ନଭେମ୍ବର ୨୬ରୁ ପ୍ରଥମ ଶୀତକାଳୀନ ଅଧିବେଶନ
ଓଡ଼ିଶା ବିଧାନସଭାର ଆଗାମୀ ଶୀତକାଳୀନ ଅଧିବେଶନ ନଭେମ୍ବର ୨୬ ତାରିଖ ଠାରୁ ଆରମ୍ଭ ହୋଇ ୩୫ ଦିନ ପରେ ଶେଷ ହେବ। ଏହି ଅଧିବେଶନ ଡିସେମ୍ବର ୩୧ ଯାଏଁ ଚାଲିବ। ଏହାରି ମଧ୍ୟରେ ମୋଟ୍ ୩୦ଟି କାର୍ଯ୍ୟ ଦିବସ ରହିବ ବୋଲି କୁହାଯାଇଛି।
ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ମୋହନ ସରକାରଙ୍କ!-->!-->!-->…