ଉଦ୍ଘାଟନ ହେବ କୋଣାର୍କ ଇକୋ ରିଟ୍ରିଟ

ବେଳାଭୂମିରେ ପଞ୍ଚତାରକା ହୋଟେଲ ଓ ବାରର ମଜା ନେବେ ପର୍ଯ୍ୟଟକ କୋଣାର୍କ/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ଡିସେମ୍ବର ୧୩ରୁ ଆରମ୍ଭ ହେବ କୋଣାର୍କ ଇକୋ ରିଟ୍ରିଟ। ଏବେଠୁ ରାମଚଣ୍ଡୀ ମୁହାଣ ଇକୋ ରିଟ୍ରିଟ ନିକଟରେ ପର୍ଯ୍ୟଟକଙ୍କ ଭିଡ଼ ଜମିଲାଣି। ସମୁଦ୍ର ବେଳାଭୂମି ଚଳଚଞ୍ଚଳ ହୋଇଉଠିଛି।

ଚାଷୀ ମାନଙ୍କୁ ଇନପୁଟ ସବସିଡି ବଣ୍ଟନ

ଆଭାସୀ ମାଧ୍ୟମରେ ମୟୂରଭଞ୍ଜ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଲେ ସାହସ୍ରାଧିକ ଚାଷୀ  ବାରିପଦା/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ବରଗଡ଼ର ସୋହେଲା ଠାରୁ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ, ସମଗ୍ର ଓଡ଼ିଶାର ଚାଷୀ ଭାଇ-ଭଉଣୀଙ୍କ ପାଇଁ କ୍ବିଣ୍ଟାଲ ପ୍ରତି ୮୦୦ ଟଙ୍କା

କଟକ ରେଳ ଇତିହାସରେ ଯୋଡ଼ିହୋଇଛି ନୂଆଫର୍ଦ୍ଦ

ରେଳ ଷ୍ଟେସନ ହେବ ବିଶ୍ୱସ୍ତରୀୟ ୟୁରୋପର ବଡ଼ ବଡ଼ ଷ୍ଟେସନ ଶୈଳୀରେ କରାଯିବ ନିର୍ମାଣ କାର୍ଯ୍ୟକଟକ,୦୭-୧୨-୨୦୨୪(ପିପିଏସ) : କଟକ ରେଳ ଇତିହାସରେ ଯୋଡ଼ିହୋଇଛି ନୂଆଫର୍ଦ୍ଦ । ରେଳବାଇ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଜିଲ୍ଲାସ୍ତରୀୟ ୧୦୦ ଦିନ ବ୍ୟାପୀ ଯକ୍ଷ୍ମା ନିରାକରଣ ଅଭିଯାନର ଶୁଭାରମ୍ଭ

କଟକ ୦୭-୧୨-୨୦୨୪(ପିପିଏସ) :କଟକ ଜିଲ୍ଲାକୁ ଯକ୍ଷ୍ମାମୁକ୍ତ କରିବା ନିମନ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟଠାରେ ଜିଲ୍ଲାସ୍ତରୀୟ ଶହେ ଦିନିଆ ସଘନ ଯକ୍ଷ୍ମା ନିରାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । କଟକ ସାଂସଦ ଭର୍ତ୍ତୃହରି ମହତାବ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ କଟକ

କଟକ ରେଳଷ୍ଟେସନର ଦ୍ଵିତୀୟ ପ୍ରବେଶ ଦ୍ୱାର ଉଦଘାଟନ କଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

କଟକ,୦୭-୧୨-୨୦୨୪(ପିପିଏସ) : ନବକଳେବର ଦିଗରେ ଆଉ ପାଦେ ଆଗେଇଲା କଟକ ରେଳ ଷ୍ଟେସନ। କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି କଟକ ରେଳ ଷ୍ଟେସନ ପୂର୍ବପାର୍ଶ୍ୱ ପ୍ରବେଶ ପଥକୁ ଉଦଘାଟନ କରିଛନ୍ତି। ପୂର୍ବପାର୍ଶ୍ୱ ଷ୍ଟେସନ ଭବନ ଦେଇ ଯାତ୍ରୀମାନେ ସିଧା ସଳଖ ଜାତୀୟ ରାଜପଥକୁ ବାହାରି

ରାଜ୍ୟରେ ମଦ ବିକ୍ରି ସହିତ ବଢୁଛି ଅବକାରୀ ରାଜସ୍ବ: ଅବକାରୀ ମନ୍ତ୍ରୀ

ରାଜ୍ୟରେ ମଦ ବିକ୍ରି ସହିତ ଅବକାରୀ ରାଜସ୍ବ ବର୍ଷକୁ ବର୍ଷ ବୃଦ୍ଧି ପାଇବାରେ ଲାଗିଛି । ଏନେଇ ଶନିବାର ବିଧାନସଭାରେ ଏକ ପ୍ରଶ୍ନ ନେଇ ଆଇନ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉତ୍ତର ରଖିଛନ୍ତି ଭୁବନେଶ୍ୱର ୦୭-୧୨-୨୦୨୪(ପିପିଏସ) : ରାଜ୍ୟରେ ମଦ ବିକ୍ରି ସହିତ ଅବକାରୀ ରାଜସ୍ବ

ଆଇପିଏସ୍‌ ଆଶିଷ ସିଂହ କେନ୍ଦ୍ରୀୟ ଡେପୁଟେସନ୍‌ରେ ଯିବେ

ଆଇପିଏସ୍‌ ଆଶିଷ ସିଂହ କେନ୍ଦ୍ରୀୟ ଡେପୁଟେସନରେ ଯିବେ । ସେ ଇଣ୍ଡୋ ତିବ୍ବତିଆନ ବର୍ଡର(ଆଇଟିବିଏମ)ର ଆଇଜି ଭାବେ ଯୋଗଦେବେ। ଏନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ଭୁବନେଶ୍ୱର ୦୭-୧୨-୨୦୨୪(ପିପିଏସ) : ଆଇପିଏସ୍‌ ଆଶିଷ କୁମାର ସିଂହ କେନ୍ଦ୍ରୀୟ ଡେପୁଟେସନରେ ଯିବେ ।

୧୪ ଡିସେମ୍ବରରେ ବଙ୍ଗୋପସାଗରରେ ଲଘୁଚାପ

ଆସନ୍ତା ଡିସେମ୍ବର ୧୪ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆହୁରି ଘନୀଭୂତ ହେବ । ୧୨ ତାରିଖରେ ଏହା ଶ୍ରୀଲଙ୍କା ଉପକୂଳ ଛୁଇଁପାରେ

ନିମ୍ନମାନ ଛତୁଆ ପ୍ରସଙ୍ଗ: ୧୨୫ ଏସଏଚଜି ଗ୍ରୁପକୁ କାରଣ ଦର୍ଶାଅ ନୋଟିସ

ନିମ୍ନମାନର ଛତୁଆ ପ୍ରସଙ୍ଗ ନେଇ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ବିଧାୟକ କଳିକେଶ ନାରାୟଣ ସିଂ ଦେଓ ପ୍ରଶ୍ନ କରିଛନ୍ତି। ଆଉ ଏହାର ଉତ୍ତରରେ ପ୍ରଭାତୀ ପରିଡ଼ା କହିଛନ୍ତି, ନିମ୍ନମାନର ଛତୁଆ ଯୋଗାଣ କରୁଥିବା ଗ୍ରୁପଗୁଡ଼ିକୁ ନୋଟିସ ଜାରି