‘ନାନୋ’ର ମହାନାୟକଥିଲେ ରତନ ସାଧାରଣ ଲୋକଙ୍କ ଭିତରେ ଭରିଥିଲେ ଆଶା
ସାଧାରଣ ଲୋକଙ୍କ ଭିତରେ ଭରିଥିଲେ ଆଶା
ନୂଆଦିଲ୍ଳୀ/ଭୁବନେଶ୍ୱର ୧୦-୧୦-୨୦୨୪ (ପିପିଏସ) : ଭାରତୀୟ ଶିଳ୍ପଜଗତର ଉଜ୍ଜ୍ବଳତମ ରତ୍ନ ରତନ ଟାଟା ଆଉ ନାହାନ୍ତି। ଜଣେ ବ୍ୟକ୍ତି ରୂପେ ଧରାପୃଷ୍ଠାକୁ ଆସିଥିଲେ ରତନ। ହେଲେ ଆଜି ‘ଅନୁଷ୍ଠାନ’ ହୋଇ ବିଦାୟ ନେଇଛନ୍ତି। ସାଧାରଣ ଲୋକଙ୍କ ପାଇଁ ନାନୋ!-->!-->!-->…