ଭାରତ ସେବାଶ୍ରମ ପକ୍ଷରୁ ଗୀତା ଜୟନ୍ତୀ ଉତ୍ସବ

ଯୁଦ୍ଧ ପ୍ରମତ୍ତ ବିଶ୍ଵକୁ ଭାରତ ହିଂ ଗୀତା ଜରିଆରେ ଦିଗଦର୍ଶନ ଦେଇପାରିବ :ବିଶ୍ବଭୂଷଣ ହରିଚନ୍ଦନ |ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ ) : ଯୁଦ୍ଧ ପ୍ରମତ୍ତ ବିଶ୍ଵକୁ ଭାରତ ହିଂ ଗୀତା ଜରିଆରେ ଦିଗଦର୍ଶନ ଦେଇପାରିବ | ସେ ଦୃଷ୍ଟିରୁ ଗୀତା ପଠନର ଆବଶ୍ୟକତା ରହିଛି |ଭାରତ ହିଂ ସମଗ୍ର ବିଶ୍ଵରେ

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। କଳିଙ୍ଗ ଷ୍ଟାଡିୟମରେ ବ୍ୟାଡ଼ମିଣ୍ଟନ ହାଇ ପରଫରମାନ୍ସ ସେଣ୍ଟର ଉଦ୍ଘାଟନ କାର୍ଯ୍ୟକ୍ରମରେ ବ୍ୟାଡ଼ମିଣ୍ଟନ ଆସୋସିଏସନ ଅଫ ଇଣ୍ଡିଆର ସଭାପତି ଭାବରେ ହିମନ୍ତ ବିଶ୍ୱଶର୍ମା ଯୋଗଦେବେ ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ )

୪ ସାଇବର ଠକକୁ ଉଠାଇନେଲା ପୋଲିସ

ସାଇବର ଠକ ମାତିଛନ୍ତି। ଭୁବନେଶ୍ବରରେ ଗେମିଂ ଆପ୍‌ କଲ୍‌ ସେଣ୍ଟରକୁ କମିସନରେଟ୍‌ ପୁଲିସ ଠାବ କରିଛି। ଏଠାରେ ଠକେଇ କାମରେ ଲିପ୍ତ ଥିବା ୪ ଜଣ ଅଭିଯୁକ୍ତକୁ ପୁଲିସ ଉଠାଇ ନେଇ ପଚରାଉଚରା କରୁଛି। ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ ) : ରାଜଧାନୀ ଭୁବନେଶ୍ବରରେ ଗେମିଂ ଆପ୍‌ କଲ୍‌

ଭୁବନେଶ୍ବରରେ ଏକାଧିକ ସଡ଼କ, ଫ୍ଲାଇଓଭର, ରେଲ୍ ଓଭର ବ୍ରିଜ ଓ ରିଙ୍ଗ ରୋଡ ନିର୍ମାଣ ପାଇଁ ଯୋଜନା

ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : ଭୁବନେଶ୍ବର ସହରର କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାର ଆବଶ୍ୟକତା ଦୃଷ୍ଟିରୁ ଗାଡି ଚଳାଚଳ ଓ ଟ୍ରାଫିକ ବ୍ୟବସ୍ଥାକୁ ଉପଯୋଗୀ ଓ ସହଜ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ଵ ଆରୋପ କରିଛନ୍ତି।ଭୁବନେଶ୍ବର ସହରର ଗାଡି ଚଳାଚଳ ଓ ଟ୍ରାଫିକ୍‌

ପାରାଦୀପରେ ଫସିଲେ ୭୮ ବାଂଲାଦେଶୀ ନାଗରିକ, ମାଛ ଧରିବାକୁ ଆସି ଅଟକ

ପାରାଦୀପ/ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) :  ବିଗତ କିଛି ମାସ ହେଲା ଭାରତ-ବାଂଲାଦେଶର ସଂପର୍କରେ ମଧୁରତା ନାହିଁ। ବିଭିନ୍ନ କାରଣକୁ ନେଇ ଉଭୟ ଦେଶ ମଧ୍ୟରେ ସଂପର୍କ ଭଲ ନଥିବା ବେଳେ ଏଥିରେ ସୁଧାର ଆଣିବା ପାଇଁ ଉଦ୍ୟମ କରାଯାଉଛି। ଏହାରି ମଧ୍ୟରେ ଭାରତୀୟ ସମୁଦ୍ର ସୀମାରୁ ୨ଟି

ଓଡ଼ିଶା ମାଷ୍ଟର୍ସ ୨୦୨୪ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା, ମାନବ ଚୌଧୁରୀ ବିଜୟୀ

କଟକ ଜବାହାରଲାଲ ନେହେରୁ ଇଣ୍ଡୋର ଷ୍ଟାଡିଅମରେ ଆଜିଠାରୁ ଆରମ୍ଭ ହୋଇଛି ଓଡ଼ିଶା ମାଷ୍ଟର୍ସ ୨୦୨୪ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା। କୋର୍ଟ ୧ରେ ଆଜି ଅନୁଷ୍ଠିତ ମ୍ୟାଚରେ ଭାରତୀୟ ବ୍ୟାଡମିଣ୍ଟନ ଖେଳାଳି ମାନବ ଚୌଧୁରୀ ପୁରୁଷ ଏକକ ଯୋଗ୍ୟତା ପର୍ଯ୍ୟାୟରେ ସଂଯୁକ୍ତ ଆରବ ଏମିରେଟ୍ସର ମହମ୍ମଦ

ମାନବାଧିକାର ଦିବସ: ବିଶ୍ୱ ଗଠନର ଆଧାର ହେଉ ନ୍ୟାୟ ଏବଂ ମାନବୀୟ ମର୍ଯ୍ୟାଦା – ରାଷ୍ଟ୍ରପତି

ନୂଆଦିଲ୍ଲୀ/ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : ଭାରତ ଦାରିଦ୍ର୍ୟ ଓ କ୍ଷୁଧାରୁ ମୁକ୍ତି ଏବଂ ଯୁବବର୍ଗଙ୍କୁ ସମାନ ସୁଯୋଗ ପ୍ରଦାନ କରିବା କ୍ଷେତ୍ରରେ ବିଶ୍ୱ ସମ୍ମୁଖରେ ଏକ ଉଜ୍ଜ୍ୱଳ ଉଦାହରଣ ଭାବେ ଉଭା ହୋଇଛି। ନୂଆଦିଲ୍ଲୀରେ ମଙ୍ଗଳବାର ଜାତୀୟ ମାନବାଧିକାର ଆୟୋଗ ପକ୍ଷରୁ ଆୟୋଜିତ

ଚିଲିକାକୁ ଆସିଛନ୍ତି ୪ ଲକ୍ଷ ୯୪ ହଜାର ୩୬୬ ବିଦେଶାଗତ ପକ୍ଷୀ

ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : ଚିଲିକା ହ୍ରଦକୁ ଶୀତ ଋତୁରେ ସାଧାରଣତଃ ବିଦେଶାଗତ ପକ୍ଷୀମାନେ ଚିଲିକାର ଚତୁପାର୍ଶ୍ଵରେ ଥିବା ଜଳାଶୟ ଯଥା ମଙ୍ଗଳାଯୋଡି, ଭୁଷଣ୍ଡପୁରୁ, ବାଲିପାଟପୁର, ନଇରି, ବଉଳାବନ୍ଧ, ବଡଗୋଠ, ଟୁଆଗମ୍ଭାରୀ, ଗୁରୁବାଇ, ସପିଆ, ନଳବଣ, ମଧୁରଚୁଆ, ସମଲନାସୀ,

ପୁନରୁଦ୍ଧାର ହେବ ଆସିକା ଚିନିକଳ

ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) :  ଆସିକା ଚିନିକଳର ପୁନରୁଦ୍ଧାର ଓ ଆଧୁନିକୀକରଣ ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯିବ।  ଏହି ଟାସ୍କ ଫୋର୍ସରେ କୃଷି, ଅର୍ଥ, ସମବାୟ, ଅବକାରୀ ତଥା ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀମାନେ ସଦସ୍ୟ ଭାବେ

ରାଜ୍ୟସଭା ଉପନିର୍ବାଚନ: ଓଡ଼ିଶା ପାଇଁ ସୁଜିତ କୁମାର ଏକମାତ୍ର ପ୍ରାର୍ଥୀ

ଓଡ଼ିଶାରେ ଖାଲି ପଡ଼ିଥିବା ଗୋଟିଏ ରାଜ୍ୟସଭା ଆସନ ସୁଜିତ କୁମାର ପୂରଣ କରିବେ। ପ୍ରାର୍ଥୀପତ୍ର ଦାଖଲ ପାଇଁ ଆଜି ସମୟ ଶେଷ ହେଲା ପରେ ଏହା ଜଣାପଡ଼ିଛି। ସୁଜିତ କୁମାରଙ୍କ ବିରୋଧରେ କୌଣସି ଦଳ ପ୍ରାର୍ଥୀପତ୍ର ଦାଖଲ କରି ନଥିବା ନେଇ ଓଡ଼ିଶା ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।