ପରଲୋକରେ ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି
ପ୍ରଖ୍ୟାତ କବି, ନାଟ୍ୟକାର, ଗୀତିକାର, ସଂଳାପକାର, ଅଭିନେତା ତଥା ଓଡ଼ିଶା ସାହିତ୍ୟ ଏକାଡେ଼ମୀର ପୂର୍ବତନ ସଭାପତି ହରିହର ମିଶ୍ରଙ୍କର ପରଲୋକ ହୋଇଯାଇଛି।
ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା।
ପୁରୀ/ଭୁବନେଶ୍ୱର,୨୩-୦୯-୨୦୨୪(ପିପିଏସ ): ପ୍ରଖ୍ୟାତ କବି, ନାଟ୍ୟକାର,!-->!-->!-->!-->!-->!-->!-->…