ମୁଖ୍ୟମନ୍ତ୍ରୀଙ୍କ ଓଏସଡି ହେଲେ କୌଶିକ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଓଏସଡି ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବରୁ କେନ୍ଦୁଝର ବାଂଶପାଳ ତହସିଲଦାର ଭାବେ କାର୍ଯ୍ୟ କରୁଥିବା ଓଏଏସ ଅଫିସର କୌଶିକ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଓଏସଡି ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି ଭୁବନେଶ୍ୱର ୦୩-୦୩-୨୦୨୫(

ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ

୪ ଜଣଙ୍କୁ ତତ୍‌କାଳ ଆର୍ଥିକ ସହାୟତା ଭୁବନେଶ୍ୱର ୦୩-୦୩-୨୦୨୫( ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫ସ୍ଥିତ ନିଜ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଛନ୍ତି। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବ୍ରୁଆରି ୨୮ତାରିଖ

ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟାଟୁ ବିବାଦ

ଷ୍ଟୁଡିଓ ମାଲିକଙ୍କୁ ଗିରଫ କଲା କମିସନରେଟ୍ ପୁଲିସ ଭୁବନେଶ୍ୱର ୦୩-୦୩-୨୦୨୫( ପିପିଏସ) : ବହୁ ଚର୍ଚ୍ଚିତ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟାଟୁ ବିବାଦରେ, ସୋମବାର ଦିନ ଟାଟୁ ଷ୍ଟୁଡିଓର ମାଲିକଙ୍କୁ କମିସନରେଟ୍ ପୁଲିସ ଗିରଫ କରିଛି। ଜଣେ ବିଦେଶୀ ମହିଳା ତାଙ୍କ ଜଙ୍ଘରେ ପ୍ରଭୁ ଜଗନ୍ନାଥଙ୍କ

‘ତଳସ୍ତରରୁ ଆସି ମୁଖ୍ୟମନ୍ତ୍ରୀ ହୋଇଛି, ସମସ୍ତଙ୍କ ଦୁଃଖ ସୁଖ ଜାଣି ପାରୁଛି’

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୟୂରଭଞ୍ଜଗସ୍ତ ଅବସରରେ ଖିଚିଂ ମହୋତ୍ସବରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ କହିଛନ୍ତି, ଓଡ଼ିଶାରେ ଡବଲ ଇଞ୍ଜିନ ସରକାରରେ ବିଭିନ୍ନ ଉନ୍ନୟନ ମୂଳକ ଯୋଜନାର ଶୁଭାରମ୍ଭ କରାଯାଉଛି। ରାଇରଙ୍ଗପୁର/ଖିଚିଂ/ଭୁବନେଶ୍ୱର ୦୧-୦୩-୨୦୨୫ (ପିପିଏସ ) : ମୁଖ୍ୟମନ୍ତ୍ରୀ

କଳାପଥର ଚୋରିରେ ଲାଗିବ ଅଙ୍କୁଶ

ଏଣିକି ଖଣିଖାଦାନ ଜଗିବେ ଓଆଇଏସ୍‌ଏଫ୍ ଯବାନ ଯାଜପୁର ଧର୍ମଶାଳା ତହସିଲ ଅଞ୍ଚଳରେ ଲଘୁ ଖଣିଜ ସମ୍ପଦ ଚୋରି ରୋକିବା ସମ୍ଭବ ହେଉନାହିଁ। ଖଣିଜ ଚୋରି ରୋକିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଧର୍ମଶାଳା/ଭୁବନେଶ୍ୱର

ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ

ବଦଳିଲେ ଭୁବନେଶ୍ବର ଓ କଟକ ଡିସିପି ମାତ୍ର ୫ ମାସର ବ୍ୟବଧାନରେ ରାଜ୍ୟ ସରକାର କଟକ ଓ ଭୁବନେଶ୍ବର ଡିସିପିଙ୍କୁ ବଦଳି କରିଛନ୍ତି। କେବଳ ସେତିକି ନୁହେଁ, ଅତିରିକ୍ତ ସିପିଙ୍କୁ ମଧ୍ୟ ବଦଳି କରାଯାଇଛି। ଏଥିସହିତ ୨୬ଜଣ ଆଇପିଏସ୍‌ଙ୍କ ପଦବିରେ ପରିବର୍ତ୍ତନ କରିଛନ୍ତି। ଭୁବନେଶ୍ୱର

୩ କିମି ଦୂରରେ ଥିବା ସ୍କୁଲକୁ ପାଠପଢ଼ିବାକୁ ଯାଉଛନ୍ତି କୁନିକୁନି ଛାତ୍ରଛାତ୍ରୀ

ପୁଣି ସାମ୍ନାକୁ ଆସିଲା ଉପାନ୍ତରେ ଶିକ୍ଷାର ବିକଳ ଚିତ୍ର। ସ୍କୁଲରେ ତାଲା ପଡ଼ିବା ପରେ ଛୋଟଛୋଟ ଛାତ୍ରଛାତ୍ରୀ ଜୀବନକୁ ବାଜି ଲଗାଇ ୩ କିଲୋମିଟର ଦୂରକୁ ଚାଲିଚାଲି ଯାଉଛନ୍ତି ଭବିଷ୍ୟତ ଗଢିବା ପାଇଁ। ରାଇରଙ୍ଗପୁର /ଭୁବନେଶ୍ୱର ୦୧-୦୩-୨୦୨୫ (ପିପିଏସ ) :  ପୁଣି ସାମ୍ନାକୁ ଆସିଲା

ଓଡ଼ିଶାକୁ ଦେଶର ଏକ ନମ୍ବର ରାଜ୍ୟରେ ପରିଣତ କରାଯିବାର ଲକ୍ଷ୍ୟ ରହିଛି: ମନ୍ତ୍ରୀ

କେନ୍ଦ୍ର ଓ ରାଜ୍ୟରେ ଡବଲ ଇଂଜିନ ସରକାର ଚାଳିଛି। ଏହାକୁ ସୁଯୋଗରେ ନେଇ ସମଗ୍ର ଓଡିଶାର ସାମଗ୍ରୀକ ବିକାଶକୁ ପ୍ରାଧାନ୍ୟତା ଦିଆଯାଉଛି। ଦେଶର ଏକ ନମ୍ବର ରାଜ୍ୟ ଭାବେ ପରିଣତ କରିବା ବର୍ତ୍ତମାନ ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ରହିଛି। କୋରାପୁଟ/ଭୁବନେଶ୍ୱର ୦୧-୦୩-୨୦୨୫ (ପିପିଏସ ) :

୩ ବର୍ଷ ମଧ୍ୟରେ ପ୍ରତି ଜିଲ୍ଲାରେ ‘କ୍ୟାନ୍‌ସର ଡେ କେୟାର ସେଣ୍ଟର’: ଜେପି ନଡ୍ଡା

ତୃଣମୂଳସ୍ତରରୁ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରାଯିବ। ଚଳିତ ବର୍ଷ ଦେଶରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟଗୁଡ଼ିକରେ ୨୦୦ ‘କ୍ୟାନ୍‌ସର ଡେ କେୟାର ସେଣ୍ଟର’ ସ୍ଥାପିତ ହେବ। ଆସନ୍ତା ୩ ବର୍ଷ ମଧ୍ୟରେ ପ୍ରତି ଜିଲ୍ଲାରେ ‘କ୍ୟାନ୍‌ସର ଡେ କେୟାର ସେଣ୍ଟର’ ସ୍ଥାପନ ପୁରୀ/ଭୁବନେଶ୍ୱର

ପୁଣି ତେଜିଲା ଅନ୍ତଃରାଜ୍ୟ ସୀମା ବିବାଦ: ଜବରଦଖଲ ପାଇଁ ପଶ୍ଚିମବଙ୍ଗର ଉଦ୍ୟମ

ଓଡ଼ିଶା-ପଶ୍ଚିମବଙ୍ଗ ଅନ୍ତଃରାଜ୍ୟ ସୀମା ବିବାଦ ଥମିବାର ନାଁ ନେଉନି। ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ୍‌ ଉଦୟପୁରଠାରେ ପୂର୍ବରୁ ଥିବା ବିବାଦ ଆପାତତଃ ଥଣ୍ଡା ପଡ଼ିଥିବା ବେଳେ ଏବେ ବ୍ଲକ୍‌ ଅଧୀନ ସାହାବାଜିପୁରରେ ପୁଣି ବିବାଦ କଡ଼ ଲେଉଟାଇଛି। ଚନ୍ଦନେଶ୍ୱର/ଭୁବନେଶ୍ୱର ୦୧-୦୩-୨୦୨୫