ସମସ୍ୟା ଘେରରେ ଯୁବାଗୁଡା ପଞ୍ଚାୟତ
ଫୁଲବାଣୀ/ଭୁବନେଶ୍ୱର ୦୯-୧୦-୨୦୨୪ (ପିପିଏସ) : ସ୍ୱାଧୀନତାର ୭୭ ବର୍ଷ ଅତିକ୍ରମ କରିଥିଲେ ସୁଦ୍ଧା ଏବେବି ଅନେକ ଗ୍ରାମାଞ୍ଚଳରେ ବିକାଶ ଅପହଞ୍ଚ। ନା ଅଛି ରାସ୍ତା ଘାଟ, ନା ଅଛି ବିଦ୍ୟୁତ ଆଲୋକ, ନା ମିଳୁଛି ଗ୍ରାମବାସୀଙ୍କୁ ସ୍ୱଚ୍ଛ ପାନୀୟ ଜଳ। ସହରାଞ୍ଚଳ ଓ ଗ୍ରାମାଞ୍ଚଳର ବିକାଶ ଲାଗି!-->…