କନ୍ଧମାଳରେ ଶୀତ: ରାତିର ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରି ତଳକୁ ଖସିଲା

ଚଳିତ ବର୍ଷ କନ୍ଧମାଳ ଜିଲ୍ଲାରେ ଶୀତର ପହିଲି ସ୍ପର୍ଶ ଅନୁଭୂତ ହୋଇଛି। ଶୁକ୍ରବାର ଠାରୁ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବାରୁ ଆଜି ସକାଳୁ ସକାଳୁ ଥଣ୍ଡା ଅନୁଭୂତ ହୋଇଛି। ଦିନରେ ସାମାନ୍ୟ ଗ୍ରୀଷ୍ମ ଅନୁଭୂତ ହେଉଥିବା ବେଳେ ରାତିରେ ଶୀତ ଲାଗୁଛି। ସକାଳ ସମୟରେ ଘନ କୁହୁଡ଼ି ମଧ୍ୟ

ପୋଡ଼ି ପାଉଁଶ ହୋଇଗଲା ପାର୍ବଣର ସ୍ବପ୍ନ

ରାତିଅଧରେ ନିଆଁ ଲାଗିଲା। ପାର୍ବଣ ଋତୁ ଚାଲିଥିବାରୁ ବ୍ୟବସାୟୀମାନେ ନିଜ ଦୋକାନରେ ଉଛୁଳିବା ଭଳି ପରିମାଣର ସାମଗ୍ରୀ ରଖିଥିଲେ। ଗୋଟିଏ ସ୍ଥାନରୁ ନିଆଁ ଆରମ୍ଭ ହୋଇ ଚାରିଆଡ଼କୁ ବ୍ୟାପିଗଲା। ଜାଣିବାବେଳକୁ ସାରା ଅଞ୍ଚଳ ନିଆଁରେ ଜଳୁଥିଲା। ଭୁବନେଶ୍ୱର ୦୨-୧୧-୨୦୨୪(ପିପିଏସ) :

ବାଲିଯାତ୍ରା ଆୟୋଜନ ଦ୍ବନ୍ଦ୍ବ

ତଳ ପଡ଼ିଆରେ ହେଲେ ଖିଲାପ ହେବ ଏନ୍‌ଜିଟି ନିର୍ଦ୍ଦେଶ ହାଇକୋର୍ଟରେ ସହର ସମସ୍ୟା ଶୁଣାଣି ବେଳେ ବାଲିଯାତ୍ରା ଆୟୋଜନକୁ ସଂପୂର୍ଣ୍ଣ ଭାବେ ତଳପଡ଼ିଆରେ କରିବା ପାଇଁ ପ୍ରସ୍ତାବ ଆସିବା ପରେ ଅଦାଲତ ଜିଲ୍ଲାପାଳଙ୍କୁ ଏ ସଂକ୍ରାନ୍ତରେ ବୈଠକ ଡାକି ଆଲୋଚନା କରିବାକୁ ନିର୍ଦ୍ଦେଶ

ନୂଆ ବିବାଦ ଛିଡ଼ାକଲା ଇସ୍କନ୍‌

ସ୍ନାନଯାତ୍ରା ବାତିଲ, ରଥଯାତ୍ରା ପାଇଁ ପ୍ରସ୍ତୁତି! ଅଦିନିଆ ରଥଯାତ୍ରାକୁ ସବୁ ମହଲରୁ ଦୃଢ଼ ବିରୋଧ କରାଯିବା ପରେ ନଭେମ୍ବର ୩ରେ ଆମେରିକାର ହଷ୍ଟନ୍‌ଠାରେ ଆୟୋଜିତ ହେବାକୁ ଥିବା ସ୍ନାନଯାତ୍ରାକୁ ଇସ୍କନ୍‌ ବାଦ୍‌ ଦେଇଛି। ଏମିତିକି ନିଜ ସାମାଜିକ ଗଣମାଧ୍ୟମରେ ସ୍ନାନଯାତ୍ରା

କଟକରେ ବାଣଫୁଟାକୁ କେନ୍ଦ୍ର କରି ଦୁଇଗୋଷ୍ଠୀ ମୁଁହାମୁହିଁ

କଟକ,୦୨-୧୧-୨୦୨୪(ପିପିଏସ) : କଟକରେ ବାଣଫୁଟାକୁ କେନ୍ଦ୍ର କରି ଦୁଇଗୋଷ୍ଠୀ ମୁଁହାମୁହିଁ ହୋଇଛନ୍ତି । କଟକ ବାରପଥର ନିକଟରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘର୍ଷ ଦେଖିବାକୁ ମିଳିଛି। ମେରିଆବଜାର ଅଞ୍ଚଳର କିଛି ଲୋକ ଗତକାଲି ଏକାଠି ବାଣ ଫୁଟାଉଥିବାବେଳେ ବାରପଥର ଅଞ୍ଚଳର କିଛି ଯୁବକ ଵାରଣ କରିଥିଲେ।

ତୁଷୁରା ଏୟାର ଷ୍ଟ୍ରିପର ଉନ୍ନତୀକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସ୍ଥାନରେ ୮୯୦ କୋଟି ଟଙ୍କା ମୂଲ୍ୟରେ ଜଳ ସେଚନ, ସ୍ବାସ୍ଥ୍ୟ ଭିତ୍ତିଭୂମି, ପାଇପ ଜଳ ଯୋଗାଣ, ସେତୁ ନିର୍ମାଣ, ସଡକ ନିର୍ମାଣ ଭଳି ସମୁଦାୟ ୮୩ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି।

ପ୍ରଧାନଶିକ୍ଷୟିତ୍ରୀ ସ୍କୁଲରେ ଛାତ୍ରଙ୍କୁ ଘାସ କଟାଇବା ଘଟଣା

ଥାନାରେ ଏତଲା ସହ ଜିଲାପାଳଙ୍କ ନିକଟରେ ଅଭିଯୋଗ ଜିଲା ଶିକ୍ଷା ଅଧିକାରୀଙ୍କ ତଦନ୍ତ ନିର୍ଦେଶ କଟକ, ୦୨-୧୧-୨୦୨୪(ପିପିଏସ) : ଛାତ୍ରଛାତ୍ରୀଙ୍କୁ ପାଠପଢାଇବା ପରିବେର୍ତ୍ତ ସେମାନଙ୍କୁ ବିଭିନ୍ନ କାର୍ଯ୍ୟରେ ନିୟୋଜିତ କରାଯାଉଛି। ଯଦି କୌଣସି ଛାତ୍ରଛାତ୍ରୀ ଏହାକୁ ବିରୋଧ କରୁଛନ୍ତି

୧୦ରେ ଲାସ୍ୟ ଡ୍ୟାନ୍ସ ଏକାଡେମୀ ପକ୍ଷରୁ ପ୍ରତିଯୋଗିତା

କୃତୀ ପ୍ରତିଯୋଗୀଙ୍କୁ ୪ର୍ଥ ଲାସ୍ୟ ଆୱାର୍ଡ ଫେଷ୍ଟିଭାଲରେ ସମ୍ମାନିତ କରାଯିବ କଟକ,୦୨-୧୧-୨୦୨୪(ପିପିଏସ) : ସଦର ଥାନା ଅନ୍ତର୍ଗତ ଗୋପାଳପୁରସ୍ଥିତ ଲାସ୍ୟ ଡ୍ୟାନ୍ସ ଏକାଡେମୀ ପକ୍ଷରୁ ଚତୁର୍ଥ ଲାସ୍ୟ ପ୍ରତିଭା ୨୦୨୪ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ଡ୍ୟାନ୍ସ ଏକାଡେମୀ ପକ୍ଷରୁ

୩ରୁ ଦଶମଶ୍ରେଣୀ ପରୀକ୍ଷା ଫର୍ମପୂରଣ

କଟକ,୦୨-୧୧-୨୦୨୪(ପିପିଏସ) : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ୨୦୨୫ ମାଟ୍ରିକ ପରୀକ୍ଷା ନିମନ୍ତେ ଫର୍ମପୂରଣ ନଭେମ୍ବର ୩ରୁ ଅନୁଷ୍ଠିତ ହେବ। ରେଗୁଲାର ଓ ଏକ୍ସ-ରେଗୁଲାର ବିଦ୍ୟାର୍ଥୀମାନେ ନଭେମ୍ବର ୩ରୁ ୧୮ ତାରିଖ ରାତି ୧୧.୪୫ ପର୍ଯ୍ୟନ୍ତ ଅନ୍‌ଲାଇନ୍‌ ଯୋଗେ

କନ୍ଧମାଳ ଆମ୍ବ ଟାକୁଆ ଜନିତ ମୃତ୍ୟୁ ଘଟଣା: ଖାଦ୍ୟରେ ବିଷକ୍ରିୟା ଯୋଗୁ ମୃତ୍ୟୁ, ସମସ୍ତେ ନିୟମିତ ଭାବେ ପାଉଛନ୍ତି ଚାଉଳ

ଭୁବନେଶ୍ୱର ୦୨-୧୧-୨୦୨୪(ପିପିଏସ) : ଅକ୍ଟୋବର ୩୦ ତାରିଖରେ କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି ବ୍ଲକର ଗଦାପୁର ପଞ୍ଚାୟତ ଅନ୍ତର୍ଗତ ମାଣ୍ଡିପଙ୍କା ଗ୍ରାମରେ ଦୁଇ ଜଣ ମହିଳାଙ୍କ ଦୁଃଖଦ ମୃତ୍ୟୁ ଘଟଣା ପରେ ଜିଲ୍ଲା ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ ଅଧିକାରୀମାନଙ୍କ ପକ୍ଷରୁ ଘଟଣାର କାରଣ