ଗଣେଶ ପୂଜା ଚାନ୍ଦା ପାଇଁ ଲଙ୍କାକାଣ୍ଡ

ଘରେ ସମସ୍ତେ ଶୋଇଥିବା ସମୟରେ  ଦୁର୍ବୃତ୍ତମାନେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଛନ୍ତି । ଫଳରେ ଦୁଇଟି ବାଇକ ସହ ବହୁ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି । ସମ୍ବଲପୁର/ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ଗଣେଶ ପୂଜା ଚାନ୍ଦା ନ ଦେବାକୁ ନେଇ ସମ୍ବଲପୁର ସହରରେ କିଛି ଦୁବୃର୍ତ୍ତ

ବିଧାନସଭାରେ ରେଭେନ୍‌ସା ଝଡ଼

ଶୂନ୍ୟକାଳରେ ଶାସକ ଏବଂ ବିରୋଧୀ ଏହି ପ୍ରସଙ୍ଗରେ ମୁହାଁମୁହିଁ  ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ରେଭେନ୍‌ସା ବିଶ୍ବବିଦ୍ୟାଳୟର ନାମ ପରିର୍ତ୍ତନକୁ ନେଇ ଗୁରୁବାର ବିଧାନସଭାରେ ହଟ୍ଟଗୋଳ ସୃଷ୍ଟି ହୋଇଛି। ଶୂନ୍ୟକାଳରେ ଶାସକ ଏବଂ ବିରୋଧୀ ଏହି ପ୍ରସଙ୍ଗରେ ମୁହାଁମୁହିଁ ହୋଇଛନ୍ତି। 

ସୁଭଦ୍ରା ଯୋଜନା: ଦିନ-ରାତି ଜନସେବା କେନ୍ଦ୍ରରେ ଲାଇନରେ ଲୋକେ

ସୁଭଦ୍ରା ଯୋଜନା ପାଇଁ ଜନସେବା କେନ୍ଦ୍ରରେ ଭୋର ଚାରିଟାରୁ ରାତି ୯ ଟା ପର୍ଯ୍ୟନ୍ତ ଲୋକେ  ଲାଇନ ଲଗାଇଥିବା ଦେଖାଯାଇଛି ଏପରିକି ଅନେକ ମହିଳା ନିଜ ଛୋଟଛୋଟ ପିଲାଙ୍କୁ ନେଇ  ଭୋକ ଉପାସରେ ଲାଇନ ଲଗାଇଥିବା ଦେଖିବାକୁ ମିଳୁଛି.. ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ସୁଭଦ୍ରା ଯୋଜନା

୫ ବର୍ଷରେ ବଜ୍ରପାତରେ ୧୧୦୩ ଜଣଙ୍କ ମୃତ୍ୟୁ: ସୁରେଶ ପୂଜାରୀ

ଭୁବନେଶ୍ୱର/୦୫-୦୯-୨୦୨୪(ପିପିଏସ ):  ବଜ୍ରପାତ ଜନିତ ମୃତ୍ୟୁ ସଂଖ୍ୟାରେ ଗତ ୫  ବର୍ଷ ଭିତରେ ଓଡ଼ିଶା ଭାରତରେ ସବୁ ରାଜ୍ୟଠାରୁ ଆଗରେ ରହିଛି । ଓଡ଼ିଶାରେ ଗତ  ୫ ବର୍ଷରେ ୧୧୦୩ ଜଣ ବଜ୍ରପାତରେ ମୃତ୍ୟୁ ବରଣ କରିଛନ୍ତି।ବାଦଲ-ବାଦଲ ଭିତରେ ଧକ୍କା ଯୋଗୁ ବଜ୍ରପାତ ଘଟିଥାଏ । ମାଟି ତଳେ

ସିବିଆଇକୁ ସୁପ୍ରିମ୍‌କୋର୍ଟଙ୍କ ପ୍ରଶ୍ନ

ନୂଆଦିଲ୍ଲୀ/ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି ଦ୍ବାରା ନ୍ୟାୟିକ ହେପାଜତରେ ଥିବାବେଳେ ମଦ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିଥିବା ହେତୁ ସିବିଆଇକୁ ଆଜି ଶୁଣାଣି ବେଳେ ପ୍ରଶ୍ନ କରିଛନ୍ତି ସର୍ବୋଚ୍ଚ

ମହିଳାଙ୍କ ଭିଡିଓ ରେକର୍ଡିଂ କରି ଧରାପଡ଼ିଲେ ତାମିଲି ଯୁବକ

ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ଗ୍ରାହକ ସାଜି ହୋଟେଲ୍‌ରେ ରହୁଥିଲା। ବାଛିବାଛି ମହିଳା ଗ୍ରାହକଙ୍କ ପାଖ ରୁମ୍‌ ନେଉଥିଲା। କାଇଦାରେ ସ୍କାଏଲାଇଟ୍‌ ଦେଇ ମହିଳାଙ୍କ ବାଥ୍‌ରୁମ୍‌ରେ ଗୁପ୍ତ କ୍ୟାମେରା ଖଞ୍ଜି ଦେଉଥିଲା। ସେହି କ୍ୟାମେରାରେ ମହିଳାଙ୍କ ଗାଧୋଇବା ବେଳର ନଗ୍ନ ଦୃଶ୍ୟକୁ

ନାଳରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର: ପ୍ରେମ ବ୍ୟାପରକୁ ନେଇ ହତ୍ୟା ସନ୍ଦେହ!

ଧର୍ମଶାଳା/ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ଧର୍ମଶାଳା ଥାନା ରଥିଆ ଗାଁ ନିକଟ ଏକ କ୍ରସର ପାଖ ନାଳରୁ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଉଛନ୍ତି ଅଭୟପୁର ଗ୍ରାମର ନରହରି ବେହେରାଙ୍କ ଏକମାତ୍ର ପୁଅ ରୁଦ୍ରପ୍ରସାଦ(୧୭) । ସେ ଜଣେ ଯୁକ୍ତ ଦୁଇ ଛାତ୍ର। ପ୍ରେମ

ଏଥର ଐତିହାସିକ ବାଲିଯାତ୍ରା ଜାରି ରହିବ ୮ ଦିନ

ଐତିହାସିକ ବାଲିଯାତ୍ରା ପାଇଁ କଟକ ଜିଲ୍ଲା ପ୍ରଶାସନ ଏବେ ଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆସନ୍ତା ନଭେମ୍ବର ୧୫ରୁ ମହାନଦୀପଠାରେ ବାଲିଯାତ୍ରା ଆରମ୍ଭ ହେବ। ଏହି ଯାତ୍ରା ନଭେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଜାରି ରହିବ। କଟକ/୦୫-୦୯-୨୦୨୪(ପିପିଏସ ): ଐତିହାସିକ ବାଲିଯାତ୍ରା ପାଇଁ କଟକ

କେଜ୍ରିୱାଲ୍‌ଙ୍କ ଜାମିନ୍‌ ଆବେଦନକୁ ସିବିଆଇର ବିରୋଧ

ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଅଭିଯୁକ୍ତଙ୍କ ସହ ବିଚାର କରାଯିବା ଉଚିତ ନୁହେଁ ବୋଲି କହି ତାଙ୍କ ଜାମିନ୍‌କୁ ବିରୋଧ କଲା ସିବିଆଇ। ନୂଆଦିଲ୍ଲୀ/ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିିୱାଲ୍‌ଙ୍କ ଜାମିନ୍‌ ଆବେଦନ ଉପରେ

ପ୍ୟାରିସ ପାରାଲିମ୍ପିକ୍ସ : ୬ଷ୍ଠ ଦିନରେ ଭାରତ ଆଣିଲା ୫ ପଦକ

ନୂଆଦିଲ୍ଲୀ/ଭୁବନେଶ୍ୱର,୦୪-୦୯-୨୪(ପିପିଏସ) : ପ୍ୟାରିସ ପାରାଅଲିମ୍ପିକ୍ସରେ ଜାରି ରହିଛି ମେଡାଲ ବର୍ଷା। ଚମକୁଛନ୍ତି ଭାରତୀୟ ପାରା ଆଥଲେଟ୍‌। ଷଷ୍ଟ ଦିନରେ ଭାରତକୁ ମିଳିଛି ୫ଟି ପଦକ। ଏହାକୁ ମିଶାଇ ଭାରତର ମୋଟ ପଦକ ସଂଖ୍ୟା ୨୦ରେ ପହଞ୍ଚିଛି। ଷଷ୍ଠ ଦିନରେ ଜାଭଲିନ୍‌, ହାଇଜମ୍ପ ଓ ୪୦୦