୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି
ଆସନ୍ତାକାଲି ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ!-->!-->!-->…