ଏସ୍ସିବିରେ ଦ୍ଵିତୀୟ ଯକୃତ ପ୍ରତିରୋପଣ ସଫଳ
କଟକ/୦୯-୦୯-୨୦୨୪(ପିପିଏସ) : ଏସ ସି ବି ମେଡିକାଲ କଲେଜ ହସ୍ପିଟାଲରେ ଆଜି ଦ୍ଵିତୀୟ ଯକୃତ ପ୍ରତିରୋପଣ ସଫଳ ହୋଇଛି । ନୟାଗଡ ଅଞ୍ଚଳର ୩୯ ବର୍ଷୀୟ ମାନସ ମୁଦୁଲିଙ୍କ ଶରୀରରେ ଅସ୍ତ୍ରୋପଚାର କରାଯାଇ ଯକୃତ ପ୍ରତିରୋପଣ କରାଯାଇଛି । ତାଙ୍କ ପତ୍ନୀ ଛବି ମଲ୍ଲିକ ଯକୃତ ଦାନ କରିଛନ୍ତି । ଏସ ସି ବି!-->…