ସ୍କୁଲରେ ଭୋଗ ଖାଇ ୫୦ରୁ ଊର୍ଦ୍ଧ୍ୱ ଅସୁସ୍ଥ : ଡାକ୍ତରଖାନାରେ ଭର୍ତ୍ତି
ବାରିପଦା/ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷୀ ବ୍ଲକ୍ରେ ଗଣେଶ ପୂଜା ଭୋଗ ଖାଇ ୫୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଓ ଅଭିଭାବକ ଅସୁସ୍ଥ ହୋଇଛନ୍ତି । ଆଜି ସେମାନଙ୍କୁ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଛି । ଭୋଗ ଖାଇବା ପରେ ସମସ୍ତଙ୍କୁ ଝାଡ଼ାବାନ୍ତି ହୋଇଥିଲା।
!-->!-->…