ମଧ୍ୟାହ୍ନରେ ପୁରୀ ଅତିକ୍ରମ କରିବ ଗଭୀର ଅବପାତ : ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା
ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିବା ଅବପାତଟି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଏହା ଘଣ୍ଟା ପ୍ରତି ୭ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଏହା ପୁରୀଠାରୁ ୧୧୦ କିମି ଦୂର!-->…