ଜନ୍ମମାଟିରେ କାଳୀ ପୂଜା ଓ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଦିନରେ ନିଜ ଗାଁ ରାଇକଳାରେ କାଳୀ ପୂଜା ଓ ଦୀପାବଳି ଉତ୍ସବ ପାଳନ କରିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ତାଙ୍କର ପ୍ରଥମ କାଳୀ ପୂଜା ଓ ଦୀପାବଳି ଉତ୍ସବ ଏବଂ ଏହାକୁ ସେ ନିଜ ଗାଁରେ ପାଳନ କରିଛନ୍ତି।
!-->!-->!-->…