ଏସ୍ଆରସିଙ୍କ ସୂଚନା: ସମ୍ଭାବ୍ୟ ବାତ୍ୟା ପାଇଁ ୧୪ ଜିଲ୍ଲାରେ ବନ୍ଦ ରହିବ ସ୍କୁଲ
ବାତ୍ୟା ‘ଦାନା’ ନେଇ ରାଜ୍ୟ ସରକାର ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି।
ସମ୍ଭାବ୍ୟ ବାତ୍ୟା ଯୋଗୁଁ ପ୍ରଭାବିତ ହେବାକୁ ଉପକୂଳ ଓଡ଼ିଶା ଏବଂ ଉତ୍ତର ଓଡ଼ିଶାର ୧୪ଟି ଜିଲ୍ଲାରେ ସ୍କୁଲ ତିନି ଦିନ ପାଇଁ ଛୁଟି ନେଇ ଘୋଷଣା କରାଯାଇଛି।
ଭୁବନେଶ୍ୱର ୨୧-୧୦-୨୦୨୪(ପିପିଏସ) :!-->!-->!-->!-->!-->!-->!-->…