ସୁଭଦ୍ରା ଯୋଜନା : ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା
ଭୁବନେଶ୍ବର,୧୫-୦୯-୨୦୨୪(ପିପିଏସ) : ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆଜି ଯାଇଛି ୧ଟଙ୍କା । ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ଟଙ୍କା ଲେଖାଏଁ ପଠାଯାଇଛି । ସୁଭଦ୍ରା ଯୋଜନାକୁ ସ୍ୱାଗତ ପାଇଁ ଆଜି ଭୁବନେଶ୍ୱରରେ ଆୟୋଜିତ ହୋଇଥିବା ବିଶାଳ ପଦଯାତ୍ରାରେ!-->…