ପିପିଏସ) : ପୁଣି ଭିଜିଲାନ୍ସ ଜାଲରେ ପଡ଼ିଛି ଆଉଏକ ବଡ଼ ମାଛ । ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ସୋମବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବଡ଼ଧରଣର ରେଡ୍‌ ଚାଲିଛି । ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଏହି ରେଡ୍‌ ଚାଲିଥିବା ଜଣାପଡ଼ିଛି । ଆୟ ବହିର୍ଭୂତ

ସମ୍ବଲପୁର ପାଇଁ ଯୋଗଦାନ ସ୍ମରଣୀୟ ହୋଇ ରହିବ : ଧର୍ମେନ୍ଦ୍ର ପ୍ରଧାନ

• ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ • ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଲେ ସମ୍ବଲପୁର/ଭୁବନେଶ୍ୱର ୧-୯-୨୪(ପିପିଏସ୍) : ସମ୍ବଲପୁରର ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କ ଅକାଳ

ସତ ବାହାଘର ମିଛ ପୋଲିସ : ଖୋଲିଲା ନକଲି ଇନ୍ସପେକ୍ଟରଙ୍କ ପେଡ଼ି

ଭୁବନେଶ୍ୱର,୧-୦୯-୨୪(ପିପିଏସ) : ଫେସବୁକରେ ପ୍ରେମ କରି ଫସିଲେ ଆଉଜଣେ ମହିଳା ମହିଳା । ନକଲି ପୋଲିସ ଇନ୍ସପେକ୍ଟରଙ୍କ ପ୍ରେମରେ ପଡ଼ି ବିବାହ କଲେ । ଏବେ ସତ କଥା ଜାଣିବା ପରେ ଆସି ପ୍ରକୃତ ପୋଲିସ ପାଖରେ କରିଛନ୍ତି ଅଭିଯୋଗ । ମହିଳାଙ୍କ ଅଭିଯୋଗକୁ ଭିତ୍ତି କରି ଖଣ୍ଡଗିରି ଥାନା ଜଣେ

ଇଣ୍ଡିଗୋ ବିମାନରେ ବୋମା ଆତଙ୍କ : ନାଗପୁରରେ ଜରୁରୀକାଳୀନ ଅବତରଣ

ହାଇଦ୍ରାବାଦ/ଭୁବନେଶ୍ୱର,୧-୦୯-୨୪(ପିପିଏସ) : ବିମାନରେ ବୋମା ଆତଙ୍କ । ମଧ୍ୟପ୍ରଦେଶର ଜବଲପୁରରୁ ତେଲେଙ୍ଗାନାର ହାଇଦ୍ରାବାଦ ଅଭିମୁଖେ ଯାଉଥିବା ଇଣ୍ଡିଗୋର ଏକ ବିମାନରେ ବୋମା ଥିବା ଖବର ସାମ୍ନାକୁ ଆସିବା ପରେ ଏହାକୁ ନାଗପୁରକୁ ଡାଇର୍ଭଟ କରିଦିଆଯାଇଛି । ଇଣ୍ଡିଗୋ ବିବୃତ୍ତି ଅନୁଯାୟୀ,

ପ୍ୟାରିସ ପାରା ଅଲିମ୍ପିକ୍ସ : ସେମିରେ ମନୀଷା, ଫାଇନାଲରେ ରବି – ନିରାଶ କଲେ ଅବନୀ-ସିଦ୍ଧାର୍ଥ

ନୂଆଦିଲ୍ଲୀ/ଭୁବନେଶ୍ୱର,୧-୦୯-୨୪(ପିପିଏସ) : ପ୍ୟାରିସରେ ଚାଲିଥିବା ପାରା ଅଲିମ୍ପିକ୍ସର ୪ର୍ଥ ଦିନର ମର୍ଣ୍ଣିଂ ସେସନ୍ସରେ ଭାରତକୁ ମିଶ୍ରିତ ରେଜଲ୍ଟ ମିଳିଛି । ୧୦ ମିଟର ଏୟାର ରାଇଫଲ (ଏସଏଚ୍‌ ୧) ମିକ୍ସଡ ଇଭେଣ୍ଟରେ ଅବନୀ ଲେଖାର ଓ ସିଦ୍ଧାର୍ଥ ବାବୁ ନିରାଶ କରିଛନ୍ତି। ଅବନୀ ୧୦ ମିଟର

ଜିଲା ଜଜ ନ୍ୟାୟପାଳିକାର ମେରୁଦଣ୍ଡ : ସିଜେଆଇ

ନୂଆଦିଲ୍ଲୀ/ଭୁବନେଶ୍ୱର,୧-୦୯-୨୪(ପିପିଏସ) : ଜିଲା ଜଜ ନ୍ୟାୟପାଳିକାର ମେରୁଦଣ୍ଡ ବୋଲି ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚଡ ଶନିବାର କହିଛନ୍ତି। ଆମେ ସେମାନଙ୍କୁ ଅବମାନନା କରିବା ବନ୍ଦ କରିବା ଉଚିତ୍‌। ସିଜେଆଇ କହିଛନ୍ତି ଯେ ଜିଲା କୋର୍ଟ ହେଉଛି ସେହି ସ୍ଥାନ