ପରିବର୍ତ୍ତନକାରୀ ସହରୀ ଅଭିବୃଦ୍ଧିରେ ‘ଅଙ୍କୁର’ ଗୁରୁତ୍ବପୂର୍ଣ୍ଣ
ଅଟଳ ନେଟୱାର୍କ ଫର୍ ନଲେଜ୍, ନଗରୀକରଣ ଏବଂ ସଂସ୍କାର (ଅଙ୍କୁର) ଉପରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ପରିବର୍ତ୍ତନକାରୀ ପଦକ୍ଷେପର ଲକ୍ଷ୍ୟ ହେଉଛି ଓଡ଼ିଶାରେ ସହରାଞ୍ଚଳ ନବସୃଜନ, ସହଯୋଗ ଏବଂ ସୁଶାସନକୁ ପ୍ରୋତ୍ସାହିତ କରିବା
ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) :!-->!-->!-->…