ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ମୁଖ୍ୟଯନ୍ତ୍ରୀ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଚିଫ୍ ଇଞ୍ଜିନିୟର ଏଣ୍ଡ ବେସିନ ମେନେଜର (ବୈତରଣୀ ବେସିନ)ର କୈଳାସ ଚନ୍ଦ୍ର ସାହୁ ।
ତାଙ୍କର ଓଡ଼ିଶାର ୧୦ଟି ସ୍ଥାନରେ ଚଢାଉ ଚାଲିଛି। ବର୍ତ୍ତମାନ ଯାଏ ୩୬ଟି ଜାଗା , ୩ଟି ଫ୍ଲାଟ ଓ ଯାଜପୁରର କୋରେଇଠାରେ ଏକ ୩ ମହଲା କୋଠା!-->!-->!-->!-->!-->…