ଆନ୍ଦୋଳନକାରୀଙ୍କୁ ଗିରଫ ପାଇଁ ଚଢ଼ଉ ଜାରି
ଶାନ୍ତ ପଡ଼ୁଛି ଅଶାନ୍ତ ଭଦ୍ରକ
ଭଦ୍ରକ/ଭୁବନେଶ୍ୱର ୦୩-୧୦-୨୦୨୪ (ପିପିଏସ) : ଅଶାନ୍ତ ଭଦ୍ରକ ଓ ଧାମନଗର ଧୀରେ ଧୀରେ ଶାନ୍ତ ହେବାରେ ଲାଗିଛି। ଇଣ୍ଟରନେଟ୍ ସେବା ସ୍ବାଭାବିକ ହୋଇଛି। ଶାନ୍ତିରକ୍ଷା ପାଇଁ ବରିଷ୍ଠ ପୁଲିସ ଅଧିକାରୀମାନେ ବିଭିନ୍ନ ସଂଗଠନ ସହ ଆଲୋଚନା ଜାରି ରଖିଛନ୍ତି। ତେବେ,!-->!-->!-->…