ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ କେଜ୍ରୱାଲ୍
ନୂଆଦିଲ୍ଲୀ/ଭୁବନେଶ୍ୱର ୧୫-୦୯-୨୦୨୪(ପିପିଏସ): ମଦ ନୀତି ମାମଲାରେ ତିହାର ଜେଲରୁ ମୁକ୍ତ ହେବାର ୨ ଦିନ ପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ରବିବାର ଘୋଷଣା କରିଛନ୍ତି ଯେ ସେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଇସ୍ତଫା ଦେବେ। କେଜ୍ରିୱାଲ୍ ଗୁରୁତ୍ୱାରୋପ କରିଛନ୍ତି ଯେ ଆମ୍ ଆଦମୀ ପାର୍ଟି!-->…