ଦାବି ମାନିବାକୁ ରାଜିହେଲେ ମମତା
କୋଲକାତା/ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଘୋଷଣା କରିଛନ୍ତି ଯେ ସେ ଆନ୍ଦୋଳନରତ ଡାକ୍ତରମାନଙ୍କ କଥା ମାନିବାକୁ ରାଜି। କୋଲକାତା ପୁଲିସ କମିସନର ଭିନିତ୍ ଗୋୟଲଙ୍କୁ ତାଙ୍କ ପଦରୁ ହଟାଇ ଦିଆଯିବ ବୋଲି ମମତା ସ୍ପଷ୍ଟ କରିଛନ୍ତି।!-->…