ଜମି ଦୁର୍ନୀତି ମାମଲାରେ ଲାଲୁ ପ୍ରସାଦ ଓ ତାଙ୍କର ଦୁଇ ପୁଅଙ୍କୁ ମିଳିଲା ଜାମିନ୍
ନୂଆଦିଲ୍ଳୀ/ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ଚାକିରି ବଦଳରେ ଜମି ଦୁର୍ନୀତି ମାମଲାରେ ଦିଲ୍ଲୀର ଏକ କୋର୍ଟ ସୋମବାର ଦିନ ଆରଜେଡି ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପୁଅ ତଥା ଆରଜେଡି ନେତା ତେଜସ୍ୱୀ ଯାଦବ ଏବଂ ତେଜ ପ୍ରତାପ ଯାଦବଙ୍କୁ ଜାମିନ!-->…