ରାଜଧାନୀର ବିଗିଡ଼ିବାରେ ଲାଗିଛି ଟ୍ରାଫିକ୍‌ ସମସ୍ୟା

ଭୁବନେଶ୍ବର,୨୬ -୦୮-୨୪ (ପିପିଏସ) : ରାଜଧାନୀରେ ଟ୍ରାଫିକ୍‌ ପରିଚାଳନାକୁ ବ୍ୟବସ୍ଥିତ କରିବାକୁ ନିୟମିତ ଭାବେ ନୂଆ ଯୋଜନା କରାଯାଉଛି । ଟ୍ରାଫିକ୍‌ ପୋଷ୍ଟଠାରୁ ଆରମ୍ଭ କରି ସିଗ୍‌ନାଲ ପର୍ଯ୍ୟନ୍ତ ଭିତ୍ତିଭୂମିର ନବୀକରଣ କରାଯାଉଛି, ଅମାନିଆଙ୍କୁ ସାବାଡ୍‌ କରିବାକୁ ପଦକ୍ଷେପ ଗ୍ରହଣ

ମହାନଦୀବିହାରରେ ଗୁରୁକୃପା ମହୋତ୍ସବ

କଟକ,୨୬-୦୮-୨୪ (ପିପିଏସ) : ମହାପୁରୁଷ ସଦଗୁରୁ ବାବା ବୈକୁଣ୍ଠନାଥ ବ୍ରହ୍ମଚାରୀଙ୍କର କୃପାପାତ୍ର ଶିଷ୍ୟ ବାବାଜୀ ଅମୃତାନନ୍ଦ ଦାସ ମହାରାଜଙ୍କ ପୁଣ୍ୟ ସ୍ୱନକ୍ଷତ୍ର ଦିବସ ଅବସରରେ ୪୭ନଂ ୱାର୍ଡ଼ସ୍ଥିତ ମହାନଦୀବିହାର ଜଗନ୍ନାଥ ମନ୍ଦିର ପରିସରରେ ଗୁରୁକୃପା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି ।

ବିଜେପି ସଦସ୍ୟତା ଅଭିଯାନ କର୍ମଶାଳା : ଯୋଗଦେଲେ ସାଂସଦ ଭର୍ତ୍ତୃହରି ମହତାବ

କଟକ, ୨୬ -୦୮-୨୪ (ପିପିଏସ) : କଟକ ଜିଲ୍ଲା ବିଜେପି ସଦସ୍ୟତା ଅଭିଯାନ କର୍ମଶାଳା ଆଜି କଟକ ସଦର ଜରିପଡ଼ା ସ୍ଥିତ ଡିଭାଇନ୍ ପ୍ୟାଲେସ ଠାରେ ବିଜେପି ଜିଲ୍ଲା ସଭାପତି ରାମନାରାୟଣ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ କଟକ ଲୋକସଭା ସାଂସଦ ଭର୍ତ୍ତୃହରି ମହତାବ ମୁଖ୍ୟ ଅତିଥି

ସାଲିଆ ସାହିରେ ପୁଣି ଚଢ଼ାଉ : ଚୋରା ଦେଶୀ ମଦ ଭାଟି ଠାବ

ଭୁବନେଶ୍ବର,୨୬ -୦୮-୨୪ (ପିପିଏସ) : ଗଞ୍ଜାମ ମଦମୃତ୍ୟୁ ପରଠାରୁ ଅବକାରୀ ବିଭାଗର ନିଦ ଭାଙ୍ଗିଛି । ରାଜଧାନୀ ଭୁବନେଶ୍ୱରରେ ଲଗାତର ଚଢ଼ାଉ ଜାରି ରହିଛି । ସୋମବାର କମିଶନରେଟ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ବେଆଇନ ଭାବେ ଦେଶୀ ମଦ ବ୍ରିକି କରୁଥିବା ବେଳେ ଦେଶୀ ମଦ ଜବତ କରିଛି । ଆଉ ଏକ

ଗୋରୁ ଓ ଛେଳି ପଲ ଉପରେ ମାଡ଼ିଗଲା ମାଲବାହୀ ଟ୍ରେନ

କୋରାପୁଟ/ଭୁବନେଶ୍ବର,୨୬ -୦୮-୨୪ (ପିପିଏସ) : କୋରାପୁଟ ଜିଲ୍ଲା ଭେଜା ଷ୍ଟେସନ ନିକଟରେ ଗୋରୁ ଓ ଛେଳି ପଲ ଉପରେ ମାଡ଼ିଗଲା ମାଲବାହୀ ଟ୍ରେନ। ଟ୍ରେନ୍ ଧକ୍କାରେ ୧୫ ଛେଳି ସହିତ ୬ ଗୋରୁଙ୍କ ମୃତ୍ୟୁ ଘଟିଛି । ସୋମବାର ସକାଳେ ଭେଜା ଷ୍ଟେସନ ନିକଟରେ ଛେଳି ଓ ଗୋରୁ ପଲ ରେଳ ଧାରଣା ପାର

ଗରମପାଣି ଫିଙ୍ଗିଲେ ହାବିଲଦାର : ଗୁରୁତର କନେଷ୍ଟବଳ ମେଡିକାଲରେ ଭର୍ତ୍ତି

ମୟୁରଭଞ୍ଜ/ଭୁବନେଶ୍ବର,୨୬ -୦୮-୨୪ (ପିପିଏସ) : ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଅଗ୍ନିଶମ କାର୍ଯ୍ୟାଳୟରେ ଘଟିଛି ଅଘଟଣ । ଅଗ୍ନିଶମ ବାହିନୀରେ କାର୍ଯ୍ୟରତ କନଷ୍ଟେବଲ ଉପରକୁ ଗରମ ପାଣି ଫିଙ୍ଗିଦେଲେ ହାବିଲଦାର। କାର୍ଯ୍ୟରତ କନଷ୍ଟେବଲ ଦୁଷ୍ମନ୍ତ ଦେହୁରୀଙ୍କୁ ବାରିପଦା ପିଆରଏମ୍ ମେଡିକାଲରେ

ଶ୍ରୀକୃଷ୍ଣ ମୟ ଆଜି ଏ ସାରା ଜଗତ : ଦ୍ୱାରକାଧୀଶ ମନ୍ଦିରରେ ପାଳିତ ହେଉଛି ୫୨୫୧ ତମ ଜନ୍ମାଷ୍ଟମୀ ଉତ୍ସବ

କଟକ ବ୍ୟୁରୋ/ପୁରୀ//ଭୁବନେଶ୍ବର,୨୬ -୦୮-୨୪ (ପିପିଏସ) : ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି । ପବିତ୍ର ଜନ୍ମାଷ୍ଟମୀ ତଥା ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ। ଆଜି ସାରା ଦେଶରେ ବିଶେଷ କରି ବୈଷ୍ଣବ ଧର୍ମାବଲମ୍ବୀ ଶ୍ରଦ୍ଧାଳୁମାନେ ବେଶ ଉତ୍ସାହର ସହ ପାଳିବେ ନନ୍ଦଲାଲାଙ୍କ

ଦୁର୍ଗମ ଝିରିପାଣିରେ ଝାଡ଼ାବାନ୍ତି : ଶତାଧିକ ଗୁରୁତର ମାନଙ୍କ ମଧ୍ୟରୁ ୫ ମୃତ

କନ୍ଧମାଳ/ଭୁବନେଶ୍ବର,୨୬ -୦୮-୨୪ (ପିପିଏସ) : କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ବ୍ଲକ୍‌ର ଦୁର୍ଗମ ଝିରିପାଣି ପଞ୍ଚାୟତରେ ଏକ ଭୋଜିରେ ଖାଇବା ଏବଂ ଦୂଷିତ ପାଣି ପିଇବା କାରଣରୁ ବରଗାଁ, ନାଲକୁଟି, ପୁଡ଼େଣିଗାଁ, କୁନାବାଡ଼ା ଓ ବୁଡ଼େପଦରରେ ଝାଡ଼ାବାନ୍ତି ବ୍ୟାପିଥିଲା। ସପ୍ତାହକ ଭିତରେ ଏଠାରୁ

ଝାଡ଼ାବାନ୍ତିରେ ୨୦ରୁ ଉର୍ଦ୍ଧ୍ବ ମୃତ୍ୟୁ : ଅଖାଦ୍ୟ ଶୁଖିଲା ମାଂସ ମୁଖ୍ୟ କାରଣ

*ଅଖାଦ୍ୟ ଛାଡ଼ି ପାରିନାହାନ୍ତି ଜିଲ୍ଲାର ଅଧିକାଂଶ ଲୋକ*ଗାଈ,ମଇଁଷିଙ୍କ ଶୁଖିଲା ପଚାମାଂସ ଖାଇବାର ପାର୍ଶ୍ବ ପ୍ରତିକ୍ରିୟା*ଶିକ୍ଷା ଏବଂ ସଚେତନତା ଅଭାବ ଯୋଗୁଁ ଜଟିଳ ହୋଇଛି ପରିସ୍ଥିତି ରାୟଗଡ଼ା/ଭୁବନେଶ୍ବର,୨୬-୦୮-୨୪ (ପିପିଏସ) : ସ୍ବାସ୍ଥ୍ୟ ବିଭାଗର ନିଦ ହଜାଇ ଦେଇଛି ଝାଡ଼ାବାନ୍ତି ।

ଭିତରକନିକାକୁ ପଲିଥିନ୍‌ ବିପଦ

କୁମ୍ଭୀର ମୃତ୍ୟୁ ପରେ ମଧ୍ୟ ନିଷ୍କ୍ରିୟତା ରାଜନଗର/ଭୁବନେଶ୍ବର,୨୫-୦୮-୨୪ (ପିପିଏସ) : ବିଶ୍ବପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନର ଜୈବ ବିବିଧତାକୁ ପ୍ରଭାବିତ କରୁଛି ପଲିଥିନ୍‌ । ଜଙ୍ଗଲଠୁ ଆରମ୍ଭ କରି ଭିତରକନିକା ଭିତରେ ଓ ବାହାରେ ପ୍ରବାହିତ ନଦୀ, ନାଳ ଓ ସମୁଦ୍ରରେ